Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ବିଧାନସଭାରେ ବ୍ୟୟମଞ୍ଜୁରୀ ବିଲ-୨୦୨୬ ପାରିତ

ବିଧାନସଭାରେ ବ୍ୟୟମଞ୍ଜୁରୀ ବିଲ-୨୦୨୬ ପାରିତ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିରୋଧୀ ଦଳ ସଦସ୍ୟଙ୍କ କକ୍ଷତ୍ୟାଗ ମଧ୍ୟରେ ‘ଓଡ଼ିଶା ବ୍ୟୟମଞ୍ଜୁରୀ ବିଲ-୨୦୨୬’ ଗୃହରେ ପାରିତ ହୋଇଛି। ଏହାସହିତ ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ଦିନରୁ ଅର୍ଥାତ୍ ଆସନ୍ତାକାଲି ଠାରୁ ବଜେଟ୍ ଅର୍ଥ ଖର୍ଚ୍ଚ କରିବାକୁ ରାଜ୍ୟ ସରକାରଙ୍କୁ ବିଧାନସଭାରୁ ଅନୁମତି ମିଳିଛି।

ଏହି ବ୍ୟୟମଞ୍ଜୁରୀ ବିଲ୍ ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀଙ୍କ ଉପରେ ବର୍ଷିଛନ୍ତି।
ମୁଖ୍ୟମନ୍ତ୍ରୀ ବିଧାନସଭା ଭିତରେ ଓ ବାହାରେ ବିରୋଧୀ ଦଳର ଆଚରଣକୁ କଡା ସମାଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟବାସୀ ସବୁ ଦେଖୁଛନ୍ତି ଓ ଆଗାମୀ ନିର୍ବାଚନରେ ଲୋକେ ଏହାର ଜବାବ ଦେବେ। ଗୋଟିଏପଟେ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସରକାରଙ୍କ ରୋଡମ୍ୟାପକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୃହକୁ ଅବଗତ କରିଥିବାବେଳେ ଅନ୍ୟପଟେ ବିରୋଧୀଙ୍କ ନୈତିକତା ଓ କାର୍ଯ୍ୟଶୈଳୀକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି।

ମୁଖ୍ୟମନ୍ତ୍ରୀ ବିଗତ ବିଜେଡି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ସମୟ ଥିଲା ଯେତେବେଳେ ଅଫିସରମାନେ ହିଁ ସରକାରଙ୍କ ପାଇଁ ନିଷ୍ପତ୍ତି ନେଉଥିଲେ। ଆଉ ଛୋଟ ଛୋଟ ଘଟଣାରେ ମନ୍ତ୍ରୀମାନଙ୍କୁ ବଳି ପକାଯାଉଥିଲା। ଅଫିସର ଯାହା ଚାହୁଁଥିଲେ ସେୟା ହେଉଥିଲା। ଏପରିକି ସେହି ‘ବିଶେଷ ବାବୁ’ଙ୍କ ଦ୍ୱାରା ଆଜିବି ବିରୋଧୀ ଦଳ ପରିଚାଳିତ ହେଉଛି ବୋଲି ତାଙ୍କ ଦଳର ବିଧାୟକମାନେ ଚର୍ଚ୍ଚା କରୁଛନ୍ତି ବୋଲି ମଧ୍ୟ କହିଥିଲେ । କଟକ ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ବିରୋଧୀଙ୍କ ହୋ-ହାଲ୍ଲାକୁ ସମାଲୋଚନା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ପୂର୍ଣ୍ଣାଙ୍ଗ ରିପୋର୍ଟ ଆସିଲେ ହିଁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଓ ସେତେବେଳେ ଜଣାପଡ଼ିବ କିଏ ପ୍ରକୃତରେ ସବଳ। ବିରୋଧୀଙ୍କ ଆଖିରେ ଲୁହ ନଥାଇ କାନ୍ଦିବା ଶୋଭା ପାଉନାହିଁ ବୋଲି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a comment

Your email address will not be published. Required fields are marked *