Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ନିଶାଡିଙ୍କ ଚରାଭୂଇଁ ପାଲଟିଛି ଏନସି କଲେଜ: କର୍ତ୍ତୃପକ୍ଷ ନିରବ, ଭୟରେ ଛାତ୍ରଛାତ୍ରୀ

ନିଶାଡିଙ୍କ ଚରାଭୂଇଁ ପାଲଟିଛି ଏନସି କଲେଜ: କର୍ତ୍ତୃପକ୍ଷ ନିରବ, ଭୟରେ ଛାତ୍ରଛାତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଅନ୍ୟତମ ଗୌରବମୟ ଶିକ୍ଷା ଅନୁଷ୍ଠାନ ଯାଜପୁର ଟାଉନ ସ୍ଥିତ ନରସିଂହ ଚୌଧୁରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ । ଏହି ଶିକ୍ଷାନୁଷ୍ଠାନରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ଗ୍ରହଣ କରୁଛନ୍ତି । ଉଭୟ ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରାବାସ ରହିଥିଲା ବେଳେ ନିକଟବର୍ତ୍ତୀ ଅଞ୍ଚଳରେ ଗଢି ଉଠିଥିବା ମେସ ଗୁଡିକରେ ମଧ୍ୟ ଛାତ୍ରଛାତ୍ରୀ ରହି ଶିକ୍ଷା ଗ୍ରହଣ କରୁଛନ୍ତି । ହେଲେ ଏହି ଗୌରବମୟ ଶିକ୍ଷାନୁଷ୍ଠାନ ନାମରେ କଳଙ୍କ ବୋଳି ଦେଉଛନ୍ତି କିଛି ନିଶାଡି । ସଞ୍ଜ ନଇଁଲେ କଲେଜ ପରିସରରେ ମଦ୍ୟପଙ୍କ ଆଖଡା ଜମୁଛି । ମଦ୍ୟପାନ ପରେ ଏହି ଯୁବକ ମାନେ ବାହାରୁ ଆସି ଛାତ୍ରାବାସରେ ରହୁଥିବା ଛାତ୍ର ମାନଙ୍କୁ ଧମକ ଚମକ ଦେବା ସହିତ ମାଡ଼ ମଧ୍ୟ ମାରୁଥିବା ଅଭିଯୋଗ ହେଉଛି । ଭୟରେ ଏହି ଛାତ୍ର ମାନେ ଏହାର ପ୍ରତିବାଦ ମଧ୍ୟ କରୁ ନାହାନ୍ତି । କଲେଜ କର୍ତ୍ତୃପକ୍ଷ ମଧ୍ୟ ଏମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଭୟ କରୁଥିବା ଅଭିଯୋଗ ହେଉଛି ।

ନିଶାସକ୍ତ ଯୁବକମାନେ ବିଭିନ୍ନ ସମୟରେ ଏହି କଲେଜରୁ ଚୋରି କରୁଥିବାର ନଜିର ମଧ୍ୟ ରହିଛି । କଲେଜର ବିଭିନ୍ନ ଅଂଶର ଲୁହା ଗ୍ରୀଲ କିଛି ମାସ ପୂର୍ବରୁ କେହି ତାଡି ନେଇଥିଲା ବେଳେ କଲେଜର ଦାମି ଚେୟାର ଟେବୁଲ ମଧ୍ୟ ଚୋରି ହୋଇଛି । ହେଲେ ଏ ନେଇ ସେଭଳି କିଛି ଠୋସ ପଦକ୍ଷେପ ଗ୍ରହଣ କରାଯାଇନାହିଁ । ଯାଜପୁର ପୋଲିସର ପାଟ୍ରୋଲିଂ ଗାଡି କଲେଜ ସମ୍ମୁଖ ରାସ୍ତାରେ ବୁଲୁଥିଲା ବେଳେ କଲେଜ ପରିସରକୁ କାହିଁକି ଯାଏ ନାହିଁ ତାର ଉତ୍ତର ମଧ୍ୟ କାହା ପାଖରେ ନାହିଁ । ସଂଧ୍ୟାରୁ ଡେରି ରାତି ପର୍ଯ୍ୟନ୍ତ ନିଶାଡି କଲେଜ ପରିସରରେ ଆଡ୍ଡା ଜମାଉଥିଲା ବେଳେ କଲେଜ କର୍ତ୍ତୃପକ୍ଷଙ୍କ ସହିତ ପୋଲିସ ଏମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ବୁଦ୍ଧିଜୀବି ମହଲରେ ଦାବି ହୋଇଛି ।

Leave a comment

Your email address will not be published. Required fields are marked *