Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ରାଜ୍ୟ > ହୀରାକୁଦରୁ ୪ ଗେଟ୍ ଦେଇ ପ୍ରଥମ ବନ୍ୟାଜଳ ନିଷ୍କାସନ

ହୀରାକୁଦରୁ ୪ ଗେଟ୍ ଦେଇ ପ୍ରଥମ ବନ୍ୟାଜଳ ନିଷ୍କାସନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ହୀରାକୁଦର ୪ ଗେଟ ଦେଇ ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଛି । ଆଜି ଦିନ ୧୧ଟାରେ ୪ଟି ଗୋଟ୍ ଖୋଲାଯାଇଛି । ଡ୍ୟାମର ବାମ ପଟେ ତିନିଟି ଓ ଦକ୍ଷିଣ ପଟେ ଗୋଟିଏ ଗେଟ ଖୋଲାଯାଇଛି । ପରବର୍ତ୍ତୀ ସମୟରେ ଅଧିକ ଗେଟ୍ ଖୋଲି ୧ଲକ୍ଷ କ୍ୟୁସେକ୍ ପର୍ଯ୍ୟନ୍ତ ପାଣି ଛଡ଼ାଯିବ ବୋଲି କାର୍ତ୍ତୁରପକ୍ଷ ସୂଚନା ଦେଇଛନ୍ତି। ଉପର ମୁଣ୍ଡରେ ଅଧିକ ବର୍ଷା ହେବା ଫଳରେ ହୀରାକୁଦର ଜଳଭଣ୍ଡାରରର ଜଳସ୍ତର ୬୧୧ ଫୁଟ ଟପିବା ପରେ ଗେଟ୍ ଖୋଲିବାକୁ ନିଷ୍ପତ୍ତି ହୋଇଥିଲା। ପାଣି ଛଡ଼ାଯିବା ପରେ ମହାନଦୀର ତଳମୁଣ୍ଡରେ ଜଳପ୍ରବାହ ବଢ଼ିବା ନିଶ୍ଚିତ ହୋଇଛି । ୧୦ରୁ ଅଧିକ ଜିଲ୍ଲା ଦେଇ ମହାନଦୀ ପ୍ରବାହିତ ହେଉଥିବାରୁ, ଏହି ସବୁ ଜିଲ୍ଲାର ତଳିଆ ଅଂଚଳର ଲୋକଙ୍କୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି । ପ୍ରଥା ଅନୁଯାୟୀ ପୂଜାପାଠ ପରେ ପ୍ରଥମେ ହୀରାକୁଦ ସ୍ପିଲୱେର ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲିଛି। ମହାନଦୀ ଓ ଏହାର ଶାଖା ନଦୀର ଜଳସ୍ତର ଆଗାମୀ ୩୬ ରୁ ୪୮ ଘଣ୍ଟା ମଧ୍ୟରେ ବୃଦ୍ଧି ପାଇବ ବୋଲି ଜଣା ଯାଇଛି ।

Leave a comment

Your email address will not be published. Required fields are marked *