orissaleads

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

Blog Post

orissaleads > ଜିଲ୍ଲା > ଯାଜପୁର > ୬ଦଫା ଦାବି ନେଇ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କଲା ୟୁଜେଇ

୬ଦଫା ଦାବି ନେଇ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କଲା ୟୁଜେଇ

ଓଡ଼ିଶା ଲିଡ୍ସ(ଯାଜପୁର) : ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ୬ ଦଫା ଦାବିନେଇ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଉତ୍କଳ ସାମ୍ବାଦିକ ସଂଘ ଯାଜପୁର ଜିଲ୍ଲା ଶାଖା ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ୬ ଦଫା ଦାବି ମଧ୍ୟରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପାଇଁ ସୁରକ୍ଷା ଆଇନ ପ୍ରଣୟନ, ଅନ୍ୟ ୨୨ଟି ରାଜ୍ୟପରି ଓଡିଶାରେ ବୃଦ୍ଧ ସାମ୍ବାଦିକ ମାନଙ୍କୁ ପେନସନ ପ୍ରଦାନ, ସ୍ୱାସ୍ଥ୍ୟ ବିମା ଯୋଜନାରେ ପିତାମାତା ଓ ୨୫ ବର୍ଷରୁ ଉର୍ଦ୍ଧ୍ବ ସନ୍ତାନଙ୍କୁ ସାମିଲ, ରାଜ୍ୟରେ ପ୍ରେସ ଏକାଡେମୀ ଗଠନ, ଅଧିସିକୃତ କମିଟିର ପୁନର୍ଗଠନ କରି ବ୍ଳକ ଠାରୁ ରାଜ୍ୟ ପର୍ଯ୍ୟନ୍ତ ସମସ୍ତ ସାମ୍ବାଦିକ ମାନଙ୍କୁ ସେଥିରେ ସାମିଲ କରିବା ପ୍ରଭୃତି ଦାବି ରହିଛି । ରାଜ୍ୟ ସଂଘ ଡାକରାରେ ରାଜ୍ୟବ୍ୟାପି ଚାଲିଥିବା ଏହି ପ୍ରତିବାଦ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଯାଜପୁର ଜିଲ୍ଲା ଶାଖା ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଜିଲ୍ଲା ସଭାପତି ହରିହର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରତିବାଦ ସଭାରେ ରାଜ୍ୟ କାର୍ଯ୍ୟକାରୀ ସଭାପତି ହାରାଧନ ବାନାର୍ଜୀ, ରାଜ୍ୟ ସାଧାରଣ ସମ୍ପାଦକ ବେଣୁଧର ପଣ୍ଡା, ରାଜ୍ୟ ସଂଯୋଜକ ମଦନ ପାଣି, ଜିଲ୍ଲା ସାଧାରଣ ସଂପାଦକ ପବିତ୍ର ରଞ୍ଜନ ମହାନ୍ତି, ରାଜ୍ୟ ସମ୍ପାଦକ ବିଶ୍ୱଜିତ ନାୟକ, ଆନନ୍ଦଚନ୍ଦ୍ର ସାହୁ, ରଙ୍ଗବଲ୍କଭ ସାହୁ, କୈଳାସ ଚନ୍ଦ୍ର ରାଉତ, ଅଞ୍ଜନ ପତି, ରବିନ୍ଦ୍ର ସାମଲ, ପ୍ରଦୀପ ଚାନ୍ଦ, ଲମ୍ବୋଦର ଦଳବେହେରା, ଶିବନ କର, ପ୍ରଦୀପ ଜେନା, ଅଶୋକ ଦାସ, କପିଳେନ୍ଦ୍ର ରାଉତ, ଅଜିତ ମିଶ୍ର, ତ୍ରିଲୋତନ ବେହେରା, ମନୋଜ ନାୟକ, ଜୟପ୍ରକାଶ ନାୟକ,ମନୋଜ ନାୟକ, ଦିବ୍ୟକାନ୍ତ କର, ଲିଙ୍ଗରାଜ ସାହୁ, ବିଦ୍ୟାଧର ବେହେରା, ବାଞ୍ଛାନିଧି ସାହୁ, ପ୍ରଦୁମ୍ନ ବୋଇତେଇ, ଅଭି ମିଶ୍ର, ମନ୍ମଥ ମହାରଣା, ଅଜୟ ବେହେରା, ଭରତ ନାୟକ, ଅଭିଷେକ ଦୀକ୍ଷିତ, ପ୍ରମୁଖ ବକ୍ତବ୍ୟ ପ୍ରଦାନକରି ଖୁବଶୀଘ୍ର ସରକାର ସାମ୍ବାଦିକଙ୍କ ଦାବି ପୁରଣ ନକଲେ ଆଗିମୀ ଦିନରେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ଚେତାବନୀ ଦେଇଥିଲେ । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଶିବାନନ୍ଦ ସ୍ୱାଇଁ ଧାରଣା ସ୍ଥଳରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ଗ୍ରହଣ କରିଥିଲେ।

Leave a comment

Your email address will not be published. Required fields are marked *