orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜନୀତି > ରାହୁଲ ଗାନ୍ଧୀଙ୍କ ଭବିଷ୍ୟବାଣୀ: ନିର୍ବାଚନ ପରେ ବଢ଼ିବ ପେଟ୍ରୋଲ୍-ଡିଜେଲ୍ ଦର

ରାହୁଲ ଗାନ୍ଧୀଙ୍କ ଭବିଷ୍ୟବାଣୀ: ନିର୍ବାଚନ ପରେ ବଢ଼ିବ ପେଟ୍ରୋଲ୍-ଡିଜେଲ୍ ଦର

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଇରାନ ଯୁଦ୍ଧର ପ୍ରଭାବର ସାରା ବିଶ୍ବ ଉପରେ ପଡ଼ିଛି । ଯୁଦ୍ଧର ପ୍ରଭାବ ଭାରତୀୟ ବଜାର ଉପରେ ପଡିବା ଫଳରେ ଭାରତରେ ଗ୍ୟାସ ସଙ୍କଟ ସୃଷ୍ଟି ହୋଇ ସାରିଛି । ଆଗକୁ ମଧ୍ୟ ତୈଳ ସଙ୍କଟ ସୃଷ୍ଟି ହେବାକୁ ଯାଉଛି । ଗ୍ୟାସ ସଙ୍କଟ ସୃଷ୍ଟି ହେବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି । ବର୍ତ୍ତମାନ ସୁଦ୍ଧା ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି ହୋଇ ନଥିଲା ବେଳେ ନିର୍ବାଚନ ପରେ ତୈଳ ମୂଲ୍ୟ ବୃଦ୍ଧି ହେବ ବୋଲି ଵିରୋଧି ଦଳ ନେତା ରାହୁଲ ଗାନ୍ଧୀ ଭବିଷ୍ୟବାଣୀ କରିଛନ୍ତି ।

ନିକଟରେ ଭାରତର ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ସେ କହିଛନ୍ତି ଯେ, ନିର୍ବାଚନ ପରେ ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ସିଲିଣ୍ଡରର ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇବ।
ଵିରୋଧି ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଦିନ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ଏକ ପୋଷ୍ଟ ସେୟାର କରିଛନ୍ତି। ପୋଷ୍ଟରେ ସେ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ପାଇଁ କେନ୍ଦ୍ରର ମୋଦୀ ସରକାରଙ୍କୁ ସମାଲୋଚନା କରିଛନ୍ତି। ସେ ପୋଷ୍ଟରେ ଲେଖିଛନ୍ତି, ‘ଡଲାର ତୁଳନାରେ ଟଙ୍କା ଦୁର୍ବଳ ହୋଇ ଏକ ଡଲାର ମୂଲ୍ୟ ଭାରତୀୟ ମୁଦ୍ରାରେ ୧୦୦ଟଙ୍କା ଆଡକୁ ମୁହାଁଇବା ଏବଂ ଶିଳ୍ପ ଇନ୍ଧନ ମୂଲ୍ୟରେ ତୀବ୍ର ବୃଦ୍ଧି କେବଳ ପରିସଂଖ୍ୟାନ ନୁହେଁ, ବରଂ ଆସନ୍ନ ମୁଦ୍ରାସ୍ଫୀତିର ସ୍ପଷ୍ଟ ସଙ୍କେତ।’

ସେ ଆହୁରି ମଧ୍ୟ କହିଛନ୍ତି, ‘ସରକାର ଏହାକୁ ସାଧାରଣ ବୋଲି କହିପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଉତ୍ପାଦନ ଏବଂ ପରିବହନ ଅଧିକ ମହଙ୍ଗା ହେବ, ଏମଏସଏମଇ ସବୁଠାରୁ ଅଧିକ ପ୍ରଭାବିତ ହେବ, ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବ । ଏହାର ଅର୍ଥ ହେଉଛି, ପ୍ରତ୍ୟେକ ପରିବାରର ପକେଟ ଉପରେ ଏହାର ସିଧାସଳଖ ଏବଂ ଗଭୀର ପ୍ରଭାବ ପଡ଼ିବ।

Leave a comment

Your email address will not be published. Required fields are marked *