Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > ରାଜ୍ୟ > ଶତାୟୁ ସମାଜସେବୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ବୃକ୍ଷରୋପଣ

ଶତାୟୁ ସମାଜସେବୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ବୃକ୍ଷରୋପଣ

ଓଡ଼ିଶା ଲିଡ୍ସ(କୃଷ୍ଣପ୍ରସାଦ):କୃଷ୍ଣପ୍ରସାଦ ଅଞ୍ଚଳର ବିଶିଷ୍ଠ ସମାଜସେବୀ ସ୍ବର୍ଗତ ହାଡୁବନ୍ଧୁ ଦଳବେହେରାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଏକ ସ୍ମୃତି ଚାରଣ ସଭା ସହିତ ବୃକ୍ଷରୋପଣ କାର୍ଯ୍ୟକ୍ରମ ତାଙ୍କ ପାରିକୁଦ ଗଡ଼ ପାଇକସାହି ସ୍ଥିତ ବାସ ଭବନରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ସ୍ୱର୍ଗତ ଦଳ ବେହେରାଙ୍କ ସ୍ମୃତି ଚାରଣ କରିଥିଲେ । ସମାଜସେବା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଥିଲା ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଜଣେ ସଚ୍ଚୋଟ, ନିର୍ଭୀକ ଓ ପରପକାରୀ ତଥା ସାଲିସ ବିହୀନ ସଂଗ୍ରାମୀ ଭାବେ ସ୍ୱର୍ଗତ ଦଳବେହେରା ସାଧାରଣରେ ବେଶ ଜଣାଶୁଣା ଥିଲେ । ପ୍ରାରମ୍ଭରେ ଅତିଥି ମାନେ ସ୍ୱର୍ଗତ ଦଳବେହେରାଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ଅର୍ପଣ ସହିତ ପ୍ରଦୀପ ପ୍ରଜ୍ଜଳନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ଏହି ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ଇପିଙ୍ଗ ସ୍ଥିତ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ପରିସରରେ ବିଭିନ୍ନ ପ୍ରକାର ଚାରା ରୋପଣ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ସ୍ୱର୍ଗତ ଦଳବେହେରାଙ୍କ ତିନି ପୁଅ, ନାତୁଣୀ ଜ୍ୱାଇଁ ଅର୍ଜୁନ ପୁରସ୍କାର ପ୍ରାପ୍ତ ଭାର ଉତ୍ତୋଳନ କାରୀ କେ.ରବିକୁମାର, ବିଆରସିସି ସିଦ୍ଧେଶ୍ୱର କରଣ,ପୂର୍ବତନ ସରପଞ୍ଚ କୁମାର ସିଂହ, ପୂର୍ବତନ ସରପଞ୍ଚ ମିଟୁ ସିଂହସାମନ୍ତ, ଗ୍ରୀନ ପାରିକୁଦ ସଂଗଠନର ଗଛ ମଣିଷ ଅମିତା ତରେଇ, ମୀନାରାଣୀ ସାହୁ, ଛତ୍ରପୁର ବ୍ଳକ ରାଜଗୁରୁ ପଞ୍ଚାୟତ ସରପଞ୍ଚ ରଞ୍ଜନ କୁମାର ପଲେଇ, ସମାଜସେବୀ ଗଙ୍ଗାଧର ପଲେଇ, ପ୍ରଧାନଶିକ୍ଷକ ନିରଞ୍ଜନ ପାହାଣ, ବରିଷ୍ଠ ଶିକ୍ଷକ ଅସିତ କୁମାର ଜେନାଙ୍କ ସମେତ ସମସ୍ତ ଆତ୍ମୀୟ ସ୍ୱଜନ ଉପସ୍ଥିତ ଥିଲେ ।

Leave a comment

Your email address will not be published. Required fields are marked *