Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ସରପଞ୍ଚ ଚମେଲି ଓଝା ଅଟକ, ଅସୁସ୍ଥ ହେବାରୁ ମେଡିକାଲରେ ଭର୍ତ୍ତି

ସରପଞ୍ଚ ଚମେଲି ଓଝା ଅଟକ, ଅସୁସ୍ଥ ହେବାରୁ ମେଡିକାଲରେ ଭର୍ତ୍ତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ଚର୍ଚ୍ଚିତ ସରପଞ୍ଚ ଚମେଲୀ ଓଝା ମହାକାଳପଡ଼ା ପୋଲିସ ଦ୍ୱାରା ଅଟକ ହୋଇଛନ୍ତି । ଆଜି ଅପରାହ୍ନରେ ନିଜ ଭାଇଙ୍କ ସହିତ ଚମେଲୀ ମହାକାଳପଡ଼ା ବ୍ଲକକୁ ନିଜ ପଞ୍ଚାୟତର କିଛି ସମସ୍ୟା ନେଇ ଆସିଥିବା ବେଳେ ବିଡ଼ିଓଙ୍କ ସହିତ ଯୁକ୍ତିତର୍କ ସହ ଦୁର୍ବ୍ୟବହାର କରିବା ସହ ନିଜ ମୋବାଇଲରେ ତାଙ୍କ ଭାଇ ସେହି ସମୟର ଭିଡିଓ ଉତ୍ତୋଳନ କରିଥିଲେ ବୋଲି ଅଭିଯୋଗ ହୋଇଥିଲା । ଏହାକୁ ବିଡ଼ିଓ ବାରଣ କରିବା ସହ ପୋଲିସ ନିକଟରେ ଲିଖିତ ଅଭିଯୋଗ କରିଥିଲେ ।ଅଭିଯୋଗ ଆଧାରରେ ପୋଲିସ ପହଞ୍ଚି ସରପଞ୍ଚ ଚାମେଲୀ ଓଝା ଓ ତାଙ୍କ ଭାଇ ସୂର୍ଯ୍ୟକାନ୍ତ ଓଝାଙ୍କୁ ଥାନାକୁ ଆଣିବା ସମୟରେ ପୋଲିସକୁ ବିରୋଧ କରିବା ସହ ସେହି ସମୟରେ ଲାଇଭ ଭିଡିଓ କରି ଥିଲେ ଚମେଲୀ । ପରେ ପୋଲିସ ଥାନାକୁ ଆଣିବା ପରେ ଚମେଲୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଥିଲା । ପ୍ରଥମେ ତାଙ୍କୁ ମହାକାଳପଡ଼ା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ତା ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକତ୍ସାଳୟକୁ ପୋଲିସ ପଠାଇଥିଲା । ଅପରପକ୍ଷେ ଚମେଲୀଙ୍କ ବାପା ପୋଲିସ ମାଡ଼ରେ ତାଙ୍କ ଝିଅ ଗୁରୁତର ହେଇଛି ବୋଲି ଅଭିଯୋଗ କରିଛନ୍ତି ।

Leave a comment

Your email address will not be published. Required fields are marked *