orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ପଦକ୍ଷେପ ନେଉ ନାହିଁ ପୋଲିସ: ପ୍ରତିବାଦରେ ସାଇକେଲରେ ଶବ ବୁହା

ପଦକ୍ଷେପ ନେଉ ନାହିଁ ପୋଲିସ: ପ୍ରତିବାଦରେ ସାଇକେଲରେ ଶବ ବୁହା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଏକଦା ନିଜ ପତ୍ନୀଙ୍କ ଶବକୁ ନିଜ କାନ୍ଧରେ ବୋହି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିଲେ ଦାନ ମାଝୀ । ଯାହା ରାଜ୍ୟ ସମ୍ମାନରେ ଆଞ୍ଚ ଆଣିଥିଲା । ନିକଟରେ କେନ୍ଦୁଝରର ଜିତୁ ମୁଣ୍ଡା ବ୍ୟାଙ୍କରୁ ଟଙ୍କା ଉଠାଇ ନପାରି ନିଜ ଭଉଣୀର କଙ୍କାଳକୁ କାନ୍ଧରେ ଧରି ବ୍ୟାଙ୍କକୁ ଯିବା ଘଟଣା ସାରା ଦେଶରେ ଚର୍ଚ୍ଚିତ ହାଇଥିଲା । ଏହି ଚର୍ଚ୍ଚା ଥମି ନଥିଲା ବେଳେ ପୁଣି ସାଇକେଲରେ ବୁହା ହେଲା ଶବ। ଗତକାଲି ବାଲେଶ୍ବର ହରିପୁର ଗାଁରେ ଛାତ ପକାକୁ କେନ୍ଦ୍ର କରି ଦୁଇ ମହିଳାଙ୍କୁ ଆକ୍ରମଣ ହୋଇଥିଲା । ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ଜଣେ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି । ଉଭୟ ମୃତକ ଓ ଆହତ ସମ୍ପର୍କରେ ନଣନ୍ଦ-ଭାଉଜ ବୋଲି ଜଣା ଯାଇଛି । ଆକ୍ରମଣ ପରେ ଉଭୟଙ୍କୁ ଉଦ୍ଧାର କରି ଖଇରା ମେଡିକାଲ ଓ ପରେ କଟକ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା ବେଳେ ଅନ୍ୟ ଜଣେ ଏବେ ଗୁରୁତର ଭାବେ ଚିକିତ୍ସିତ ହେଉଛନ୍ତି। ଗତକାଲି ମୃତା ମହିଳା କମଳା ସେଠୀଙ୍କ ଶବ ଘରେ ପହଞ୍ଚିବା ପରେ ଆଜି ସକାଳୁ ଗାଁ ଲୋକେ ଶବକୁ ସାଇକେଲରେ ନେଇ ଖଇରା ଥାନାକୁ ଯାଇଛନ୍ତି। ଅଭିଯୁକ୍ତଙ୍କ ବିରୁଦ୍ଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇ ନଥିବା ପ୍ରତିବାଦରେ ପରିବାର ଲୋକ ଏଭଳି କରିଥିବା ସୂଚନା ମିଳିଛି । ଏହି ଖବର ପାଇ ପୋଲିସ ପରିବାର ଲୋକଙ୍କୁ ବୁଝାଇବାକୁ ଉଦ୍ୟମ କରୁଥିବା ଜଣା ଯାଇଛି ।

Leave a comment

Your email address will not be published. Required fields are marked *