Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ପୁରୀ > ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

ଓଡ଼ିଶା ଲିଡ୍ସ(କୃଷ୍ଣପ୍ରସାଦ): ପୁରୀ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ କୃଷ୍ଣପ୍ରସାଦ ତହସିଲ ଅଧିନ ଚିଲିକାରୁ ଘେରି ଉଚ୍ଛେଦ ଆରମ୍ଭ ହୋଇଛି । ତହସିଲ ପ୍ରଶାସନ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ନିଳାମ୍ବୁ ଚିଲିକାରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି । ଚିଲିକାକୁ ଘେରି ମୁକ୍ତ କରି ସୁନ୍ଦର ପରିବେଶ ଗଠନ କରିବା ଉଦ୍ୟମ ଚାଲିଥିବା ବେଳେ ଚିଲିକା ଉପରେ ନିର୍ଭର କରି ଚାଲୁଥିବା ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି । ଚିଲିକାରୁ ଜାଲ ବାଡ଼ ଉଚ୍ଛେଦ କରାଯାଉଛି । ବୁଧବାର ବଜ୍ରକୋଟ ରାଜସ୍ବ ସର୍କଲ ଅଧିନ ତାଳତଳା ବାହାର ଚିଲିକା ଅଞ୍ଚଳରୁ ୧୦୦ ଏକର ଜାଲ ଘେରିକୁ ପ୍ରଶାସନ ଉଚ୍ଛେଦ କରିଛି । ଘେରିରେ ବ୍ୟବହାର ହୋଇଥିବା ଜାଲ, କିଳା, ବାଉଁଶ ଆଦିକୁ ନିଆଁ ଲଗାଇ ନଷ୍ଟ କରାଯାଇଛି । ଏହି ଉଚ୍ଛେଦ ସମୟରେ କୃଷ୍ଣପ୍ରସାଦ ଅତିରିକ୍ତ ତହସିଲଦାର ବିକାଶ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜେସିବି ମେସିନ ସହିତ ୩୦ ଜଣ ଶ୍ରମିକ ଉଚ୍ଛେଦ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଶାନ୍ତି ଶୃଙ୍ଖଳା ଲାଗି କୃଷ୍ଣପ୍ରସାଦ ଥାନା ସବଇନ୍ସପେକ୍ଟର ପ୍ରଫୁଲ କୁମାର ନାୟକଙ୍କ ନେତୃତ୍ୱରେ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ତହସିଲ ରାଜସ୍ବ ସୁପରଭାଇଜର ବିଜୟରାଜ ସାହୁ, ବଜ୍ରକୋଟ ରାଜସ୍ୱ ନିରୀକ୍ଷକ ପ୍ରଦୀପ କୁମାର ସାହୁ, ଚିଲିକା ନୂଆପଡା ରାଜସ୍ବ ନିରୀକ୍ଷକ ମୋହନ କୁମାର ସ୍ୱାଇଁଙ୍କ ସମେତ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ । ଚିଲିକାକୁ ସମ୍ପୂର୍ଣ୍ଣ ଘେରି ମୁକ୍ତ କରିବା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲୁ ରହିବ ବୋଲି ବିଭାଗୀୟ ସୂତ୍ରରୁ ଜଣାଯାଇଛି ।

Leave a comment

Your email address will not be published. Required fields are marked *