orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଜିଲ୍ଲା > ଯାଜପୁର > ସହିଦ ରଘୁନାଥ ମହାନ୍ତଙ୍କ ୨୪୮ ତମ ସହିଦ ଦିବସ ପାଳିତ

ସହିଦ ରଘୁନାଥ ମହାନ୍ତଙ୍କ ୨୪୮ ତମ ସହିଦ ଦିବସ ପାଳିତ

ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ ଦେଶରେ ଧନୀ ଦରିଦ୍ରଙ୍କ ମଧ୍ୟରେ ତାରତମ୍ୟ ବୃଦ୍ଧି ପାଉଛି-ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସହିଦ ସଂଗ୍ରାମୀ ରଘୁନାଥ ମହାନ୍ତ ସ୍ମୃତି କମିଟି ଆନୁକୁଲ୍ୟରେ ସୁକିନ୍ଦା ବ୍ଳକ ସଂସାଇଲୋ ପଞ୍ଚାୟତ ଟାଟା କଲୋନି ଠାରେ ସହିଦ ରଘୁନାଥ ମହାନ୍ତଙ୍କ ୨୪୮ ତମ ସହିଦ ଦିବସ ପାଲିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଅର୍ଥମନ୍ତ୍ରୀ ଡଃ. ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ଯୋଗଦେଇଥିଲେ । ମୁଖ୍ୟ ଅତିଥି ଓ ଅନ୍ୟ ଅତିଥି ମାନେ ସହିଦ ରଘୁନାଥ ମହାନ୍ତଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କୁ ସମ୍ମାନ ପ୍ରଦର୍ଶନ କରିଥିଲେ । ମୁଖ୍ୟ ଅତିଥି ଡ଼ଃ ଘଡାଇ ରଘୁନାଥ ମହାନ୍ତଙ୍କ ବୀରତ୍ଵ ଏବଂ ବଳିଦାନ ସଂପର୍କରେ ଆଲେଚନା କରିଥିଲେ। ସେ କହିଥିଲେ ମହାନ୍ତ ସମାଜର ଲୋକମାନେ ଆଦିବାସୀ ହେବାପାଇଁ ଦୀର୍ଘ ଦିନ ଧରି ସଂଗ୍ରାମ ଜାରି ରଖିଥିଲେ ମଧ୍ୟ ସେମାନଙ୍କ କଥାକୁ ସରକାର ଗୁରୁତ୍ବ ଦେଉ ନାହାନ୍ତି । ଦେଶ ସ୍ୱାଧୀନତାର ୭୮ ବର୍ଷ ପୂରଣ କରିଥିଲେ ମଧ୍ୟ ଏବେବି ଦେଶରେ ଧନୀ, ଗରିବଙ୍କ ମଧ୍ୟରେ ତାରତମ୍ୟ ବୃଦ୍ଧି ପାଉଛି। ଅନ୍ୟ ଅତିଥି ମାନେ ସହିଦ ସଂଗ୍ରାମୀ ରଘୁନାଥ ମହାନ୍ତଙ୍କ ବିରତ୍ୱ ଉପରେ ଆଲୋକପାତ କରିଥିଲେ ।

ଏହା ସହିତ ସଭାରେ ପଛୁଆବର୍ଗ ଲୋକମାନେ ଏକାଠି ହେବା ପାଇଁ ଆହ୍ବାନ ଦିଆଯାଇଥିଲା। ଏହି ସଭାରେ ଝାଡଖଣ୍ଡର ଜେ.ଏଲ.କେ.ଏମ ପ୍ରବକ୍ତା ମାଧବ ମହତୋ, ଜେ.ଏଲ.କେ.ଏମ ନେତା ପ୍ରେମ କୁମାର ମାରାଣ୍ଡି ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ନିଜନିଜ ଅଭିଭାଷଣ ରଖିଥିଲେ। କାର୍ଯ୍ୟକ୍ରମରେ ସ୍ମୃତି କମିଟିର ସଭାପତି ଭୀମସେନ ମହାନ୍ତ, ସଂପାଦକ ତ୍ରିଲୋଚନ ମହାନ୍ତ, ଦୋଳଗୋବିନ୍ଦ ମହାନ୍ତ, ସୁକିନ୍ଦା ପଞ୍ଚାୟତ ସମିତିର ପୂର୍ବତନ ଉପାଧ୍ୟକ୍ଷ ବିବେକାନନ୍ଦ ବୋଷ, ସୁକିନ୍ଦାଗଡ ସରପଞ୍ଚ ସ୍ଵାଧୀନ ଦାସ, ଲକ୍ଷ୍ମୀଧର ବେହୁରା, ଦିପ୍ତି ରଞ୍ଜନ ବେହୁରା, ଜୟନ୍ତ କୁମାର ରାଉତ, ବାରାଗଡିଆ ସମିତି ସଭ୍ୟ ମୃତ୍ୟୁଞ୍ଜୟ ଦେଓ ପ୍ରମୁଖ ଯୋଗଦେଇ ଅଭିଭାଷଣ ରଖିଥିଲେ। କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଲୋକ ଯୋଗଦାନ କରିଥିଲେ । ଆୟୋଜକ ମାନଙ୍କ ପକ୍ଷରୁ ଅତିଥି ମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା ।

Leave a comment

Your email address will not be published. Required fields are marked *