Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ଜିଲ୍ଲା > ଯାଜପୁର > ଜି.ସି କଲେଜରେ ବନ୍ୟା ଜଳ

ଜି.ସି କଲେଜରେ ବନ୍ୟା ଜଳ

ଓଡ଼ିଶା ଲିଡ୍ସ(ଯାଜପୁର): ବନ୍ୟାରେ ବରୀ ବ୍ଲକ ବ୍ୟାପକ ପ୍ରଭାବିତ ହୋଇଛି । ୨୯ ପଞ୍ଚାୟତର ଲକ୍ଷାଧିକ ବ୍ୟକ୍ତି ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିଲା ବେଳେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ହୋଇ ଯାଇଛି । ଜିଲ୍ଲାର ଦ୍ଵିତୀୟ ପୁରାତନ ମହାବିଦ୍ୟାଳୟ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟରେ ବ୍ରାହ୍ମଣୀ ନଦୀର ବନ୍ୟା ଜଳ ପ୍ରବେଶ କରିଛି । ବନ୍ୟା ଜଳ ବଢ଼ୁଥିଲା ବେଳେ କଲେଜ କାର୍ଯ୍ୟାଳୟ ସହିତ ଶ୍ରେଣୀ ଗୃହରେ ବନ୍ୟା ଜଳ ପ୍ରବେଶ କରିବାର ଆଶଙ୍କା ରହିଛି । ବନ୍ୟାକୁ ଦୃଷ୍ଟିରେ ରଖି କଲେଜର ବିଭିନ୍ନ ଆସବାବପତ୍ର କିଭଳି ସୁରକ୍ଷିତ ରହିବ ସେ ନେଇ କଲେଜ ଅଧ୍ୟକ୍ଷ ପ୍ରଫେସର ପ୍ରବୋଧ କୁମାର ସାମଲ ବନ୍ୟା ପୂର୍ବରୁ ତ୍ୱରିତ ପଦକ୍ଷେପ ନେଇ ବିଭିନ୍ନ କାଗଜପତ୍ର, କମ୍ପ୍ୟୁଟର ଓ ଅନ୍ୟାନ୍ୟ ଜିନିଷକୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତର କରିଥିଲେ । ବନ୍ୟା ସମୟରେ ସ୍ଥାନୀୟ କର୍ମଚାରୀଙ୍କ ଜରିଆରେ ଅଧ୍ୟକ୍ଷ କଲେଜ ଉପରେ ଦୃଷ୍ଟି ରଖିଥିବା ଜଣା ଯାଇଛି ।

Leave a comment

Your email address will not be published. Required fields are marked *