Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି । ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୟୂରଭଞ୍ଜ ଗସ୍ତ କରି ସୁରକ୍ଷା ବ୍ୟବସ୍ଥାର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି । ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥାରେ ଯେପରି କୌଣସି ତ୍ରୁଟି ନ ରହେ, ସେଥିପାଇଁ ଡିଜିପି କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଭିଭିଆଇପି ସୁରକ୍ଷା ପ୍ରୋଟୋକଲ୍‌ର କଡ଼ା ଅନୁପାଳନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଗସ୍ତ ସମୟରେ ଡିଜିପି ରାଇରଙ୍ଗପୁରର ସମାବେଶ ସ୍ଥଳ, ହେଲିପ୍ୟାଡ୍‌ ଓ କାରକେଡ୍‌ ରୁଟ୍‌ ପରିଦର୍ଶନ କରିଛନ୍ତି । ଏହା ସହିତ ଭିଡ଼ ନିୟନ୍ତ୍ରଣ ସହ ସାମଗ୍ରିକ ସୁରକ୍ଷା ପରିଚାଳନାକୁ ସୁଦୃଢ଼ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

ରାଷ୍ଟ୍ରପତିଙ୍କ ରହଣି ସ୍ଥାନ ଓ ପୈତୃକ ଗ୍ରାମର ସୁରକ୍ଷା ବ୍ୟବସ୍ଥା ନେଇ ମଧ୍ୟ ଡିଜିପି ଆଲୋଚନା କରିଛନ୍ତି। ଗସ୍ତ ସମୟରେ ଜନସାଧାରଣଙ୍କ ସୁବିଧା ପାଇଁ ସୁବ୍ୟବସ୍ଥିତ ଟ୍ରାଫିକ ପରିଚାଳନା ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେବା ସହିତ ସମଗ୍ର ଜିଲ୍ଲାରେ ପାଟ୍ରୋଲିଂ ବୃଦ୍ଧି ଓ ସନ୍ଦେହଜନକ ଗତିବିଧି ଉପରେ ନଜର ରଖିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି ।

Leave a comment

Your email address will not be published. Required fields are marked *