Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ଦଶରଥପୁରରେ ବ୍ଲକ ସ୍ତରୀୟ ଜନ ଶୁଣାଣୀ ଶିବିର

ଦଶରଥପୁରରେ ବ୍ଲକ ସ୍ତରୀୟ ଜନ ଶୁଣାଣୀ ଶିବିର

ଓଡ଼ିଶା ଲିଡ୍ସ(ଦଶରଥପୁର): ଦଶରଥପୁର ବ୍ଲକ ସମ୍ମିଳନୀ କକ୍ଷରେ ଆଜି ବ୍ଲକସ୍ତରୀୟ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ସମୀକ୍ଷା ଓ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାଯତ ସମିତି ଅଧକ୍ଷ ଦିଗାମ୍ବର ମଲ୍ଲିକଙ୍କ ପୌରାହିତ୍ୟରେ ଅନୁଷ୍ଠିତ ଏହି ସମୀକ୍ଷା ଶିବିରରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ଶିବାନନ୍ଦ ସ୍ୱାଇଁ (ରାଜସ୍ବ), ଦଶରଥପୁର ବିଡ଼ିଓ ଆକାଶ ପଟ୍ଟନାୟକ, ଏବିଡ଼ିଓ ତ୍ରିଲୋଚନ ସେଠୀ, ସହକାରୀ ଯନ୍ତ୍ରୀ ରାହାସ ବିହାରୀ ଜେନା ଉପସ୍ଥିତ ରହି ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେ।ଏପିଓ ଭକ୍ତିଲତା ମହାରଣା ଶିବିର ସଂଚାଳନ କରିଥିବା ବେଳେ ବିଡ଼ିଓ ଶ୍ରୀ ପଟ୍ଟନାୟକ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଜିଲ୍ଳା ସାମାଜିକ ସମୀକ୍ଷକ ଅମର କିଶୋର ସାହୁ ସମୀକ୍ଷା ବିବରଣୀ ପ୍ରକାଶ କରିବା ପରେ ବିଭିନ୍ନ ପଞ୍ଚାୟତ ଅଧିକାରୀ ଅନ୍ୟମାନଙ୍କ ଅଭିଯୋଗ ସମ୍ପର୍କରେ ମତାମତ ଉପସ୍ଥାପନ କରିଥିଲେ। ଶିବିରରେ ଦଶରଥପୁର ବ୍ଲକ ସମୀକ୍ଷା କମିଟି ସଦସ୍ୟ ମହେଶ୍ୱର ସାହୁ, ରମାକାନ୍ତ ସାମଲ, ମୃତ୍ତିକା ସଂରକ୍ଷଣ, ଉଦ୍ୟାନ ତଥା ଅନ୍ୟ ଲାଇନ ବିଭାଗର କର୍ମକର୍ତ୍ତା ଯୋଗ ଦେଇ ଆଗତ ଅଭିଯୋଗ ଗୁଡିକର ଉତ୍ତର ଦେଇଥିଲେ। ଏହି ଅବସରରେ ବ୍ଲକ ଅନ୍ତର୍ଗତ ଏକାଧିକ ପଞ୍ଚାୟତର ସରପଞ୍ଚ ଯୋଜନାରେ ବାକି ରହିଥିବା ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିବା ବେଳେ ମୁଖ୍ୟତଃ ଭୂତଳ ଜଳ ସ୍ତର ଧୀରେ ଧୀରେ ହ୍ରାସ ପାଉଥିବାରୁ ଉଦବେଗ ପ୍ରକାଶ କରିବା ସହ ଏହାର କିଛି ମାତ୍ରାରେ ଉପଶମ ନିମନ୍ତେ ବ୍ଲକର ବିଭିନ୍ନ ପଞ୍ଚାଯତ ମାନଙ୍କରେ ଜଳାଶୟ/ପୁଷ୍କରିଣୀ ଖନନ ନିମନ୍ତେ ପ୍ରୟାସ କରିବା ଦରକାର ବୋଲି ମତ ଦେଇଥିଲେ। ଅନୁଷ୍ଠିତ ଶିବିରରେ ସମସ୍ତ ସରପଞ୍ଚ, ସମିତିସଭ୍ୟ/ସଭ୍ୟା, ଏମଏନଆରଇଜିଏସଙ୍କ ସମେତ ଅନ୍ୟ କର୍ମଚାରୀମାନେ ଯୋଗ ଦେଇଥିଲେ।

Leave a comment

Your email address will not be published. Required fields are marked *