ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ମୟୁରଭଞ୍ଜ ରେ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଥିଲା । ଘୁର୍ଣ୍ଣିଝଡ଼ ପ୍ରଭାବରେ ୨ଜଣଙ୍କ ମୃତ୍ୟୁ ହେବା ସହିତ ବହୁ ଲୋକ ଆହତ ହୋଇଛନ୍ତି । ବ୍ୟାପକ କ୍ଷୟକ୍ଷତି କରିଛି ଘୁର୍ଣ୍ଣିଝଡ଼ । ଏହି ଖବର ପାଇ ରାଜ୍ୟ ସରକାରଙ୍କ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ମୃତକଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।




















