Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ଚିଲିକା ପାଣିରେ ଜଳବନ୍ଦୀ ଶ୍ରୀରାମପୁର ପ୍ରାଥମିକ ବିଦ୍ୟାଳୟ

ଚିଲିକା ପାଣିରେ ଜଳବନ୍ଦୀ ଶ୍ରୀରାମପୁର ପ୍ରାଥମିକ ବିଦ୍ୟାଳୟ

ଓଡ଼ିଶା ଲିଡ୍ସ(ବ୍ରହ୍ମଗିରି): ଚିଲିକା ହ୍ରଦର ଜଳସ୍ତର ବୃଦ୍ଧି ପାଇବା କାରଣରୁ କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଶ୍ରୀରାମପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ବର୍ଷାଜଳ ଏବଂ ହ୍ରଦର ପାଣି ପଶି ବିଦ୍ୟାଳୟକୁ ଜଳବନ୍ଦୀ କରିଦେଇଛି । ବିଦ୍ୟାଳୟ ଚାରିପଟେ ପାଣି ଜମି ରହିଛି । ବର୍ଷା ପାଣି ଜମି ରହିବା ଫଳରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକଶିକ୍ଷୟିତ୍ରୀମାନେ ବିଦ୍ୟାଳୟକୁ ଯିବାଆସିବା କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଅଞ୍ଚଳରେ ଜଳ ନିଷ୍କାସନର କୌଣସି ସୁବ୍ୟବସ୍ଥା ନଥିବାରୁ ସାମାନ୍ୟ ଜଳସ୍ତର ବୃଦ୍ଧି କିମ୍ବା ବର୍ଷା ହେଲେ ବିଦ୍ୟାଳୟ ଚାରିପଟେ ପାଣି ଜମି ରହିଥାଏ।

ବର୍ତ୍ତମାନ ପରିସ୍ଥିତିରେ ବିଦ୍ୟାଳୟର ପ୍ରବେଶପଥ ଏବଂ ପରିସର ଜଳମଗ୍ନ ହୋଇଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନେଇ ଅଭିଭାବକମାନେ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି ପାଣି ଦେଇ ବିଦ୍ୟାଳୟକୁ ଆସିବାକୁ ହେଉଥିବାରୁ ଛୋଟ ପିଲାମାନଙ୍କ କ୍ଷେତ୍ରରେ ସାପ କିମ୍ବା ଅନ୍ୟାନ୍ୟ ଜଳଚର ଜୀବଜନ୍ତୁଙ୍କ ଭୟ ମଧ୍ୟ ରହିଛି । ତେଣୁ ଜିଲ୍ଲା ପ୍ରଶାସନ ଏବଂ ଶିକ୍ଷା ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ଜରୁରୀକାଳୀନ ଭାବେ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।

Leave a comment

Your email address will not be published. Required fields are marked *