Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ପଟଣା ଘାଇ ଓ ଦଶରଥପୁର ବନ୍ୟାଞ୍ଚଳରେ ବିଜେଡି ପ୍ରତିନିଧି ମଣ୍ଡଳୀ

ପଟଣା ଘାଇ ଓ ଦଶରଥପୁର ବନ୍ୟାଞ୍ଚଳରେ ବିଜେଡି ପ୍ରତିନିଧି ମଣ୍ଡଳୀ

ଓଡ଼ିଶା ଲିଡ୍ସ(ଦଶରଥପୁର): ବୈତରଣୀ ଓ ତାର ଶାଖା କାଣୀ ନଦୀରେ ଆସିଥିବା ଲଗାତାର ବନ୍ୟାରେ ଯାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦଶରଥପୁର ବନ୍ୟା ପ୍ରଭାବିତ ଅଞ୍ଚଳରେ ଆଜି ପହଞ୍ଚିଥିଲେ ବିଜେଡି ପ୍ରତିନିଧି ମଣ୍ଡଳୀ । ପୂର୍ବତନ ଅର୍ଥମନ୍ତ୍ରୀ ବାଚସ୍ପତି ପ୍ରଦୀପ ଅମାତଙ୍କ ନେତୃତ୍ୱରେ ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀ, ଯାଜପୁର ବିଧାୟିକା ସୁଜାତା ସାହୁ, ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ର ପ୍ରମୁଖ ପ୍ରଥମେ ତରପଦା ପଞ୍ଚାୟତ ପଟଣାସାହି ଠାରେ କାଣୀ ନଦୀରେ ସୃଷ୍ଟି ଘାଇ ଓ ବୈତରଣୀ ବନ୍ୟାରେ ଭାସି ଯାଇଥିବା ଜୟନ୍ତରା ଘେରିବନ୍ଧ ପରିଦର୍ଶନ କରିଥିଲେ । ଏହା ପରେ ତରପଦା, ପଟଣାସାହି, ଜୟନ୍ତରା ମହାପାତ୍ର ସାହି, ରାମଚନ୍ଦ୍ରପୁର, ଗଣ୍ଡକୁଳ, ଜୟନ୍ତରା ସ୍କୁଲ ଆଦି ବନ୍ୟାଞ୍ଚଳରେ ପହଞ୍ଚି ବିପନ୍ନଙ୍କୁ ଭେଟିଥିଲେ । ବନ୍ୟା ଯୋଗୁ ଦଶରଥପୁର ବ୍ଲକରେ ସ୍ଥିତି ଗମ୍ଭୀର ରହିଛି। ଚାଷୀଙ୍କ ଫସଲ ନଷ୍ଟ ହୋଇଛି। ପନିପରିବା ଚାଷ ସମ୍ପୂର୍ଣ୍ଣ ଉଜୁଡିଯାଇଛି। ଗୃହପାଳିତ ପ୍ରାଣୀଙ୍କୁ ଆବଶ୍ୟକ ଗୋ-ଖାଦ୍ୟ ମିଳୁନାହିଁ । ବନ୍ୟା ବିପନ୍ନ ଜୀବିକା ହରାଇ ଅସୁବିଧାରେ ପଡିଛନ୍ତି। ଏଭଳି ସମୟରେ ସରକାର ବନ୍ୟା ପ୍ରଭାବିତ ଲୋକଙ୍କ ସମସ୍ୟା ଉପରେ ଗୁରୁତ୍ୱ ଦେଇ କୃଷି ଋଣ ଛାଡ଼ କରିବା ସହ ବନ୍ୟା ପ୍ରଭାବିତଙ୍କୁ ପ୍ରଯ୍ୟାପ୍ତ ସହାୟତା ଦେବାକୁ ଦାବି କରିଥିଲେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ । ଗ୍ରସ୍ତର ଶେଷ ପର୍ଯାୟରେ ପ୍ରତନିଧିମଣ୍ଡଳୀ ଦଶରଥପୁର ବ୍ଲକ କାର୍ଯ୍ୟାଳୟ ଯାଇ ସେଠାରେ ବିଡ଼ିଓ ଆକାଶ ପଟ୍ଟନାୟକଙ୍କୁ ଭେଟି ବନ୍ୟା ବିପନ୍ନଙ୍କ ଦୁର୍ଦଶା ଦୂର କରିବା ଓ ଆବଶ୍ୟକ ସହାୟତାକୁ ତ୍ୱରିତ ତଥା ସୁ-ବ୍ୟବସ୍ଥିତ ଢଙ୍ଗରେ ପରିଚାଳନା କରିବା ଉପରେ ଆଲୋଚନା କରିଥିଲେ।ଏହି ଗସ୍ତ ସମୟରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟା ମନସ୍ବିନୀ ଦାସ, ମାମିନା ମଲ୍ଲିକ, ବିଜେଡି ନେତା ମନୋଜ ରାଉତ, ଶରତ ତ୍ରିପାଠୀ, ଅମିତ କୁମାର ଦାସ, ଶୁଭ ପ୍ରକାଶ ଦାସ, ରଞ୍ଜିତ ଦାସ, ଅଜୟ ମହାନ୍ତି, ମହେଶ୍ୱର ସାହୁ, ଚନ୍ଦ୍ରକାନ୍ତ ମହାପାତ୍ର, ମନୀଷ ସାହୁ, ବିଷ୍ଣୁ ଚରଣ ବେହେରା, ପୀତାମ୍ବର ମାଝୀ, ରଶ୍ମି ରଞ୍ଜନ ସେଠୀଙ୍କ ସମେତ ବହୁ ସଂଖ୍ୟରେ ଦଳୀୟ ସମର୍ଥକ ସାମିଲ ଥିଲେ।

Leave a comment

Your email address will not be published. Required fields are marked *