Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ରାଜ୍ୟ > ଆସ୍ଥା ଓ ବିଶ୍ୱାସର କେନ୍ଦ୍ରସ୍ଥଳ

ଆସ୍ଥା ଓ ବିଶ୍ୱାସର କେନ୍ଦ୍ରସ୍ଥଳ

ଚିଲିକା କୂଳର ଆଧ୍ୟାତ୍ମିକ ସ୍ଥଳ ମା’ ଚର୍ଚ୍ଚିକା ମନ୍ଦିର

ଓଡ଼ିଶା ଲିଡ୍ସ(ବ୍ରହ୍ମଗିରୀ): ପ୍ରକୃତିର ଅପୂର୍ବ ଦାନ ଚିଲିକା ହ୍ରଦ। ଏହି ହ୍ରଦର ଚତୁଃପାର୍ଶ୍ୱର ମନୋରମ ଶାନ୍ତ ସ୍ନିଗ୍ଧ ପରିବେଶ ଓ ନୀଳ ଜଳରାଶିର ସନ୍ନିକଟରେ ଅବସ୍ଥିତ କୃଷ୍ଣପ୍ରସାଦ ଅଞ୍ଚଳର ଗୁରୁବାଈ ଗ୍ରାମ । ଏହି ପବିତ୍ର ଭୂମିରେ କାଳ କାଳ ଧରି ବିରାଜମାନ କରିଛନ୍ତି ଜନମାନସର ଆରାଧ୍ୟା ଦେବୀ ମା’ ଚର୍ଚ୍ଚିକା । ଶକ୍ତି ସ୍ୱରୂପିଣୀ ମା’ ଚର୍ଚ୍ଚିକାଙ୍କ ଏହି ପୀଠ କେବଳ ଏକ ମନ୍ଦିର ନୁହେଁ, ବରଂ ଅଞ୍ଚଳବାସୀଙ୍କ ପାଇଁ ଏଳ ଆସ୍ଥା ଓ ବିଶ୍ୱାସର କେନ୍ଦ୍ରସ୍ଥଳ । ପୌରାଣିକ ମାନ୍ୟତା ଓ ଲୋକକଥା ଅନୁଯାୟୀ, ମା’ ଚର୍ଚ୍ଚିକା ହେଉଛନ୍ତି ମା’ ଚଣ୍ଡୀ ବା ଶକ୍ତିଙ୍କର ଏକ ସ୍ୱତନ୍ତ୍ର ସ୍ୱରୂପ। ଏହି ପୀଠରେ ମା’ ଅତ୍ୟନ୍ତ ଜାଗ୍ରତ ବୋଲି ଭକ୍ତମାନେ ଦୃଢ଼ ବିଶ୍ୱାସ ରଖନ୍ତି । କୃଷ୍ଣପ୍ରସାଦ ଓ ଏହାର ଆଖପାଖ ଅଞ୍ଚଳର ଲୋକେ ନିଜର ପ୍ରତ୍ୟେକ ଶୁଭକାର୍ଯ୍ୟର ଶୁଭାରମ୍ଭ ମା’ଙ୍କ ଆଶୀର୍ବାଦ ନେଇ ଆରମ୍ଭ କରିଥାନ୍ତି । ପାରିବାରିକ ମଙ୍ଗଳ, ମାନସିକ ପୂରଣ ଏବଂ ସଙ୍କଟ ସମୟରେ ମା’ଙ୍କ ପାଖରେ ଶରଣ ପଶିଲେ ମନୋବାଞ୍ଛା ପୂରଣ ହୁଏ ବୋଲି ଭକ୍ତମାନଙ୍କ ମଧ୍ୟରେ ଦୃଢ଼ ବିଶ୍ୱାସ ରହିଛି । ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପରିବେଶ ଭିତରେ ଚିଲିକାର ଶାନ୍ତ ଓ ସ୍ନିଗ୍ଧ ବାତାବରଣରେ ମନ୍ଦିରଟି ଅବସ୍ଥିତ ଥିବାରୁ ଏହା ଦେଖିବାକୁ ଅତ୍ୟନ୍ତ ଆକର୍ଷଣୀୟ । ଦୂରଦୂରାନ୍ତରୁ ଆସୁଥିବା ପର୍ଯ୍ୟଟକ ଓ ଭକ୍ତମାନେ ମା’ଙ୍କ ଦର୍ଶନ କରିବା ସହ ଚିଲିକାର ପ୍ରାକୃତିକ ଦୃଶ୍ୟକୁ ଉପଭୋଗ କରିଥାନ୍ତି । ମନ୍ଦିରର ପରିବେଶ ଭକ୍ତଙ୍କୁ ଏକ ଅଲୌକିକ ଆଧ୍ୟାତ୍ମିକ ଶାନ୍ତି ପ୍ରଦାନ କରିଥାଏ । ବର୍ଷସାରା ଏଠାରେ ବିଭିନ୍ନ ପୂଜାପର୍ବ ପାଳିତ ହେଉଥିଲେ ହେଁ, ଦୁର୍ଗାପୂଜା, କାଳୀପୂଜା ଏବଂ ମାଣବସା ଗୁରୁବାର ସମୟରେ ମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳେ । ମା’ଙ୍କ ସମ୍ମୁଖରେ ଦୀପ ଜଳାଇବା ଓ ନୈବେଦ୍ୟ ଅର୍ପଣ କରିବା ପାଇଁ ଭକ୍ତଙ୍କ ଲମ୍ବା ଧାଡ଼ି ଲାଗିଥାଏ । ଏହି ପୀଠର ମହିମା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ, ପର୍ଯ୍ୟଟନ ଓ ଧାର୍ମିକ ଦୃଷ୍ଟିକୋଣରୁ ଏହାର ବିକାଶ ପାଇଁ ସ୍ଥାନୀୟ ବାସିନ୍ଦାମାନେ ଆଶା ରଖିଛନ୍ତି । ଯଦି ପ୍ରଶାସନ ପକ୍ଷରୁ ଏହି ପୀଠର ଉନ୍ନତିକରଣ ଓ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ କରାଯାଏ, ତେବେ ଏହା ଆଗାମୀ ଦିନରେ ଏକ ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ଭାବେ ଉଭା ହୋଇ ପାରିବ ବୋଲି ମତ ପ୍ରକାଶ ପାଇଛି ।

Leave a comment

Your email address will not be published. Required fields are marked *