Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ପୁରୀ > ବ୍ଲକ ପରିସରରେ ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

ବ୍ଲକ ପରିସରରେ ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

ଓଡ଼ିଶା ଲିଡ୍ସ(‎କୃଷ୍ଣପ୍ରସାଦ): ବ୍ଲକଗ୍ରାଣ୍ଟ ଶିକ୍ଷକ ମାନେ ନିଜର ଦାବି ନେଇ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ସରକାର ବିଭିନ୍ନ ସମୟରେ କେବଳ ତାଙ୍କୁ ମିଥ୍ୟା ପ୍ରତିଶୃତି ଦେଇ ଧାରଣାରୁ ହଟାଇବାରେ ସିଦ୍ଧ ହସ୍ତ ହୋଇଥିଲା ବେକେ ଏଥର ଓସ୍ତା ସଂଘ କିନ୍ତୁ ନିଜ ଜିଦରେ ଅଟଳ ଅଛନ୍ତି। ଓଡ଼ିଶାର ୩୧୪ ବ୍ଲକ କାର୍ଯ୍ୟାଳୟରେ ଏକ ସଙ୍ଗେ ବିଭିନ୍ନ ଦାବି ନେଇ ପ୍ରତିବାଦ କରାଯାଇଛି । ଆଜି ଶିକ୍ଷକ ଶିକ୍ଷୟିତ୍ରୀ ମାନେ ବିଭିନ୍ନ ଦାବିରେ ସ୍ଲୋଗାନ ଦେଇ ବ୍ଲକ ଛକଠାରୁ ଏକ ରାଲିରେ ଆସି କୃଷ୍ଣପ୍ରସାଦ ବ୍ଲକ ପରିସରରେ ପହଞ୍ଚିଥିଲେ। ସେଠାରେ ନିଜର ଦାବି ଗୁଡ଼ିକୁ ଭାଷଣ ମାଧ୍ୟମରେ ଜନସାଧାରଣଙ୍କୁ ଅବଗତ କରିଥିଲେ। ସଂଘର ଜିଲ୍ଲା କାର୍ଯ୍ୟକାରୀ ସଭାପତି ପବିତ୍ର କୁମାର ଦାସ କହିଥିଲେ ସରକାର ଆମର ଦାବି ପୂରଣ କରନ୍ତୁ ନଚେତ ଗାଦି ଛାଡ଼ନ୍ତୁ। ବ୍ଲକ ଓଷ୍ଟା ସଭାପତି କାଶୀନାଥ ଜେନା କହିଲେ ୧୯୪ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା, ପୁରୁଣା ଶିକ୍ଷା ନୀତିକୁ ଲାଗୁ କରି ପୁରୁଣା ପେନସନର ବ୍ୟବସ୍ଥା କରିବା, ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୁରଣ କରିବା ଏବଂ ଅବସର ବୟସ ସୀମା ୬୦ ବର୍ଷ ରୁ ୬୨ ବର୍ଷ ବୃଦ୍ଧି କରିବା ଆମର ଦାବି । ଓଷ୍ଟା ଜିଲ୍ଲା କାର୍ଯ୍ୟକାରୀ କମିଟି ସଭ୍ୟ ବିଭୁ ନାରାୟଣ ଜେନା ଏବଂ ବ୍ଲକ ସମ୍ପାଦକ ସନାତନ ତରେଇ କହିଥିଲେ ଆସନ୍ତା ୭ ତାରିଖ ପ୍ରତ୍ୟେକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣା ସହିତ ଦାବିପତ୍ର ପ୍ରଦାନ କରାଯିବ। ୧୭ ତାରିଖରେ ବିଧାନ ସଭାକୁ ଘେରାଉ କରାଯିବ। ଦାବି ପୂରଣ ନହେଲେ ଆସନ୍ତା ପଞ୍ଚାୟତ ନିର୍ବାଚନରେ ଏହାର ଜବାବ ଦିଆଯିବ। ସଭା ଶେଷରେ ମୁଖ୍ୟମନ୍ତ୍ରୀ, ଅର୍ଥମନ୍ତ୍ରୀ ଏବଂ ଶିକ୍ଷା ମନ୍ତ୍ରୀଙ୍କ ଉଦେଶ୍ୟରେ ବିଡ଼ିଓ ଅମୀୟ କୁମାର ପଣ୍ଡାଙ୍କୁ ଏକ ଦାବିପତ୍ର ପ୍ରଦାନ କରା ଯାଇଥିଲା ।

Leave a comment

Your email address will not be published. Required fields are marked *