Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଅର୍ବାନ ହାଟ ନିର୍ମାଣରେ ନିମ୍ନ ମାନର କାର୍ଯ୍ୟ, ବାଲି ସହିତ ଲୁହା ରଡ଼ ନିମ୍ନମାନର ଅଭିଯୋଗ

ଅର୍ବାନ ହାଟ ନିର୍ମାଣରେ ନିମ୍ନ ମାନର କାର୍ଯ୍ୟ, ବାଲି ସହିତ ଲୁହା ରଡ଼ ନିମ୍ନମାନର ଅଭିଯୋଗ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀର ସର୍ବ ପୁରାତନ ବରୀ ହାଟ ବରୀ ମାଉଣ୍ଡ ବଜାରରୁ ସ୍ଥାନାନ୍ତର କରିବା ଉଦ୍ଦେଶ୍ୟରେ ରମାଦେବୀ ମହିଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖ ପଡ଼ିଆରେ ସ୍ଥାୟୀ ‘ଅର୍ବାନ୍‌ ହାଟ’ ନିର୍ମାଣ କରାଯାଉଛି। ଯାଜପୁର ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ପକ୍ଷରୁ ଏହି ପ୍ରକଳ୍ପ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଛି । ଏହି ପ୍ରକଳ୍ପ ନିର୍ମାଣ ପାଇଁ ୧ କୋଟି ୬ଲକ୍ଷ ୮୨ ହଜାର ୮୪୦ ଟଙ୍କା ବ୍ୟୟ ବରାଦ କରାଯାଇଛି । ତେବେ କୋଟିଏରୁ ଉର୍ଦ୍ଧ୍ଵ ଏହି ପ୍ରକଳ୍ପ ନିର୍ମାଣରେ ବାଲି, ଲୁହାଛଢ଼ ଆଦି ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଉଥିବା ଅଭିଯୋଗ ହେଉଛି।

୨୦୨୪ ନଭେମ୍ବର ୬ ତାରିଖରୁ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୨୫ ମାର୍ଚ୍ଚ ୫ ତାରିଖ ସୁଧା ଶେଷ ହେବା ନିମନ୍ତେ ସମୟ ଧାର୍ଯ୍ୟ କରାଯାଇଥିଲା। ୨୦୨୫ ଅକ୍ଟୋବରରେ ଏହା ଉଦ୍ଘାଟିତ ହେବାର ଯୋଜନା ହୋଇଥିଲା। କିନ୍ତୁ ବର୍ତ୍ତମାନ ସୁଦ୍ଧା ପ୍ରକଳ୍ପର ୧୦ ପ୍ରତିଶତ ମଧ୍ୟ କାର୍ଯ୍ୟ ଶେଷ ହୋଇନାହିଁ। ଏଷ୍ଟିମେଣ୍ଟରେ ଢଳାଇ କାର୍ଯ୍ୟ ହେଉ କି ଇଟା ଯୋଡ଼େଇ କାର୍ଯ୍ୟ ସବୁଥିରେ ରୁଢିଆ ନଦୀର ବାଲି ବ୍ୟବହାର କରିବାକୁ ମୂଲ୍ୟ ପ୍ରଦାନ କରାଯାଇଛି। ମାତ୍ର ଅଧିକାରୀ ଓ ଠିକାସଂସ୍ଥା ମିଳିତ ହୋଇ ବିଭାଗୀୟ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ସ୍ଥାନୀୟ ନଦୀରୁ ପତଳା ବାଲି ଆଣି ଢଳାଇ ଓ ଯୋଡ଼େଇ କାମ କରୁଥିବା ଅଭିଯୋଗ ହେଉଛି । ନିମ୍ନ ମାନର କାର୍ଯ୍ୟ ଯୋଗୁ ପ୍ରକଳ୍ପର ସ୍ଥାୟିତ୍ବ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୂଚନା ଫଳ‌କରେ କାର୍ଯ୍ୟ ଆରମ୍ଭ ତାରିଖ ରହିଥିବା ବେଳେ ଶେଷ ତାରିଖ ଓ ଅନ୍ୟ ଗୁରୁତ୍ବପୂର୍ଣ୍ଣ ସୂଚନା ଉଲ୍ଲେଖ ହୋଇନାହିଁ। ଏ ନେଇ ବିଭାଗୀୟ ଅଧିକାରୀ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି ।

Leave a comment

Your email address will not be published. Required fields are marked *