Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଗଞ୍ଜାମର ମୃତ ସୁଶାନ୍ତ ସାହୁ ଘରେ ବିଜେଡି ଫାକ୍ଟ୍ ଫାଇଣ୍ଡିଂ ଟିମ: ନିରପେକ୍ଷ ତଦନ୍ତ ସହିତ କ୍ଷତିପୂରଣ ଦାବି

ଗଞ୍ଜାମର ମୃତ ସୁଶାନ୍ତ ସାହୁ ଘରେ ବିଜେଡି ଫାକ୍ଟ୍ ଫାଇଣ୍ଡିଂ ଟିମ: ନିରପେକ୍ଷ ତଦନ୍ତ ସହିତ କ୍ଷତିପୂରଣ ଦାବି

ଓଡ଼ିଶା ଲିଡ୍ସ(ଗଞ୍ଜାମ): ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ସୁବଳୟା ଗ୍ରାମର ସୁଶାନ୍ତ ସାହୁଙ୍କୁ ପୁଲିସ ପକ୍ଷରୁ ଅମାନୁଷିକ ଭାବେ ନିର୍ଯାତନା ଦିଆଯିବା ପରେ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାକୁ ବିରୋଧୀ ଦଳ ପକ୍ଷରୁ ଦୃଢ ନିନ୍ଦା କରାଯାଇଥିଲା । ଗତ ମଙ୍ଗଳବାର ଦିନ ବିଜେଡିର ଏକ ଫାକ୍ଟ୍ ଫାଇଣ୍ଡିଂ ଟିମ ସୁଶାନ୍ତଙ୍କ ବାସଭବନରେ ପହଞ୍ଚି ଘଟଣା ବିଷୟରେ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିଥିଲେ ।

ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମର ସଦସ୍ୟମାନେ ପୁଲିସର ଏଭଳି ଅମାନୁଷିକ ଓ ବର୍ବର କାର୍ଯ୍ୟକଳାପକୁ କଡ଼ା ନିନ୍ଦା କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଥିଲେ । ପରିବାର ଏପର୍ଯ୍ୟନ୍ତ ଭୟଭୀତ ଥିବାରୁ ଥାନାରେ ଏତଲା ଦାଖଲ କରିନଥିବା ଜଣାପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ଫାକ୍ଟ୍ ଫାଇଣ୍ଡିଂ ଟିମ ପକ୍ଷରୁ ତୁରନ୍ତ ଏତଲା ଦାଖଲ କରିବାକୁ ପରିବାରକୁ ପରାମର୍ଶ ଦିଆଯାଇଛି।
ଏଥି ସହିତ ମୃତକଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରାଯିବାକୁ ଦାବି ହୋଇଛି । ଏହା ସହିତ ମୃତକଙ୍କ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରି ଯୋଗାଇ ଦେବାକୁ ମଧ୍ୟ ଦାବି କରାଯାଇଛି। ସଦସ୍ୟ ମାନେ ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି ।
ଏହି ଫାକ୍ଟ୍ ଫାଇଣ୍ଡିଂ ଟିମରେ ବରିଷ୍ଠ ବିଜେଡି ନେତା ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଶ୍ରୀକାନ୍ତ ସାହୁ, ସଂଘମିତ୍ରା ଦଳାଇ, ମଞ୍ଜୁଳା ସ୍ୱାଇଁ ପ୍ରମୁଖ ସାମିଲ ଥିଲେ ।

Leave a comment

Your email address will not be published. Required fields are marked *