ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପୀଠରେ ପହଞ୍ଚି ମା’ଙ୍କ ପବିତ୍ର ଦର୍ଶନ କରିବା ସହିତ ପୂଜା ପାଠ କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ଏହି ଅବସରରେ ତାଳଚେର ବିଧାୟକଙ୍କ ସମେତ ବହୁ ବିଜେଡି ନେତା ଉପସ୍ଥିତ ଥିଲେ ।




















