Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ର୍ଜାତୀୟ > ରାଜଧାନୀ ଦିଲ୍ଲୀ ସୀମାନ୍ତରୁ ଧରାପଡ଼ିଲା ଲସ୍କର ଆତଙ୍କବାଦୀ

ରାଜଧାନୀ ଦିଲ୍ଲୀ ସୀମାନ୍ତରୁ ଧରାପଡ଼ିଲା ଲସ୍କର ଆତଙ୍କବାଦୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜଧାନୀ ଦିଲ୍ଲୀର ସୀମାନ୍ତ ଅଞ୍ଚଳରୁ ପାକିସ୍ତାନରେ ସକ୍ରିୟ ଥିବା ଲସ୍କର-ଇ-ତାଏବାର ଜଣେ ଆତଙ୍କବାଦୀକୁ ଧରିବାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ବାଂଲାଦେଶରେ ରହି ଭାରତରେ ଆକ୍ରମଣ ପାଇଁ ଯୋଜନା କରୁଥିବା ଏହି ଆତଙ୍କବାଦୀକୁ ଦିଲ୍ଲୀର ସମୀନ୍ତ ଅଞ୍ଚଳରୁ ଗିରଫ କରାଯାଇଥିବା ଆଜି ସୁରକ୍ଷା ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଗିରଫ ଆତଙ୍କବାଦୀ ଜଣକ ହେଉଛି ଶବିର ଅହମଦ ଲୋନ ଓରଫ ରାଜା ଓରଫ କଶ୍ମିରୀ। ସେ ଜମ୍ମୁ-କଶ୍ମୀରର ଶ୍ରୀଗନର ଅନ୍ତର୍ଗତ କାନଗାନରର ମୂଳ ବାସିନ୍ଦା । କେନ୍ଦ୍ର ଏଜେନ୍ସି ସହ ସମନ୍ୱୟ ରକ୍ଷା କରି ଦିଲ୍ଲୀ ପୁଲିସ୍‌ର ସ୍ପେଶାଲ ସେଲ ଶବିରକୁ ଗିରଫ କରିବାରେ ସଫଳ ହୋଇଛି । ଭାରତ ବିରୋଧୀ ଆତଙ୍କୀ କାର୍ଯ୍ୟକଳାପରେ ସେ ଲିପ୍ତ ଥିବାରୁ ଦୀର୍ଘ ସମୟ ଧରି କେନ୍ଦ୍ରୀୟ ଏଜେନ୍ସିର ସ୍କାନରରେ ଶବିର ରହିଥିଲା।

ଅଧିକାରୀଙ୍କ ସୂଚନା ଅନୁଯାୟୀ ଶବିର ବାଂଲାଦେଶରେ ରହି ଲସ୍କରର ଭାରତ ବିରୋଧୀ କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରୁଥିଲା। ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇ ନିର୍ଦ୍ଦେଶରେ ସେ ଏହି କାର୍ଯ୍ୟ କରୁଥିବା ପ୍ରକାଶ ।

ସେ ନିଜ ନେଟୱର୍କରେ ଭାରତରେ ବେଆଇ ଭାବେ ରହୁଥିବା ବାଂଲାଦେଶୀଙ୍କୁ ନିଯୁକ୍ତ କରୁଥିଲା। ପାକିସ୍ତାନକୁ ପରଦା ପଛରେ ରଖି ବାଂଲାଦେଶୀଙ୍କୁ ଭାରତ ବିରୋଧୀ କାର୍ଯ୍ୟରେ ବ୍ୟବହାର କରୁଥିବା ଜଣାପଡ଼ିଛି। ଏବେ ଶବିର ଗିରଫ ହେବା ସୁରକ୍ଷାକର୍ମୀଙ୍କ ପାଇଁ ବଡ଼ ସଫଳତା ହୋଇଛି ।

ସେ ଲସ୍କର-ଇ-ତାଏବାର ଜଣେ ତାମିଲପ୍ରାପ୍ତ ଆତଙ୍କବାଦୀ। ସେ ମୁଜାଫରବାଦରେ ଥିବା ଆତଙ୍କୀ ଆଡ୍ଡାରେ ଦୌରା-ଇ-ଆମ(ମୂଳ) ଓ ଦୌର-ଇ-ଖାସ(ଅତ୍ୟାଧୁନିକ) ତାଲିମ ନେଇଥିଲା। ପ୍ରାୟ ଦୁଇ ଦଶନ୍ଧି ଧରି ସେ ଲସ୍କରର ବରିଷ୍ଠ କମାଣ୍ଡରଙ୍କ ସହିତ ଯୋଡ଼ି ହୋଇ ରହିଥିଲା।

ଶବିରକୁ ପ୍ରଥମ ଥର ୨୦୦୭ରେ ସ୍ପେଶାଲ ସେଲ ଏକେ-୪୭ ରାଇଫଲ, ଗ୍ରେନେଡ ସମେତ ବିପୁଳ ପରିମାଣର ଗୁଳିଗୋଳା ସହ ଗିରଫ କରିଥିଲା। ସେହି ସମୟରେ ଜମାତ-ଉଦ-ଦାୱାର ମୁଖ୍ୟ ତଥା ୨୬/୧୧ ହମଲାର ମାଷ୍ଟର ମାଇଣ୍ଡ ହାଫିଜ ସୟିଦ ଓ ଲସ୍କର କମାଣ୍ଡର ଜାକି ଉର ରେହମାନ ଲଖଭୀ ସହ ତା’ର ଲିଙ୍କ ସାମ୍ନା ଆସିଥିଲା। ୨୦୧୮ରେ ସେ ତିହାର ଜେଲରେ ରହିଥିଲା ଓ ପରେ ବେଲ ପାଇଥିଲା।

Leave a comment

Your email address will not be published. Required fields are marked *