orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > ଭାରତ ଆସିବେ ଅଭିଜିତ ଦୀପକେ, ଅଜ୍ଞାତ ସ୍ଥାନରେ ବାପା ମା’

ଭାରତ ଆସିବେ ଅଭିଜିତ ଦୀପକେ, ଅଜ୍ଞାତ ସ୍ଥାନରେ ବାପା ମା’

ଓଡ଼ିଶା ଲିଡ୍ସ(ବ୍ୟୁରୋ): କକ୍ରୋଚ ଜନତା ପାର୍ଟିକୁ ନେଇ ସାରା ଦେଶରେ ଚର୍ଚା6 ଚାଲିଥିଲା ବେଳେ ଆମେରିକାର ବୋଷ୍ଟନରେ ରହୁଥିବା ୩୦ ବର୍ଷୀୟ ଅଭିଜିତ ଦୀପ୍‌କେ ରାଜନୈତିକ ମହଲରେ ଚର୍ଚ୍ଚାର କେନ୍ଦ୍ର ପାଲଟିଛନ୍ତି। କକ୍ରୋଚ ଜନତା ପାର୍ଟିର ସଂସ୍ଥାପକ ଅଭିଜିତ ଜୁନ ୬ତାରିଖରେ ଭାରତ ଆସୁଛନ୍ତି। ୬ ତାରିଖରେ ଦେଶର ଶିକ୍ଷା ବ୍ୟବସ୍ଥାରେ ଥିବା ତ୍ରୁଟି ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରିବେ ଦୀପକେ । ଦୀପକେ ତାଙ୍କ ସମର୍ଥକଙ୍କ ସହିତ ଯନ୍ତରମନ୍ତରଠାରୁ ବିମାନବନ୍ଦର ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବେ। ଅନ୍ୟପକ୍ଷରେ ଅଭିଜିତଙ୍କ ଏହି ପଦକ୍ଷେପ ମହାରାଷ୍ଟ୍ରରେ ଥିବା ତାଙ୍କ ବାପା ମା’ଙ୍କ ଚିନ୍ତା ବଢ଼ାଇ ଦେଇଛି। ଅଭିଜିତଙ୍କ ପରିବାର ସୁରକ୍ଷା ଦୃଷ୍ଟିରୁ ନିଜ ଘର ଛାଡ଼ି ଏକ ଅଜ୍ଞାତ ସ୍ଥାନରେ ରହୁଛନ୍ତି । ବାଲୁଜ ଅଞ୍ଚଳ ସ୍ଥିତ ଅଭିଜିତ୍‌ଙ୍କ ଘର ଏବେ ଖାଲି ପଡ଼ିଥିବା ଜଣା ଯାଇଛି। ଘରେ ଏବେ କେହି ନଥିଲା ବେଳେ ସୁରକ୍ଷା ଦୃଷ୍ଟିରୁ ପୋଲିସ ତାଙ୍କ ଘରକୁ ଜଗି ରହିଛି। ଅଭିଜିତ ଆଇନ କାନୁନ ବିଷୟରେ ଭଲ ଭାବରେ ଅବଗତ ଅଛନ୍ତି ଓ ସେ ଆଇନ ବିରୋଧରେ କୌଣସି କାର୍ଯ୍ୟ କରିବେ ନାହିଁ ବୋଲି ତାଙ୍କ ବାପା କହିଛନ୍ତି। ଅଭିଜିତ ଦୀପ୍‌କେ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ସମର୍ଥନ ମାଗିଥିବା ଜଣା ଯାଇଛି ।

କଂଗ୍ରେସ ସାଂସଦ ଶଶି ଥରୁର କକ୍ରୋଚ୍ ଜନତା ପାର୍ଟିର ଉତ୍ଥାନକୁ ଯୁବ ହତାଶାର ପ୍ରତୀକ ଭାବରେ ବର୍ଣ୍ଣନା କରିଛନ୍ତି। ଏହି ବ୍ୟଙ୍ଗାତ୍ମକ ଦଳ ଦେଶର ଭୟଙ୍କର ରାଜନୈତିକ ପରିସ୍ଥିତିର ପ୍ରତିଫଳନ ବୋଲି ମଧ୍ୟବକହିଛନ୍ତି।

Leave a comment

Your email address will not be published. Required fields are marked *