orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > କ୍ରୀଡା > T-20 ବିଶ୍ୱକପ ଫାଇନାଲ: ସାଣ୍ଟନରଙ୍କ ଚେତାବନୀ, ୧୪୦ କୋଟି ଭାରତୀୟଙ୍କ ହୃଦୟ ଭାଙ୍ଗିଦେବୁ

T-20 ବିଶ୍ୱକପ ଫାଇନାଲ: ସାଣ୍ଟନରଙ୍କ ଚେତାବନୀ, ୧୪୦ କୋଟି ଭାରତୀୟଙ୍କ ହୃଦୟ ଭାଙ୍ଗିଦେବୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ୨୦୨୩ ଏକ ଦିବସୀୟ ବିଶ୍ୱକପ ଫାଇନାଲ ପୂର୍ବରୁ ଅଷ୍ଟ୍ରେଲିଆ ଅଧିନାୟକ ପାଟ୍ କମିନ୍ସ ଯାହା କହିଥିଲେ, ତାହା କରି ଦେଖାଇଥିଲେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ । ଭାରତର ପ୍ରଦର୍ଶନରେ ମୋଦୀ ଷ୍ଟାଡିୟମ ଉପସ୍ଥିତ ଦର୍ଶକଙ୍କ ସହିତ ସାରା ଦେଶ ନିରବ ହୋଇ ଯାଇଥିଲା। ଦିନିକିଆ ବିଶ୍ଵକପ୍- ୨୦୨୩ ଫାଇନାଲରେ ଭାରତକୁ ହରାଇ ଚାମ୍ପିଅନ ହୋଇଥିଲା ଅଷ୍ଟ୍ରେଲିଆ। ଆସନ୍ତାକାଲି ସେଇ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ T-20 ବିଶ୍ଵକପ୍ ୨୦୨୬ର ଫାଇନାଲ। ସେଦିନ ଅଷ୍ଟ୍ରେଲିଆ ଅଧିନାୟକ କମିନ୍ସଙ୍କ ପରି କିଓ୍ଵି ଅଧିନାୟକ ମିଚେଲ୍ ସାଣ୍ଟନର ମଧ୍ୟ ଦମ୍ଭିକତା ଦେଖାଇ କହିଛନ୍ତି ଯେ, ଅହମ୍ମଦାବାଦରେ ୧୪୦ କୋଟି ଭାରତୀୟଙ୍କ ହୃଦୟ ଭାଙ୍ଗି ଯାଇପାରେ। ଆଜି ସାମ୍ବାଦିକ ସମ୍ମିଳନୀରେ ନ୍ୟୁଜିଲାଣ୍ଡ ଅଧିନାୟକ ସାଣ୍ଟନର ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି ଯେ, ଟ୍ରଫି ଉଠାଇବା ପାଇଁ ମୋତେ ପୁଣି ଥରେ କିଛି ହୃଦୟ ଭାଙ୍ଗିବାରେ ଆପତ୍ତି ନାହିଁ। ସାଣ୍ଟନରଙ୍କ ଏହି ବୟାନରୁ ସ୍ପଷ୍ଟ ହୋଇଛି ଯେ, ନ୍ୟୁଜିଲାଣ୍ଡ ବିଶ୍ଵକପ୍ ଜିତିବାକୁ ବ୍ୟଗ୍ର ହୋଇ ପଡିଛି ।

ଗତ ୧୧ ବର୍ଷ ମଧ୍ୟରେ ନ୍ୟୁଜିଲାଣ୍ଡର ପଞ୍ଚମ ଥର ଆଇସିସି ଫାଇନାଲ ଖେଳିଥିଲେ ମଧ୍ୟ ଦଳ ଥରୁଟିଏ ବି ଧଳା ବଲ୍ କ୍ରିକେଟରେ ଟ୍ରଫି ଜିତି ପାରିନାହିଁ । ଏଥର ଟ୍ରଫି ଜିତିବାକୁ ଯେମିତି ପଣ କରିଛି ନ୍ୟୁଜିଲାଣ୍ଡ ।ସାଣ୍ଟନର କହିଛନ୍ତି ଅହମ୍ମଦାବାଦର ଏକ ଲକ୍ଷ ଦର୍ଶକଙ୍କୁ ଶାନ୍ତ କରିବା ଆମର ଉଦ୍ୟେଶ୍ୟ ରହିଛି। ଟିମର ଉତ୍ସାହ ଚରମରେ ରହିଛି, ଟିମ ଘରୋଇ ଦଳ ଉପରେ ଚାପ ପକାଇ ପାରିବ । ଦକ୍ଷିଣ ଆଫ୍ରିକା ବିପକ୍ଷରେ ମିଳିଥିବା ଏକ ତରଫା ବିଜୟରେ ତାଙ୍କ ଦଳ ବହୁତ ଆତ୍ମବିଶ୍ଵାସ ସହ ମଇଦାନକୁ ଓହ୍ଲାଇବ।

ଅନ୍ୟପକ୍ଷରେ ଭାରତୀୟ ଦଳର ଶକ୍ତି ଉପରେ ସାଣ୍ଟନର କହିଛନ୍ତି ଯେ, ଭାରତ ପାଖରେ ଯଶପ୍ରୀତ ବୁମରାଙ୍କ ପରି ବିଶ୍ଵସ୍ତରୀୟ ବୋଲର ଅଛନ୍ତି, ଯିଏ କୌଣସି ବି ସମୟରେ ମ୍ୟାଚର ଗତିବିଧି ବଦଳାଇ ପାରନ୍ତି। ଭାରତ ନିକଟରେ ପ୍ରତିଭା ସମ୍ପନ୍ନ ବ୍ୟାଟର ଥିଲା ବେଳେ ବ୍ୟାଟିଂକ୍ରମକୁ ରୋକିବା ପାଇଁ ପାଓ୍ଵାର ପ୍ଲେରେ ଓ୍ଵିକେଟ୍ ନେବା ମଧ୍ୟ ଜରୁରୀ। ନଚେତ୍ ଭାରତ ୨୫୦ ରନ ପରି ବିଶାଳ ସ୍କୋର ମଧ୍ୟ କରି ପାରିବ। ଅବଶ୍ୟ ଆଉ କିଛି ଘଣ୍ଟା ପରେ ୧୪୦ କୋଟି ଭାରତୀୟ ନିରାଶ ହେଉଛନ୍ତି କି ଆତ୍ମବିଭୋର ହେଉଛନ୍ତି ତାକୁ ଅପେକ୍ଷା ।

Leave a comment

Your email address will not be published. Required fields are marked *