Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣାଧୀନ ୧୩ କୋଟିର ସେତୁର କାର୍ଯ୍ୟ ନିମ୍ନମାନର, ବିଭାଗୀୟ ଅଧିକାରୀଙ୍କ ନଜର ନାହିଁ

ବ୍ରାହ୍ମଣୀ ନଦୀ ଉପରେ ନିର୍ମାଣାଧୀନ ୧୩ କୋଟିର ସେତୁର କାର୍ଯ୍ୟ ନିମ୍ନମାନର, ବିଭାଗୀୟ ଅଧିକାରୀଙ୍କ ନଜର ନାହିଁ

ଓଡ଼ିଶା ଲିଡ୍ସ(ଯାଜପୁର): ବ୍ରାହ୍ମଣୀ ନଦୀ ଉପରେ ସାରଙ୍ଗପୁର ନିକଟରେ ନିର୍ମାଣ ହେଉଥିବା ୧୩ କୋଟି ଟଙ୍କାର ବାଇଁଶିରିଆ-ସାରଙ୍ଗପୁର ସେତୁ ନିମ୍ନ ମାନର ବୋଲି ସାଧାରଣରେ ଅଭିଯୋଗ ହେଉଛି । ୧୩ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ସେତୁ ନିର୍ମାଣ କାମର ମାନ ତଦାରଖ କରିବାକୁ ବିଭାଗୀୟ ଅଧିକାରୀଙ୍କ ନଜର ନାହିଁ । ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ନିର୍ମାଣ ହେଉଥିବା ଏହିସେତୁର ନିର୍ମାଣ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଥିବା ଜଣାପଡ଼ିଛି। ସେତୁ ନିର୍ମାଣ ସମୟରେ ଢଳାଇରେ ମୋଟା ବାଲି ବ୍ୟବହାର କରିବାକୁ ନିର୍ଦ୍ଦେଶ ଥିଲା ବେଳେ ବ୍ରାହ୍ମଣୀ ନଦୀର ପତଳା ବାଲିରେ ଢ଼ଳେଇ ହେଉଥିବା ଅଭିଯୋଗ ହୋଇଛି ।

ନିମାଣକାରୀ ସଂସ୍ଥା ନିର୍ମାଣ ଆରମ୍ଭରୁ ଅଦ୍ୟାବଧି ଗୋଟିଏ ଟ୍ରିପ୍ ମୋଟାବାଲି ନିର୍ମାଣ ସ୍ଥଳକୁ ଆଣିନଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ଢ଼ଳେଇରେ ବ୍ୟବହାର ହେଉଥିବା ଚିପ୍ସ ମଧ୍ୟ ମାଟି ମିଶା । ଯାହା ସେତୁର ସ୍ଥାୟୀତ୍ୱ ପ୍ରତି ସନ୍ଦେହ ସୃଷ୍ଟି କରିଛି । ସେତୁ ଢଳାଇ ପଡୁଥିବା ସମୟରେ ବିଭାଗୀୟ ଯନ୍ତ୍ରୀ ଅନୁପସ୍ଥିତ ରହିବା ଫଳରେ ଠିକାଦାର ମନମୁଖୀ କାମ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ବିଭାଗୀୟ ଅଧିକାରୀ ଓ ଠିକାଦାର ମଧୁଚନ୍ଦ୍ରିକା ଏହି ୧୩ କୋଟିରୁ ଅଧିକ ମୁଲ୍ୟର ସେତୁର ସ୍ଥାୟୀତ୍ୱ ପ୍ରତି ବିପଦ ସୃଷ୍ଟି କରିଛି । ଏ ନେଇ ଉଚ୍ଚ ଅଧିକାରୀ ତଦନ୍ତ କରିବା ଜରୁରୀ ହୋଇଛି ।

Leave a comment

Your email address will not be published. Required fields are marked *