Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > ଜିଲ୍ଲା > ଯାଜପୁର > ଦାଉ ସାଧୁଛି ବନ୍ୟା: ଦୁର୍ଦ୍ଦଶାରେ ୧୦ ପଞ୍ଚାୟତ ବନ୍ୟା ବିପନ୍ନ, ଯୋଗାଯୋଗ ବିଛିନ୍ନ

ଦାଉ ସାଧୁଛି ବନ୍ୟା: ଦୁର୍ଦ୍ଦଶାରେ ୧୦ ପଞ୍ଚାୟତ ବନ୍ୟା ବିପନ୍ନ, ଯୋଗାଯୋଗ ବିଛିନ୍ନ

ଓଡ଼ିଶା ଲିଡ୍ସ(ଦଶରଥପୁର): ଚଳିତ ବର୍ଷ ବୈତରଣୀ ଓ ଶାଖା କାଣୀ ନଦୀରେ ଆସିଥିବା ବନ୍ୟାରେ ଦଶରଥପୁର ବ୍ଲକର ୧୦ ପଞ୍ଚାୟତର ୨୭ ଗାଁ ପ୍ରଭାବିତ ହୋଇଛି। ପ୍ରଶାସନ ସୂଚନା ଅନୁଯାୟୀ ବନ୍ୟା ଯୋଗୁ ଆଜି ସୁଦ୍ଧା ୫୪ ହଜାର ୬୪୪ ଜଣ ପ୍ରଭାବିତ ହୋଇଥିବାବେଳେ ପାଣି ଘେରରୁ ୯,୬୬୯ ବୟସ୍କ ଓ ୩,୦୮୫ ଜଣ ଶିଶୁଙ୍କୁ ମିଶାଇ ମୋଟ ୧୩,୮୭୬ ବିପନ୍ନଙ୍କୁ ବିଭିନ୍ନ ସ୍ଥାନରେ ଥଇଥାନ କରାଯାଇଛି । ପ୍ରଶାସନ ପକ୍ଷରୁ ଏମାନଙ୍କ ପାଇଁ ୧୯ଟି ସ୍ଥାନରେ ଶୁଖିଲା ଓ ରନ୍ଧା ଖାଦ୍ୟର ବ୍ୟବସ୍ଥା ହୋଇଛି । ଆଜି ମଧ୍ୟ ବିଭିନ୍ନ ପଞ୍ଚାୟତର ଗାଁ ଗୁଡିକରେ ୩ ରୁ ୪ଫୁଟ ଉଚ୍ଚତାରେ ବନ୍ୟା ଜଳ ପ୍ରବାହିତ ହେଉଛି। କାଟିଆ-ବୈଷପାନ ରାସ୍ତା, ଅହିୟାସ-ତରପଡା ରାସ୍ତା, ବଉଳାଙ୍ଗ-ମଲିକାପୁର ରାସ୍ତା, ଅହିୟାସ-ବୈଷପାନ, ମଲ୍ଲିକାପୁର-ବଉଳାଙ୍ଗ, ଲକ୍ଷ୍ମୀପୁର-ଗୁଣ୍ଠୁଣିପଡା, ମଙ୍ଗଳପୁର-ମହାନ୍ତିପାଟଣା ପ୍ରମୁଖ ରାସ୍ତା ସମେତ ଏକାଧିକ ଗ୍ରାମ୍ୟ ରାସ୍ତା ଉପରେ ବନ୍ୟା ଜଳ ପ୍ରବାହିତ ହେଉଥିବା ଯୋଗୁ ଏହି ସବୁ ଅଞ୍ଚଳ ବାହ୍ୟ ଜଗତରୁ ଏକପ୍ରକାର ବିଛିନ୍ନ ହୋଇଛି । ଆଜି ବିଡ଼ିଓ ଆକାଶ ପଟ୍ଟନାୟକ, ସହକାରୀ ନିର୍ବାହୀଯନ୍ତ୍ରୀ ରାହାସ ବିହାରୀ ଜେନା, ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରିଣୀ ଅମ୍ରିତା ପ୍ରୀତମ ମଲ୍ଲ ପ୍ରମୁଖଙ୍କ ଗହଣରେ ବ୍ଲକ ଅଧିନ କସପା, ମଲ୍ଲିକାପୁର, ତରପଦା, କମାରଢିହି, କଁୟା, ମଙ୍ଗଳପୁର, କନିକାପଡା ଆଦି ପଞ୍ଚାୟତର ବିଭିନ୍ନ ବନ୍ୟା ପ୍ଲାବିତ ଅଞ୍ଚଳ ପରିଦର୍ଶନ କରିବା ସହିତ ବନ୍ୟା ବିପନ୍ନଙ୍କ ସ୍ୱାସ୍ଥ୍ୟ ସ୍ଥିତି ସମୀକ୍ଷା କରିଥିଲେ। ଯାଜପୁର ବିଧାୟିକା ସୁଜାତା ସାହୁ,ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଜେଡି ଜିଲ୍ଲା ସଭାପତି ସରୋଜ ମହାପାତ୍ର, ଜିଲ୍ଲା ପରିଷଦ ସଭ୍ୟା ମାମିନା ମଲ୍ଲିକ, ମନସ୍ଵିନୀ ଦାସ, ପୁର୍ବତନ ସରପଞ୍ଚ କନକ ପ୍ରଭା ଦାସ୍ ପ୍ରମୁଖ ସକାଳେ ଡୋଭାବିଲ ପାଟଣାସାହି ଘାଇ ପରିଦର୍ଶନ କରିବା ପରେ ବୈତରଣୀ ନଦୀବନ୍ଧରେ ଆଶ୍ରୟ ନେଇଥିବା ବନ୍ୟା ବିପନ୍ନଙ୍କ ସମେତ ତରପଦା, ମଲ୍ଲିକାପୁର, ଅହିୟାସ, କସପା, ମହାନ୍ତିପାଟଣା, ଛଞ୍ଚିଣା ଆଦି ବନ୍ୟା ପ୍ରଭାବିତ ଅଞ୍ଚଳରେ ପହଞ୍ଚି ବିପନ୍ନଙ୍କ ସ୍ଥିତି ଅନୁଧ୍ୟାନ କରିଥିଲେ ।

Leave a comment

Your email address will not be published. Required fields are marked *