orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > କ୍ରୀଡା > ଆଇପିଏଲ୍‌ ୨୦୨୬: ବୈଭବ ସର୍ବକନିଷ୍ଠ ଓ ଧୋନୀ ବରିଷ୍ଠ ଖେଳାଳି

ଆଇପିଏଲ୍‌ ୨୦୨୬: ବୈଭବ ସର୍ବକନିଷ୍ଠ ଓ ଧୋନୀ ବରିଷ୍ଠ ଖେଳାଳି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଇପିଏଲ୍‌ର ସବୁଠାରୁ ଚର୍ଚ୍ଚିତ ଓ ଲୋକପ୍ରିୟ ଖେଳାଳି । ୪୫ ବର୍ଷରେ ପଦାର୍ପଣ କରି ବିଶ୍ୱର ଧନୀ କ୍ରିକେଟ ଲିଗ ଖେଳୁଥିବା ଧୋନୀଙ୍କର କ୍ରେଜ କାହିଁ ଉପରେ । ୨୦୦୮ରୁ ଏପର୍ଯ୍ୟନ୍ତ ଆଇପିଏଲର ସବୁ ଋତୁରେ ଖେଳିଛନ୍ତି ଧୋନୀ । ସେ ଏପର୍ଯ୍ୟନ୍ତ ୨୭୮ଟି ଆଇପିଏଲ୍‌ ମ୍ୟାଚ୍‌ ଖେଳିବା ସହ ମୋଟ ୫୪୩୯ ରନ୍‌ କରିଛନ୍ତି। ଆଉ ଏକ ସପ୍ତାହରୁ କମ ସମୟରେ ଆରମ୍ଭ ହେବାକୁ ଯାଉଛି ଆଇପିଏଲ ପ୍ରତିଯୋଗିତା । ଏହି ପ୍ରତିଯୋଗିତାର ବରିଷ୍ଠ ଖେଳାଳିଙ୍କ ଉପରେ ସାରା କ୍ରିକେଟ ଦୁନିଆର ନଜର ଥିଲା ବେଳେ ପ୍ରତିଯୋଗିତାର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ମଧ୍ୟ ରହିଛି ସମସ୍ତଙ୍କ ନଜର ।

କ୍ରିକେଟ୍‌ର ବିସ୍ମୟ ବାଳକ କୁହାଯାଉଥିବା ବୈଭବ ଗତ ଋତୁରେ ନିଜର ଆଇପିଏଲ୍‌ କ୍ୟାରିୟର ଆରମ୍ଭ କରିଥିଲେ । ୧୯ ଏପ୍ରିଲ ୨୦୨୫ରେ ସେ ଲକ୍ଷ୍ନୌ ସୁପର ଜାଏଣ୍ଟସ୍‌ ବିପକ୍ଷରେ ନିଜର ଆଇପିଏଲ୍‌ ଜୀବନ ଆରମ୍ଭ କରିବା ସମୟରେ ତାଙ୍କର ବୟସ ଥିଲା ମାତ୍ର ୧୪ ବର୍ଷ ୨୩ ଦିନ। ଏହା ସହିତ ସେ ପାଲଟିଯାଇଥିଲେ ଆଇପିଏଲ୍‌ର ସର୍ବକନିଷ୍ଠ ଖେଳାଳି। ପ୍ରତିଭାର ଭରପୁର ଏହି ଯୁବ ଖେଳାଳି ପ୍ରଥମ ବଲ୍‌ରେ ଛକା ମାରି ସେ ନିଜ ଆଗମନ ଓ ଆଭିମୁଖ୍ୟର ସୂଚନା ଦେଇଥିଲେ। ଏଥରର ଆଇପିଏଲ୍‌ ଆରମ୍ଭ ହେବାର ଦିନକ ପୂର୍ବରୁ ସେ ୧୫ ବର୍ଷରେ ପଦାର୍ପଣ କରିବେ। ଏହି ବର୍ଷକ ମଧ୍ୟରେ ସେ କ୍ରିକେଟ ଜଗତରେ ଜଣେ ତାରକା ଖେଳାକି ପାଲଟିଯାଇଛନ୍ତି। ୧୯ ବର୍ଷରୁ କମ୍‌ ବିଶ୍ବକପ୍‌ରେ ପ୍ରଭାବୀ ପ୍ରଦର୍ଶନ ପରେ ଏଥରର ଆଇପିଏଲ୍‌ରେ ସେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିବେ ବୋଲି ପ୍ରଶଂସକ ଆଶା ବାନ୍ଧିଛନ୍ତି ।

Leave a comment

Your email address will not be published. Required fields are marked *