Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ଜିଲ୍ଲା > ଯାଜପୁର > ଓଷ୍ଠାର ପ୍ରାକ୍ତନ ରାଜ୍ୟ ସାଧାରଣ ସମ୍ପାଦକ ପୀତବାସ ବେହୁରିଆଙ୍କ ପରଲୋକ

ଓଷ୍ଠାର ପ୍ରାକ୍ତନ ରାଜ୍ୟ ସାଧାରଣ ସମ୍ପାଦକ ପୀତବାସ ବେହୁରିଆଙ୍କ ପରଲୋକ

ଓଡ଼ିଶା ଲିଡ୍ସ(ଦଶରଥପୁର): ଆଜି ଦିନ ଓଷ୍ଠାର ପୂର୍ବତନ ରାଜ୍ୟ ସାଧାରଣ ସମ୍ପାଦକ ପୀତବାସ ବେହୁରିଆ (୯୧)ଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ହେବ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଶିକ୍ଷକତା ସମୟରେ ତାଙ୍କର ଦୃଢ଼ ନେତୃତ୍ୱ ପାଇଁ ରାଜ୍ୟ ଓଷ୍ଠା ମହାସଙ୍ଘର ସାଧାରଣ ସମ୍ପାଦକ ଭାବେ ଦୀର୍ଘ ଦିନ ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସଂଗ୍ରାମ କରିଥିଲେ । ସେ ମା ଜୟ ଚଣ୍ଡୀ ଅନୁଷ୍ଠାନର ଆରମ୍ଭ କରିବା ସହିତ ଆଜୀବନ ସମ୍ପାଦକ, ଯାଜପୁର ପୂର୍ବାଅଞ୍ଚଳ କ୍ରିୟାନୁଷ୍ଠା କମିଟିର ସଭାପତି, ନିଶା ନିବାରଣ ଭଳି ବହୁତ ସଂସ୍କୃତିକ, ସାମାଜିକ, ଶିକ୍ଷା ଅନୁଷ୍ଠାନ ସକ୍ରିୟ ଭାବେ ନେତୃତ୍ୱ ନେଇଥଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଇଛି । ତାଙ୍କ ମର ଶରୀରକୁ ମଙ୍ଗଳପୁରସ୍ଥ ପ୍ରଗତି କଲୋନୀରୁ ଏକ ଶୋଭାଯାତ୍ରାରେ ନିଆଯାଇ କମ୍ୟୁନିଷ୍ଟ ପାର୍ଟି କାର୍ଯ୍ୟାଳୟ, ମଙ୍ଗଳପୁର ବଜାର, ଦୁବକଣ ଉଚ୍ଚ ବିଦ୍ୟାଳୟ, ମା ଜୟ ଚଣ୍ଡୀ ମନ୍ଦିର ପରିକ୍ରମା କରାଯାଇଥିଲା। ପରେ ଯାଜପୁର ଟାଉନ ବାରୁଣୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ପୁଅ ଅଧ୍ୟାପକ ସଞ୍ଜୟ ବେହୁରିଆ ମୁଖାଗ୍ନି ଦେଇଥିଲେ। ତାଙ୍କ ବିୟୋଗରେ ଯାଜପୁର ବିଧାୟିକା ସୁଜାତା ସାହୁ, ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ପୂର୍ବତନ ସାଂସଦ ରାମ ଚନ୍ଦ୍ର ଖୁଣ୍ଟିଆ, ସମାଜସେବୀ କର୍ଣାଟ କେଶରୀ ଦାସ, ରାଜ୍ୟ ଆଇଏନଟିୟୁସି ଉପ ସଭାପତି ଭରତ ଚନ୍ଦ୍ର ପରିଡା, ସନ୍ତୋଷ ନନ୍ଦ, ସାହୁ,ବିଜେପିର ବରିଷ୍ଠ ନେତା ଗୌତମ ରାୟ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ରମେଶ ସାମଲ, ବିଜେଡି ଜିଲ୍ଲା ସଭାପତି ସରୋଜ ମହାପାତ୍ର, ମାମିନା ମଲିକ, କମ୍ୟୁନିଷ୍ଟ ନେତା ନବ କିଶୋର ବେହେରା, ଯୁବନେତା ଚନ୍ଦ୍ରଶେଖର ସାହୁ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Leave a comment

Your email address will not be published. Required fields are marked *