Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ପୁରୀ > ଚିଲିକାରେ ନିଖୋଜ ନାଁ ବାଳକର ମୃତ ଦେହ ଉଦ୍ଧାର

ଚିଲିକାରେ ନିଖୋଜ ନାଁ ବାଳକର ମୃତ ଦେହ ଉଦ୍ଧାର

ଓଡ଼ିଶା ଲିଡ୍ସ(କୃଷ୍ଣପ୍ରସାଦ): ‎ପୁରୀଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ଗ୍ରାମ ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଅଘଟଣ ଘଟିଛି । କୁମାରପୂର ଗ୍ରାମର ଚିନ୍ମୟ ବେହେରା, ଅମର ବେହେରା ଏବଂ ଓମ ଶିକାର କୁମାରପୂର ଗ୍ରାମ ନିକଟ ଶ୍ୟାମାକାଳୀ ବାହାର ଚିଲିକାରୁ ମାଛ ଧରୁଥିଲେ। ସୋମବାର ସଂଧ୍ୟା ୭ ଟା ସମୟରେ ହଠାତ ୨ଟି ଡଙ୍ଗାରେ ୨୦ରୁ ଉର୍ଦ୍ଧ ଲୋକ ମାରଣାସ୍ତ୍ର ସହ ଆସି ସେମାନଙ୍କୁ ଧମକାଇ ଥିଲେ। ସେମାନଙ୍କ ମାଛ ନେଇଯିବା ସହ ଆକ୍ରମଣ ମଧ୍ୟ କରିଥିଲେ। ଏହି ସମୟରେ ଏକ ଭୁଜାଲିରେ ଅମର ବେହେରାଙ୍କ ମୁଣ୍ଡକୁ ହାଣି ଦେଇଥିଲେ ବୋଲି ଅଭିଯୋଗ ହୋଇଥିଲା । ଚିନ୍ମୟ ବେହେରା କୌଶଳ କ୍ରମେ ଖସି ଆସିଥିବା ବେଳେ ଓମ ନାମକ ଜଣେ ନା ବାଳକ ଚିଲିକାରେ ନିଖୋଜ ଥିଲେ। ୧୫ଘଣ୍ଟା ପରେ ନିଖୋଜ ଓମର ଶବ ଚିଲିକାରେ ଭାସୁଥିବା ଜଣାପଡ଼ିଛି। ଏନେଇ କୃଷ୍ଣପ୍ରସାଦ ଥାନାରେ ଏତଲା ଦିଆଯିବା ପରେ ପୋଲିସର ତନାଘନା ଆରମ୍ଭ ହୋଇଛି। ପୁରୀ ସଦର ଏସ ଡି ପି ଓ ମାନସ ଚନ୍ଦ୍ର ବାରିକି, କୃଷ୍ଣପ୍ରସାଦ ଥାନା ଅଧିକାରୀ ବିଚିତ୍ରାନନ୍ଦ ପ୍ରଧାନ ସଦଳବଳେ ଆସି ମାଲୁଦ ଅଗ୍ନିଶମ ବାହିନୀ ସହାୟତାରେ ଚିଲିକାରୁ ଭାସୁଥିବା ଶବକୁ ଉଦ୍ଧାର କରିଥିଲେ। ଉକ୍ତ କାର୍ଯ୍ୟ ଖୋର୍ଦ୍ଧା ଜିଲ୍ଲା ଚନ୍ଦ୍ରାପୁଟ ଗ୍ରାମର ମତ୍ସ୍ୟଜୀବୀ ଘଟାଇଥିବା ପ୍ରକାଶ କରିଛନ୍ତି। ଏହିଭଳି ଘଟଣା ପ୍ରତିବର୍ଷ ଚିଲିକାରେ ସେମାନେ ଘଟାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। 

Leave a comment

Your email address will not be published. Required fields are marked *