Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛି ବିଜେଡି-ବିରଞ୍ଚି ତ୍ରିପାଠୀ

ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛି ବିଜେଡି-ବିରଞ୍ଚି ତ୍ରିପାଠୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଜୁ ବାବୁଙ୍କ ନାମ ନେଇ ବିଜେଡି ଗତ ୨୪ ବର୍ଷ ଶାସନରେ ଓଡ଼ିଶାର ବିକାଶରେ କିଛି ବି କରିନାହିଁ । ଯେଉଁ ବିଜୁବାବୁଙ୍କ ନାମରେ ଦଳ ଗଠନ କରି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହୋଇଥିଲେ ସେହି ବିଜୁବାବୁଙ୍କ ଫଟୋ ମଧ୍ୟ ବିଜେଡି ବ୍ୟାନର ବା ପତାକାରେ ସ୍ଥାନ ପାଇଲା ନାହିଁ । କୃଷି, ଶିକ୍ଷା, ପର୍ଯ୍ୟଟନ, ଖଣିଜ ସମ୍ପଦ ଓ ବନଜ ସମ୍ପଦକୁ ନେଇ ବିଜେଡି କେବଳ ରାଜନୀତି କରି କେନ୍ଦ୍ରୀୟ ଯୋଜନାକୁ ନିଜ ନାମରେ ପ୍ରଚାରିତ କରି ଏଠି ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇଲା । ଶାଗ, ମାଛ ଦରରେ ଖଣିଜ ସମ୍ପଦକୁ ଅଣଓଡ଼ିଆ ବ୍ୟବସାୟୀଙ୍କୁ ଟେକି ଦେଇ ବ୍ୟାପକ ମୁନାଫା କମାଇଥିଲା ବିଜେଡି । କୌଣସି କ୍ଷେତ୍ରରେ ସୁଯୋଗ ନ ମିଳିବାରୁ ଓଡିଶାର ଅନେକ ପରିବାରର ପ୍ରାୟ ୧ କୋଟିରୁ ଉର୍ଦ୍ଧ୍ୱ ଯୁବକ ଦାଦନ ଖଟିବାକୁ ଅନ୍ୟ ରାଜ୍ୟକୁ ଯାଉଥିଲେ । ବିଶେଷ କରି ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀ ଓ ଗଂଜାମ ଜିଲ୍ଲାରୁ ସର୍ବାଧିକ ଦାଦନ ବାହାର ରାଜ୍ୟରେ ଗୋତି ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ଓଡ଼ିଶାରେ ଆଇନଶୃଙ୍ଖଳା ପରିସ୍ଥିତି, ବେକାରୀ ସମସ୍ୟା, ମହିଳା ନିର୍ଯ୍ୟାତନା ଓ କୃଷି କ୍ଷେତ୍ରରେ ଶୀଥିଳତା ସହ ଶିଳ୍ପ କ୍ଷେତ୍ରରେ ମଧ୍ୟ ବ୍ୟାପକ ଦୁର୍ନୀତି ଓ ଭ୍ରଷ୍ଟାଚାର ଭରି ରହିଥିଲା । ନାମକୁ ମାତ୍ର ମନ୍ତ୍ରୀମାନେ ଥିବାବେଳେ ସରକାରୀ ବାବୁମାନେ ହିଁ ରାଜ୍ୟ ଚଳାଉଥିଲେ ଓ ରାଜକୋଷ ଲୁଟ କରୁଥିଲେ । ଖଣିଜ ସମ୍ପଦରେ ବ୍ୟାପକ ଲୁଟକୁ ନେଇ ଶାହ କମିଶନଙ୍କ ନିର୍ଦ୍ଦେଶକୁ ଗତ ସରକାର ଶୀତଳଭଣ୍ଡାରରେ ପକାଇ ଦେଇ ଦୁର୍ନୀତିଗ୍ରସ୍ତ ଖଣିମାଲିକମାନଙ୍କୁ ପ୍ରୋତ୍ସାହନ ଦେଇଥିଲେ ବୋଲି ଏକ ପ୍ରେସ ବିବୃତି ଜରିଆରେ ବିଜେପି ସାଧାରଣ ସମ୍ପାଦକ ବିରଞ୍ଚି ନାରାୟଣ ତ୍ରିପାଠୀ ଦର୍ଶାଇଛନ୍ତି ।

Leave a comment

Your email address will not be published. Required fields are marked *