Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > କ୍ରୀଡା > ଧୋନିଙ୍କୁ ନେଇ ପ୍ରଶଂସକଙ୍କ ଉତ୍କଣ୍ଠା ଜାରି, କେବେ ଓହ୍ଲାଇବେ ପଡ଼ିଆକୁ

ଧୋନିଙ୍କୁ ନେଇ ପ୍ରଶଂସକଙ୍କ ଉତ୍କଣ୍ଠା ଜାରି, କେବେ ଓହ୍ଲାଇବେ ପଡ଼ିଆକୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଶ୍ୱର ଅନ୍ୟତମ ଚର୍ଚ୍ଚିତ କ୍ରିକେଟର ମହେନ୍ଦ୍ର ସିଂ ଧୋନି। ଦୀର୍ଘ ବର୍ଷ ହେଲା ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ ମଧ୍ୟ ଆଇପିଏଲରେ ଖେଳ ଜାରି ରଖିଛନ୍ତି । ଏବେବି ତାଙ୍କୁ ନେଇ ଚର୍ଚ୍ଚା ଥମୁନାହିଁ । ଚେନ୍ନାଇ ସୁପର କିଙ୍ଗସର ସେ ଅବିଛେଦ୍ୟ ଅଙ୍ଗ ହୋଇ ରହିଛନ୍ତି । ପଡିଆରେ ତାଙ୍କର ଟିକିଏ ଝଲକ ପାଇବାକୁ ସମସ୍ତେ ବ୍ୟଗ୍ର । ହେଲେ ଚଳିତ ଆଇପିଏଲ୍‌ ଋତୁରେ ଅଧାରୁ ଅଧିକ ସମୟ ଅତିକ୍ରାନ୍ତ ହୋଇସାରିଥିଲେ ମଧ୍ୟ ପଡ଼ିଆକୁ ଓହ୍ଲାଇ ନାହାନ୍ତି ଧୋନି । ତାଙ୍କୁ ନେଇ କେବଳ ସିଏସ୍‌କେ ପ୍ରଶଂସକଙ୍କ ଉତ୍କଣ୍ଠା ନୁହେଁ ସମଗ୍ର କ୍ରିକେଟ ପ୍ରଶଂଶକଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଛି । ଚଳିତ ଋତୁରେ ସେ ଏପର୍ଯ୍ୟନ୍ତ ଗୋଟିଏ ବି ମ୍ୟାଚ୍‌ ଖେଳିନାହାନ୍ତି। ଗୋଡ଼ ମାଂସପେଶୀ ସମସ୍ୟା ଯୋଗୁଁ ସେ ଆଇପିଏଲ୍‌ର ପ୍ରଥମ ଦୁଇ ସପ୍ତାହ ଖେଳିବେ ନାହିଁ ବୋଲି କୁହାଯାଇଥିଲା, ହେଲେ ଏହି ସମୟ ପରେ ମଧ୍ୟ ସେ ପଡ଼ିଆକୁ ଓହ୍ଲାଇ ନାହାନ୍ତି ।

ମଙ୍ଗଳବାର ଖେଳାଯିବାକୁ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ଧୋନି ଖେଳିବା ନେଇ ପୂର୍ବରୁ ଚର୍ଚ୍ଚା ହେଉଥିଲେ ବି ସୂଚନା ଅନୁସାରେ ଧୋନି ସିଏସ୍‌କେ ଦଳ ସହ ଦିଲ୍ଲୀ ଅଭିମୁଖେ ଯାତ୍ରା କରିନାହାନ୍ତି। ଏଣୁ ଏହି ମ୍ୟାଚ୍‌ରେ ବି ସେ ଖେଳିବା ଆଶା ନାହିଁ । ସେ ଚେନ୍ନାଇରେ ରହି ଆରୋଗ୍ୟ ହାସଲ କରୁଛନ୍ତି। ତେବେ ଧୋନିଙ୍କ ପ୍ରତ୍ୟାବର୍ତ୍ତନ ନେଇ ସିଏସ୍‌କେ ଏବେ ବି ଆଶାବାଦୀ ଅଛି। ଚଳିତ ଋତୁରେ ସିଏସ୍‌କେର ଆହୁରି ପାଞ୍ଚଟି ମ୍ୟାଚ୍‌ ବାକିଥିବାବେଳେ ଦଳର ଜଣେ ଅଧିକାରୀ କହିଛନ୍ତି ଯେ ଆଇପିଏଲ୍‌ର ଯେକୌଣସି ପର୍ଯ୍ୟାୟରେ ଧୋନି ପଡ଼ିଆକୁ ଫେରିପାରନ୍ତି। ତେବେ ସେ ଯାହା ବି ହେଉ ହଳଦିଆ ଜର୍ସିରେ ପଡ଼ିଆରେ ଧୋନିଙ୍କୁ ଦେଖିବାକୁ ପ୍ରଶଂଶକ ଚାତକ ପରି ଅନାଇ ରହିଛନ୍ତି ।

Leave a comment

Your email address will not be published. Required fields are marked *