orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସରକାରଙ୍କୁ ମନମୋହନ ସାମଲଙ୍କ କୃତଜ୍ଞତା

ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସରକାରଙ୍କୁ ମନମୋହନ ସାମଲଙ୍କ କୃତଜ୍ଞତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): କୋଷ୍ଟାଲ ହାଇୱେ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର କ୍ୟାବିନେଟ ଅର୍ଥ ମଞ୍ଜୁର କରିଥିବାରୁ ରାଜ୍ୟ ବିଜେପି ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି । ଶ୍ରୀ ସାମଲ କହିଛନ୍ତି ସାମୁହିକ ଓ ସାମଗ୍ରିକ ବିକାଶ ପାଇଁ ଯାତାୟତ ସହ ଗମନାଗମନ ଓ ସୁଦୃଢ ଭିତ୍ତିଭୁମି ନିହାତି ଆବଶ୍ୟକ। ପୂର୍ବଦ୍ୟୋୟ ମିଶନକୁ ପ୍ରାଧାନ୍ୟ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାର ସାମଗ୍ରିକ ଓ ସନ୍ତୁଳିତ ବିକାଶ ପାଇଁ ପ୍ରତିବଦ୍ଧତାର ସହ କାର୍ଯ୍ୟ କରିଆସୁଛନ୍ତି । ରାଜ୍ୟରେ ପୂର୍ବ ସରକାରର ସ୍ଥାଣୁତା କାରଣରୁ ବିକାଶ ବାଧାପ୍ରାପ୍ତ ହୋଇଥିଲା । ବର୍ତ୍ତମାନ ରାଜ୍ୟରେ ବିଜେପିର ଡବଲ ଇଞ୍ଜିନ ସରକାର ଚାଲିଛି । ସରକାରଙ୍କ ପକ୍ଷରୁ ବିକାଶର ବାଧକ ସାଜିଥିବା ବିନ୍ଦୁ ଗୁଡିକ ଚିହ୍ନଟ କରାଯାଇ ସମସ୍ୟାର ସମାଧାନ ସମେତ ବିକାଶର ଧାରାକୁ ତ୍ୱରାନ୍ୱିତ କରାଯାଉଛି ।

ଏହି କ୍ରମରେ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ରାଜ୍ୟରେ ଜାତୀୟ ରାଜପଥ (ଏନଏଚ-୯୦) ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱର ଠାରୁ କୋଣାର୍କ ଦେଇ ପାରାଦ୍ୱୀପ ପର୍ଯ୍ୟନ୍ତ କୋଷ୍ଟାଲ ହାଇୱେ ନିର୍ମାଣ ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ହାଇବ୍ରିଡ ଆନୁଇଟି ମାଧ୍ୟମରେ ଦୁଇଟି ପ୍ୟାକେଜରେ ୮୩୦୦.୭୯ କୋଟି ଟଙ୍କା ବିନିମୟରେ ଓଡିଶାର ୧୬୩.୧୮୦ କି.ମି. ଉପକୂଳ ରାଜମାର୍ଗ ନିର୍ମାଣ ହେବ । ଏହା ଫଳରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲାରେ ଯାତାୟତ ଵ୍ୟଵସ୍ଥା ଅଧିକ ସୁଗମ ହେବା ସହିତ ଅଞ୍ଚଳର ସାମାଜିକ ଓ ଆର୍ଥିକ ବିକାଶକୁ ପ୍ରୋତ୍ସାହନ ମିଳିବ । ଏହି ଉପକୁଳ ରାଜମାର୍ଗ ନିର୍ମାଣ ରାଜ୍ୟର ଆର୍ଥିକ, ପର୍ଯ୍ୟଟନ, ବାଣିଜ୍ୟ କ୍ଷେତ୍ର ଓ ଶିଳ୍ପାୟନକୁ ନୂତନ ଦିଗ ଆଣିଦେବା ସହିତ ନୂତନ ନିଯୁକ୍ତି ସୃଷ୍ଟି କରିବ ବୋଲି ଶ୍ରୀ ସାମଲ ଆଶା ବ୍ୟକ୍ତ କରିଛନ୍ତି ।

Leave a comment

Your email address will not be published. Required fields are marked *