Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ଯାଜପୁର > ପ୍ରାକ୍ତନ ପ୍ରଧାନ ଶିକ୍ଷକଙ୍କ ବିୟୋଗରେ ଶୋକ

ପ୍ରାକ୍ତନ ପ୍ରଧାନ ଶିକ୍ଷକଙ୍କ ବିୟୋଗରେ ଶୋକ

ଓଡ଼ିଶା ଲିଡ୍ସ(ଦଶରଥପୁର): ନନ୍ଦିପୁର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ଦାମୋଦର କରଙ୍କର ବିୟୋଗରେ ଆଜି ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଅଛି। ବିଦ୍ୟାଳୟ ପରିସରରେ ପ୍ରାକ୍ତନ ସରପଞ୍ଚ ପ୍ରଦୀପ ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟବକ୍ତା ଭାବେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ତଟିନୀ ସେଠୀ ଯୋଗ ଦେଇଥିବାବେଳେ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନଶିକ୍ଷକ ପ୍ରମୋଦ ମହାନ୍ତି, ଅବସର ପ୍ରାପ୍ତ ଶିକ୍ଷା ବିଭାଗର ପ୍ରଶାସକ ସତ୍ୟପ୍ରିୟ ମହାନ୍ତି, ରାମବାଗ ରିଜିଓନାଲ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଡ଼ ଶାନ୍ତନୁ ନାୟକ, ଅବସର ପ୍ରାପ୍ତ ଶିକ୍ଷକ ବଳରାମ ତ୍ରିପାଠୀ, ଉମେଶ ଚନ୍ଦ୍ର ସାହୁ, ଦିଲ୍ଲୀପ ଦଳାଇ, ଦେବେନ୍ଦ୍ର ନାୟକ, ପ୍ରମୁଖ ସ୍ୱର୍ଗତ କରଙ୍କର ଦୀର୍ଘ ବର୍ଷର କର୍ମମୟ ଜୀବନୀ ସମ୍ପର୍କରେ ଆଲୋଚନା କରିବା ସହ ଛାତ୍ର ଛାତ୍ରୀ ମାନଙ୍କୁ ତାଙ୍କ ଜୀବନାଦର୍ଶରୁ କିଛି ଶିକ୍ଷା ଗ୍ରହଣ କରିବାପାଇଁ ପରାମର୍ଶ ଦେଇଥିଲେ। ଶିକ୍ଷକ ସୁଶାନ୍ତ ସାହୁ, ବିଶ୍ୱନାଥ ପରିଡା, ଶେଖ ହମିଦ ରାଜା, ଅନୁପ ଧଳ, ପଲ୍ଲଵ ମହାପାତ୍ର, ବିନୟ ନାୟକ, ସଂଘମିତ୍ରା ଦାସ, ବଲ୍ଲବୀ ମିଶ୍ର, ସବିତା ମୁଣ୍ଡା ସୁନୀଲ ସର୍ଦ୍ଦାର,ବବିଶ୍ୱଜିତ ମହାପାତ୍ର, ଦିପୁ ପଣ୍ଡା ପରିଚାଳନା କମିଟିର ସଭାନେତ୍ରୀ ସଂଗୀତା ମହାନ୍ତି ପ୍ରମୁଖଙ୍କ ଦ୍ଵାରା ସ୍ବର୍ଗତ ଶିକ୍ଷକଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା। ସଭା ପ୍ରାରମ୍ଭରେ ତାଙ୍କ ଆମର ଆତ୍ମାର ସଦଗତି ନିମନ୍ତେ ଏକ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଶେଷରେ ଶିକ୍ଷକ ସୁନନ୍ଦ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Leave a comment

Your email address will not be published. Required fields are marked *