orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ରାଜ୍ୟ > ଭକ୍ତଙ୍କ ୟୁ-ଟର୍ଣ୍ଣ: ପଞ୍ଚାୟତ ନିର୍ବାଚନରେ ଏକାକୀ ଲଢ଼ିବ କଂଗ୍ରେସ

ଭକ୍ତଙ୍କ ୟୁ-ଟର୍ଣ୍ଣ: ପଞ୍ଚାୟତ ନିର୍ବାଚନରେ ଏକାକୀ ଲଢ଼ିବ କଂଗ୍ରେସ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଧାନସଭା ନିର୍ବାଚନରେ ଆବଶ୍ୟକ ପଡ଼ିଲେ ବୁଝାବଣା ହୋଇପାରେ କିନ୍ତୁ ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନାହିଁ ବୋଲି କହିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଗତ ରାଜ୍ୟସଭା ନିର୍ବାଚନରେ ବିଜେଡି ସହିତ ହାତ ମିଳାଇଥିଲା କଂଗ୍ରେସ । ଉଭୟ ବିଜେଡି ଓ କଂଗ୍ରେସର ଏହି ମଧୁଚନ୍ଦ୍ରିକା ଉଭୟ ଦଳରେ ଅସନ୍ତୋଷ ସୃଷ୍ଟି କରିଥିଲା । କଂଗ୍ରେସ ସହିତ ହାତ ମିଳାଇବାକୁ ନେଇ ବିଜେଡି ଦଳରେ ମଧ୍ୟ ଅସନ୍ତୋଷ ତୀବ୍ର ହୋଇଥିଲା । ଅପରପକ୍ଷେ ଭକ୍ତଙ୍କ ଏହି ନିଷ୍ପତି କଂଗ୍ରେସ ଦଳରେ ମଧ୍ୟ ଅସନ୍ତୋଷ ସୃଷ୍ଟି କରିଥିଲା । ଦଳର ବହୁ ବରିଷ୍ଠ ନେତା ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ । ବିଜେପିକୁ ପ୍ରତିହତ କରିବାକୁ ବିଜେଡି ଓ କଂଗ୍ରେସ ମଧ୍ୟରେ ଆଗାମି ଦିନରେ ମେଣ୍ଟ ହେବାକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଥିଲା । ନିଜ ଦଳ ଭିତରେ ଅସନ୍ତୋଷ ରହିଥିବା ବେଳେ ଭକ୍ତ ଏବେ ୟୁ-ଟର୍ଣ୍ଣ ନେଇଛନ୍ତି । ଆଜି ଭକ୍ତଙ୍କ ଏହି ବୟାନ ରାଜ୍ୟ ରାଜନୀତିରେ ନୂଆ ଚର୍ଚ୍ଚା ସୃଷ୍ଟି କରିଛି । ପଞ୍ଚାୟତ ନିର୍ବାଚନରେ ମେଣ୍ଟ କରିବ ନାହିଁ କଂଗ୍ରେସ । ପିସିସି ସଭାପତି ଭକ୍ତ କହିଛନ୍ତି, ଆମେ ଏକାକୀ ନିର୍ବାଚନ ଲଢ଼ିବୁ, ଆମ ଦଳ ସୁଦୃଢ଼ ଅଛି । ବିଧାନସଭା ନିର୍ବାଚନରେ ଆବଶ୍ୟକ ପଡ଼ିଲେ ବୁଝାବଣା ହୋଇପାରେ କିନ୍ତୁ ପଞ୍ଚାୟତ ନିର୍ବାଚନରେ ମେଣ୍ଟ ହେବନାହିଁ । ପୂର୍ବରୁ ନିଜେ ଭକ୍ତ ଦାସ କହିଥିଲେ ବିଜେଡି ସହିତ ମେଣ୍ଟ ହୋଇପାରେ କିନ୍ତୁ ଏବେ ସେ ସ୍ପଷ୍ଟ କରିଛନ୍ତି ପଞ୍ଚାୟତ ନିର୍ବାଚନରେ ବିଜେଡି ସହିତ ମେଣ୍ଟ ହେବନାହିଁ ।

Leave a comment

Your email address will not be published. Required fields are marked *