Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > କ୍ରୀଡା > ପୁଣି ଆଣ୍ଠେଇଲା ପାକିସ୍ତାନ, ଏସୀୟ କ୍ରୀଡ଼ାରେ ଭାରତକୁ ସ୍ୱର୍ଣ୍ଣ

ପୁଣି ଆଣ୍ଠେଇଲା ପାକିସ୍ତାନ, ଏସୀୟ କ୍ରୀଡ଼ାରେ ଭାରତକୁ ସ୍ୱର୍ଣ୍ଣ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ପୁଣି ଭାରତ ଆଗରେ ଆଣ୍ଠେଇଛି ପାକିସ୍ତାନ। ୨୦୨୫ରେ କ୍ରମାଗତ ୩ଟି ରବିବାରରେ ୩ଟି ମ୍ୟାଚ୍‌ ଖେଳି ୩ଟି ଯାକରେ ହାରିଥିଲା ପାକିସ୍ତାନ। ‌ଆଜି ଏସୀୟ କ୍ରୀଡ଼ାର ଫାଇନାଲରେ ପାକିସ୍ତାନକୁ ହରାଇ ଭାରତ କ୍ରମାଗତ ଦ୍ୱିତୀୟ ଥର ପାଇଁ କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଛି । ୨୦୨୩ରେ ଋତୁରାଜ ଗାଏକ୍ୱାଡଙ୍କ ଯୁବ ଟିମ ସ୍ୱର୍ଣ୍ଣ ପଦକ ହାସଲ କରିଥିଲା। ଏବେ ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ ଟିମ ସ୍ୱର୍ଣ୍ଣ ପଦକ ହାସଲ କରିଛି। ପାକିସ୍ତାନକୁ ଭାରତ୧୯ ରନରେ ହରାଇ ଇତିହାସ ଲେଖିଛି । ଟି-୨୦ ଫର୍ମାଟରେ ଏହା ପାକିସ୍ତାନ ବିପକ୍ଷରେ ଭାରତର କ୍ରମାଗତ ୭ମ ବିଜୟ। ସ୍ୱର୍ଣ୍ଣ ମୁକାବିଲାରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରୁଥିବା ଭାରତ ଅଭିଷେକ ଶର୍ମାଙ୍କ ୨୮ ବଲରେ ୬୧ ରନ ଓ ତଳିକ ବର୍ମାଙ୍କ ୨୨ ବଲରେ ଅପରାଜିତ ୫୧ ରନ ଯୋଗୁ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ ହରାଇ ୨୧୧ ରନର ବିଶାଳ ସ୍କୋର କରିଥିଲା। ଏହାର ଜବାବରେ ପାକିସ୍ତାନ ୬ ୱିକେଟ ହରାଇ ୧୯୬ ରନରେ ଅଟକି ଯାଇଥିଲା ।

ଦୁଇ ଦୁଇଟି ଜୀବନ ଦାନ ପାଇଥିବା ହାସନ ନୱାଜ ପାକିସ୍ତାନ ପାଇଁ ୫୧ ବଲରେ ୯୬ ରନ ସଂଗ୍ରହ କରିଥିଲେ । ସେ ୪ ରନ କରିଥିବା ବେଳେ ପ୍ରଥମେ ବୈଭବ ସୂର୍ଯ୍ୟବଂଶୀ ଓ ୫୯ ରନ କରିଥିବା ବେଳେ ୱାଶିଂଟନ ସୁନ୍ଦର ତାଙ୍କ କ୍ୟାଚ୍‌ ଛାଡ଼ି ଦେଇଥିଲେ। ସେ ଶେଷ ଯାଏ ଲଢ଼େଇ କରିଥିଲେ ହେଁ ଦଳକୁ ବିଜୟୀ କରି ପାରିନଥିଲେ ।

୨୧୨ ରନକୁ ପିଛା କରିବାକୁ ଓହ୍ଲାଇଥିବା ପାକିସ୍ତାନ ବିପକ୍ଷରେ ଭାରତକୁ ପ୍ରଥମ ସଫଳତା ଦେଇଥିଲେ ୱାଶିଂଟନ ସୁନ୍ଦର। ସେ ୧୧ ବଲରେ ୧୦ ରନ କରିଥିବା ଫରହାନଙ୍କୁ ଆଉଟ କରିଥିଲେ। ସଦାକତ କିଛି ଶଟ ମାରିଥିଲେ ହେଁ ୧୮ ବଲରେ ୨୩ ରନ କରି ଅକ୍ଷର ପଟେଲଙ୍କ ବଲରେ ପ୍ୟାଭିଲିୟନ ଫେରିଥିଲେ। ଏହା ପୂର୍ବରୁ ଉସମାନ ଖାନ(୩) ମଧ୍ୟ ଅକ୍ଷରଙ୍କ ଶିକାର ବନିଥିଲେ। ପାୱର ପ୍ଲେର ୬ ଓଭରରେ ପାକିସ୍ତାନ ୩ ୱିକେଟ ହରାଇ କେବଳ ୩୯ ରନ କରିଥିଲା। ଯେତେ ବେଳେ କି ସମାନ ସମୟରେ ଭାରତ ୮୨ ରନରେ କେବଳ ୨ଟି ୱିକେଟ ହରାଇଥିଲା। ଭାରତୀୟ ଦଳର ଏହି ସ୍ୱର୍ଣ୍ଣିମ ସଫଳତା ପାଇଁ ଦଳକୁ ବିଭିନ୍ନ ମହଲରୁ ଶୁଭେଚ୍ଚା ପ୍ରଦାନ କରାଯାଇଛି ।

Leave a comment

Your email address will not be published. Required fields are marked *