Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > ର୍ଜାତୀୟ > କେନ୍ଦ୍ରକୁ ଜେନ୍‌-ଜି ଭୟ ! ବିଶ୍ୱବିଦ୍ୟାଳୟ ଯିବେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ରକୁ ଜେନ୍‌-ଜି ଭୟ ! ବିଶ୍ୱବିଦ୍ୟାଳୟ ଯିବେ କେନ୍ଦ୍ରମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦିନେ ଜେନ-ଜି ମାନଙ୍କୁ ଅଣଦେଖା କରୁଥିବା କେନ୍ଦ୍ର ସରକାରଙ୍କ ଫୋକସ୍‌ରେ ଏବେ ଜେନ୍-ଜି। ପ୍ରଧାନମନ୍ତ୍ରୀଙ୍କ ଠାରୁ ନେଇ ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କ ପର୍ଯ୍ୟନ୍ତ ସମସ୍ତେ କିଭଳି ଜେନ-ଜି ମାନଙ୍କୁ ସନ୍ତୁଷ୍ଟ କରାଯିବ ତାକୁ ନେଇ ଚିନ୍ତିତ । ଫଳ ସ୍ୱରୂପ କେନ୍ଦ୍ର ସରକାର ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ଯୋଗାଯୋଗ ପାଇଁ ‘ୱାନ ଡେ, ୱାନ ୟୁନିଭରସିଟି’ ଅଭିଯାନ ଆରମ୍ଭ କରିଛନ୍ତି । ଏହି ଅଭିଯାନ ଦ୍ୱାରା ପ୍ରତିଦିନ ଜଣେ କେନ୍ଦ୍ର ମନ୍ତ୍ରୀ ଦେଶର କୌଣସି ନା କୌଣସି ବିଶ୍ୱବିଦ୍ୟାଳୟ ଗସ୍ତ କରିବେ । ଦେଶର ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ସଂଯୋଗ ପାଇଁ ଏହି ଅଭିଯାନ ଆରମ୍ଭ ହେବାକୁ ଯାଉଛି । ଦେଶର ଯୁବପୀଢ଼ି ଓ ବିଶେଷକରି ଜେନ-ଜି ବର୍ଗର ଛାତ୍ରଛାତ୍ରୀଙ୍କ ସମସ୍ୟା ବୁଝିବା ଏବଂ ସେମାନଙ୍କ ସହ ସିଧାସଳଖ ଯୋଗାଯୋଗ ସ୍ଥାପନ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏହି ଭଳି ଆଭିମୁଖ୍ୟ ଗ୍ରହଣ କରିଛନ୍ତି ।

ଏହି କାର୍ଯ୍ୟକ୍ରମ ମାଧ୍ୟମରେ କେନ୍ଦ୍ରୀୟ ମନ୍ତ୍ରୀମାନେ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ଏବଂ ଛାତ୍ରଛାତ୍ରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବେ । ଏହି ଅଭିଯାନର ମୁଖ୍ୟ ଲକ୍ଷ୍ୟ ହେଉଛି ଛାତ୍ରଛାତ୍ରୀଙ୍କ ମନରେ ଥିବା ବିଭିନ୍ନ ପ୍ରଶ୍ନର ଉତ୍ତର ରଖିବା ସହିତ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାକୁ ସିଧାସଳଖ ଶୁଣିବା ଓ ସେମାନଙ୍କ ସହିତ ଆଲୋଚନା କରିବା । ଏହି ଅବସରରେ ମନ୍ତ୍ରୀମାନେ ଶିକ୍ଷା, ନିଯୁକ୍ତି ଏବଂ ଯୁବ ବିକାଶ ସହ ଜଡିତ ସରକାରୀ ଯୋଜନାଗୁଡିକ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଅବଗତ କରାଇବେ । ସାମ୍ପ୍ରତିକ ସମୟରେ ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା, ନିଯୁକ୍ତି ସମ୍ବନ୍ଧୀୟ ଆଶଙ୍କା ଏବଂ ଶିକ୍ଷା ବ୍ୟବସ୍ଥାରେ ସ୍ୱଚ୍ଛତାକୁ ନେଇ ଯୁବବର୍ଗଙ୍କ ମଧ୍ୟରେ ଯେଉଁ ଉଦବେଗ ଦେଖାଦେଇଛି, ତାହାର ସମାଧାନ ଦିଗରେ ଏହି କାର୍ଯ୍ୟକ୍ରମ ଏକ ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ହୋଇପାରିବ ବୋଲି ଆଶା କରାଯାଉଛି । ଆଜିର ଯୁବପିଢ଼ି ନିଜର ଭବିଷ୍ୟତ, ଶିକ୍ଷା ଓ ଚାକିରିକୁ ନେଇ ଅଧିକ ଚିନ୍ତିତ ହୋଇ ପଡ଼ିଥିଲା ବେଳେ କେନ୍ଦ୍ର ବିରୁଦ୍ଧରେ ନିକଟରେ ବଡ଼ ଆନ୍ଦୋଳନ ଡାକରା ଦେଇଥିଲେ ।

Leave a comment

Your email address will not be published. Required fields are marked *