Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > କ୍ରୀଡା > ମୁଖ୍ୟ ଚୟନକାର୍ତ୍ତ ଭାବେ ଅଗରକରଙ୍କ ସ୍ଥାନ ନେଇପାରନ୍ତି ଲକ୍ଷ୍ମଣ

ମୁଖ୍ୟ ଚୟନକାର୍ତ୍ତ ଭାବେ ଅଗରକରଙ୍କ ସ୍ଥାନ ନେଇପାରନ୍ତି ଲକ୍ଷ୍ମଣ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତୀୟ କ୍ରିକେଟ୍‌ ଦଳର ମୁଖ୍ୟ ଚୟନକର୍ତ୍ତା ଭାବେ ଅଜିତ ଅଗରକରଙ୍କ ସ୍ଥାନ ଅଭିଜ୍ଞ ଭି ଭି ଏସ ଲକ୍ଷ୍ମଣ ନେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି । ମୁଖ୍ୟ ଚୟନକର୍ତ୍ତା ଭାବେ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଆସନ୍ତା ମାସରେ ଶେଷ ହେଉଛି। ଏହାକୁ ଆଉ ବଢ଼ାଇବା ସପକ୍ଷରେ ବିସିସିଆଇ ନଥିବା ଜଣାଯାଇଛି । ଅଗରକରଙ୍କ କାର୍ଯ୍ୟକାଳ ଚଳିତ ବର୍ଷ ଜୁନ୍‌ ମାସରେ ଶେଷ ହୋଇଥିଲା ବେଳେ ହେଲେ ବିସିସିଆଇ ତାଙ୍କ କାର୍ଯ୍ୟକାଳ ଆଉ ୩ ମାସ ବୃଦ୍ଧି କରିଥିଲା । ଏହି ପୂର୍ବତନ ମୁମ୍ବାଇ ଦ୍ରୁତବୋଲର ୨୦୨୭ ବିଶ୍ବକପ୍‌ ପର୍ଯ୍ୟନ୍ତ ଦାୟିତ୍ବରେ ରହିବା ନେଇ ଆଶା ରଖିଥିଲେ। ତେବେ ଗତ ମାସରେ ଇଂଲଣ୍ଡରେ ଆୟୋଜିତ ଦିନିକିଆ ଶୃଙ୍ଖଳା ବେଳେ ରୋହିତ ଶର୍ମାଙ୍କ ଅବସର ଗୁଜବ ଉଠିଥିଲା। ଏହା ପଛରେ ଅଗରକରଙ୍କ ହାତଥିବା ଚର୍ଚ୍ଚା ଜୋର ଧରିଥିଲା । ବିସିସିଆଇ ଅଧ୍ୟକ୍ଷ ଦେବଜିତ ସାଇକିଆ ଏଥିରେ ହସ୍ତକ୍ଷେପ କରି କହିଥିଲେ, ଯେ ପର୍ଯ୍ୟନ୍ତ ରୋହିତ ଦଳୀୟ ଯୋଜନାରେ ଥିବେ ସେ ପର୍ଯ୍ୟନ୍ତ ଖେଳିବେ। ଏହି ବିବାଦ ଅଗରକରଙ୍କୁ ବିଦା କରିବାର ବାଟ ଫିଟାଇଛି ବୋଲି ଆଲୋଚନା ହେଉଛି ।ଅଗରକରଙ୍କ ସ୍ଥାନରେ ବିସିସିଆଇ ଉତ୍କର୍ଷ କେନ୍ଦ୍ରର ମୁଖ୍ୟ ଲକ୍ଷ୍ମଣଙ୍କୁ ବିସିସିଆଇର ପଦାଧିକାରୀମାନେ ନିଯୁକ୍ତି କରିବାକୁ ଚାହୁଛନ୍ତି ବୋଲି ଆଲୋଚନା ହେଉଛି । ଦୁଇ ବରିଷ୍ଠ ଖେଳାଳି ରୋହିତ ଓ ବିରାଟ ‌କୋହଲିଙ୍କୁ ନେଇ ଅଜିତ ଅଗରକର ବିବାଦ ଘେରରେ ରହିଥିଲା ବେଳେ ଉଭୟଙ୍କ ସହିତ ଲକ୍ଷ୍ମଣଙ୍କର ଭଲ ସମ୍ପର୍କ ରହିବାର ସମ୍ଭାବନା ରହିଛି। ମୁଖ୍ୟ ଚୟନକର୍ତ୍ତା ନିଯୁକ୍ତି ବିଷୟରେ ଆଗାମୀ ସେପ୍ଟେମ୍ବରରେ ହେବାକୁ ଥିବା ବିସିସିଆଇ ବାର୍ଷିକ ସାଧାରଣ ବୈଠକରେ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରେ।

Leave a comment

Your email address will not be published. Required fields are marked *