Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ପୁରୀ > କୃଷ୍ଣପ୍ରସାଦରେ ସାଇ ମନ୍ଦିରର ବାର୍ଷିକ ଉତ୍ସବ ଆୟୋଜିତ

କୃଷ୍ଣପ୍ରସାଦରେ ସାଇ ମନ୍ଦିରର ବାର୍ଷିକ ଉତ୍ସବ ଆୟୋଜିତ

ଓଡ଼ିଶା ଲିଡ୍ସ(କୃଷ୍ଣପ୍ରସାଦ): ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ବଡଦଣ୍ଡା  ଠାରେ ଗଢି ଉଠିଥିବା ସିରିଡ଼ି ସାଇବାବାଙ୍କ ମନ୍ଦିରର ପ୍ରଥମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଛି। ସାତ ତାରିଖ ଦିନ ମହିଳା ମାନଙ୍କ ଦ୍ୱାରା ୧୦୮ କଳସ ଯାତ୍ରା ଆୟୋଜିତ ହୋଇଥିଲା । ଏହା ପରେ ପୂଜକ ମାନେ ଯଥାବିଧି ପୂଜାପାଠ ଆରମ୍ଭ କରିଥିଲେ। ସେହି ଦିନ ଠାରୁ ତିନି ଦିନ ଧରି ନାମ ସଂକୀର୍ତନ, ହୋମ ଯଜ୍ଞ, ଘୃତ ଯଜ୍ଞ, ଅନ୍ନ ଯଜ୍ଞ ଆୟୋଜିତ ହୋଇଥିଲା । ତିନି ଦିନ ଧରି ଉକ୍ତ ପୀଠରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ୧୦ଟି ସଂକୀର୍ତନ ଦଳ ନାମ ସଂକୀର୍ତ୍ତନରେ ଯୋଗଦାନ କରିଥିଲେ। ଗୁରୁବାର ଦିନ ବାର୍ଷିକ ଉତ୍ସବର ପୂର୍ଣ୍ଣାହୁତି ଆୟୋଜିତ ହୋଇ ଯାଇଛି। ସିରିଡି ସାଇ ସ୍ୱର୍ଣ୍ଣ ଧାମ ଚାରିଟେବୁଲ  ଟ୍ରଷ୍ଟର ବିଜୟ ତରାଇ, ନିର୍ଦ୍ଦେଶକ ରାଧାକାନ୍ତ ବିଷୋୟୀ, କାର୍ଯ୍ୟକାରୀ ସଭାପତି ହେମନ୍ତ କୁମାର ଜେନା , ସହ ସମ୍ପାଦକ ଗଜେନ୍ଦ୍ର ସାହୁ ଓ ଉପଦେଷ୍ଟା ଜି କେଦାର କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିବା ବେଳେ ଗ୍ରାମବାସୀ, ଯୁବକ ସଂଘ ଏବଂ ନିକଟସ୍ଥ ଗ୍ରାମବାସୀ ମଧ୍ୟ ସହଯୋଗ କରିଥିଲେ।

Leave a comment

Your email address will not be published. Required fields are marked *