orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > Articles by: orissaleads@admin

ସୁକିନ୍ଦାରେ ବିଭତ୍ସ ହତ୍ୟା: ବେକ କାଟି ରାସ୍ତା କଡରେ ଫିଙ୍ଗି ଦେଲେ

ଓଡ଼ିଶା ଲିଡ୍ସ(ସୁକିନ୍ଦା): ଆଜି ସକାଳୁ ସୁକିନ୍ଦା ଅଞ୍ଚଳରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟଣା ଘଟିଯାଇଛି । ଜଣେ ବ୍ୟକ୍ତିଙ୍କୁ ଶୋଇଥିବା ଅବସ୍ଥାରେ ଟେକି ନେଇ ଧାରୁଆ ଅସ୍ତ୍ରରେ ବେକକୁ କାଟି ରାସ୍ତା କଡରେ ଫିଙ୍ଗି ଦେଇଥିବା ଆଲୋଚନା ହେଉଛି । ଏହି ଘଟଣା ସୁକିନ୍ଦା ଥାନା ଅନ୍ତର୍ଗତ ମାଟିଗାଡ଼ିଆ ଗ୍ରାମରେ ଘଟିଛି। ମୃତ ବ୍ୟକ୍ତି ଜଣକ ଦଶରଥ ବେହେରା ବୋଲି ଜଣା ଯାଇଛି । ମୃତ ଦଶରଥ ମାଟିଗାଡ଼ିଆ ଗ୍ରାମରେ ସପରିବାର ସହ ରହୁଥିଲେ । ତାଙ୍କର […]

Read More

ନବୀନ ଶୁଣିଲେ ନାହିଁ, ଶୁଣିବେ କି ମୋହନ-ସରକାରୀ କାର୍ଯ୍ୟାଳୟରେ ଦିନ ମଜୁରୀରେ କାର୍ଯ୍ୟ କରୁଥିବା ଡ୍ରାଇଭରଙ୍କ ସ୍ଥାୟୀ ନିଯୁକ୍ତି ଦାବି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦୀର୍ଘ ବର୍ଷ ହେଲା ସ୍ଥାୟୀ ନିଯୁକ୍ତି ଆଶାରେ ଦୈନିକ ମଜୁରୀରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ଦିନ ରାତି କାର୍ଯ୍ୟ କରୁଛନ୍ତି ଠିକା ଡ୍ରାଇଭର ମାନେ । ନିଷ୍ଠାର ସହିତ କାର୍ଯ୍ୟ କରୁଥିଲେ ମଧ୍ୟ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ଦିଆଯାଇ ଦରମା ପ୍ରଦାନ କରିବାର ବ୍ୟବସ୍ଥା କରାଯାଉନାହିଁ । ଏ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲା କାର୍ଯ୍ୟାଳୟ ମାନଙ୍କରେ କାର୍ଯ୍ୟ କରୁଥିବା ଡ୍ରାଇଭର ମାନେ ସରକାରଙ୍କ ନିକଟରେ ଦାବି କରି ନିରାଶ ହେଲା ପରେ […]

Read More

କର୍ମୀଙ୍କୁ ପ୍ରୀତିରଞ୍ଜନଙ୍କ ନିର୍ଦ୍ଦେଶ: ଲୋକଙ୍କ ଦୁଃଖ ସମୟରେ ପାଖରେ ପହଞ୍ଚ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର କର୍ମୀ ମାନେ ଲୋକଙ୍କ ଦୁଃଖ ସମୟରେ ସେମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ବୁଝିବା ସହିତ ତାଙ୍କୁ ଅବଗତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ଲୋକଙ୍କ ସମସ୍ୟା ସହିତ ଜଡିତ ରହିବାକୁ କର୍ମୀ ମାନେ ସବୁ ସମୟରେ ଗୁରୁତ୍ୱ ଦେବା ଜରୁରୀ ବୋଲି ମଧ୍ୟ କହିଛନ୍ତି ଇଂ ଘଡାଇ । ତାଙ୍କ ନିର୍ଦ୍ଦେଶ […]

Read More

ଦୁର୍ବୁତ୍ତ ପୋଡି ଦେଲେ କଲେଜ ବାଡ ଜାଲି, ଛାତ୍ରଛାତ୍ରୀ ମହଲରେ ପ୍ରତିକ୍ରିୟା

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ବ୍ରାହ୍ମଣୀ କୂଳ କ୍ୟାମ୍ପସ ଗେଟ ନିକଟରେ ବୃକ୍ଷ ରୋପଣ ହୋଇଥିଲା । ଏହି ସ୍ଥାନରେ ଶତାଧିକ ବୃକ୍ଷ ରୋପଣ କରାଯାଇଥିଲା । କଲେଜ ଏନ ଏନ ଏସ ପକ୍ଷରୁ ଏହି ବୃକ୍ଷ ରୋପଣ କରାଯାଇଥିଲା ବେଳେ ଏହାର ସୁରକ୍ଷା ପାଇଁ ବାଉଁଶ ବାଡ଼ ନିର୍ମାଣ କରାଯାଇଥିଲା । ଭିତରେ ଛେଳି ପଶି ଗଛ ନଷ୍ଟ ନ କରିବାକୁ ବାଡ଼ରେ ପ୍ଲାଷ୍ଟିକ ଜାଲି ଦିଆ ଯାଇଥିଲା । ବହୁ ସମୟରେ […]

Read More

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱସନା: ହତାଶ ହୁଅନ୍ତୁନି କିଣାଯିବ ସବୁ ଧାନ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଧାନ ମଣ୍ଡିକୁ ନେଇ ରାଜ୍ୟରେ ଅବ୍ୟବସ୍ଥା ଲାଗି ରହିଥିଲା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । ଚାଷୀ ଅସନ୍ତୋଷ ପ୍ରଶମିତ କରିବାକୁ କଳାହାଣ୍ଡି ଉତ୍ସବ ଘୁମୁରା ମଞ୍ଚରୁ ଚାଷୀଙ୍କୁ ଆଶ୍ବସନା ବାଣୀ ଶୁଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ ଚାଷୀଙ୍କ ଧାନ କିଣାଯିବ । ଏହା ସହିତ ଚାଷୀମାନେ ହତୋତ୍ସାହିତ ନହେବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କଳାହାଣ୍ଡି ଉତ୍ସବ ଘୁମୁରାର ଉଦ୍‌ଯାପନୀ ଦିବସରେ ମୁଖ୍ୟମନ୍ତ୍ରୀ […]

Read More

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଓଡ଼ିଶା ଲିଡ୍ସ(ବ୍ୟୁରୋ):ସ୍ପେନରେ ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଭୟଙ୍କର ଧକ୍କା ହୋଇଛି। ଗୋଟିଏ ଟ୍ରେନ ଲାଇନଚ୍ୟୁତ୍ ହୋଇ ଅନ୍ୟ ଟ୍ରାକ୍‌ରେ ପଡିଥିବା ବେଳେ ଅନ୍ୟ ଏକ ଟ୍ରେନ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଅତି କମରେ ୨୧ ଜଣ ଯାତ୍ରୀ ମୃତ୍ୟୁ ବରଣ କରିଥିଲା ବେକେ ଶତାଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି । ଦୁର୍ଘଟଣା ଦକ୍ଷିଣ ସ୍ପେନର ଆଡାମୁଜ୍ ନଗର ନିକଟରେ ଘଟିଛି । ଦୁର୍ଘଟଣା […]

Read More

ଡ୍ୟାନିଙ୍କ ଗୋଟି ଚାଳନା: ବିଜେପି ଚକିତ, ବିଜେଡିରେ ଉତ୍ସାହ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଧୁରୀଣ ରାଜନେତା ପ୍ରଫୁଲ୍ଲ ଚନ୍ଦ୍ର ଘଡାଇଙ୍କ ସୁପୁତ୍ର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ । ଡ୍ୟାନି ନାମରେ ସାରା ରାଜ୍ୟରେ ପରିଚିତ । ଏକଦା ରାଜ୍ୟ ରାଜନୀତିରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ଯାଜପୁର ଜିଲ୍ଲାରେ ବିଜେଡିକୁ ତୃଣମୂଳ ସ୍ଥରରୁ ସଙ୍ଗଠିତ କରିବା ସହିତ ରାଜ୍ୟରେ ଯାଜପୁର ଜିଲ୍ଲାକୁ ବିଜେଡିର ଅଭେଦ୍ୟ ଦୁର୍ଗରେ ପରିଣତ କରିଥିଲେ । ତାଙ୍କ […]

Read More

ହୃଦଘାତରେ ବରୀ ମାଉଣ୍ଡର ଯୁବ ବ୍ୟବସାୟୀଙ୍କ ଦେହାନ୍ତ

ଓଡ଼ିଶା ଲିଡ୍ସ(ଯାଜପୁର): ଗତକାଲି ରାତିରେ ବରୀ ମାଉଣ୍ଡର ଯୁବ ବ୍ୟବସାୟୀ ସୁଶାନ୍ତ କୁମାର ଦାଶଙ୍କର ଦେହାନ୍ତ ହୋଇଛି । ନିଜ ଦୋକାନରେ ବସିଥିଲା ବେଳେ ସେ ଅସୁସ୍ଥତା ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ ବରୀ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା । ସେଠାରୁ ଯାଜପୁର ଓ ପରେ କଟକ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇ ଯାଇଛି । ଏହି ଖବର ପ୍ରକାଶ ପରେ ବରୀ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ […]

Read More

ଗୋ ମାଫିଆ ଘରେ କେଉଁଝର ଓ ଯାଜପୁର ପୋଲିସ ପକ୍ଷରୁ ମିଳିତ ଚଢାଉ

ଓଡ଼ିଶା ଲିଡ୍ସ(ଯାଜପୁର):ଆଜି ସମଗ୍ର ରାଜ୍ୟରେ ବିଭିନ୍ନ ଗୋ ମାଫିଆଙ୍କ ଘରେ ଚଢ଼ାଉ ଜାରି ରହିଥିବା ବେଳେ ଯାଜପୁର ସଦର ଥାନା ଅନ୍ତର୍ଗତ ଜମଧର ପଞ୍ଚାୟତ ପାଣ୍ଡିଆ ଗୋପୀନାଥପୁର ଗ୍ରାମର ଶେଖ୍ ସରିଫଙ୍କ ଘରେ ମଧ୍ୟ ଚଢ଼ାଉ କରାଯାଇଛି । ଆଜି ଭୋର ୪ ଟା ସମୟରେ କେନ୍ଦୁଝର ସଦର ଥାନା ଅଧିକାରୀ ଅମିତ କୁମାର ଭୂଇଁଆ, ଏସଆଇ ସମ୍ପଦ କୁମାର ମହାନ୍ତି, ଏ ଏସ ଆଇ ଦିଲ୍ଲୀପ କୁମାର ମୁର୍ମୁ ୨ ପ୍ଲାଟୁନ୍ ପୋଲିସ୍ ଫୋର୍ସ ଓ […]

Read More

ଡ୍ୟାନିଙ୍କ ଗୋଟି ଚାଳନା: ଗତକାଲି ବିଜେପିରେ ମିଶିଥିବା ଜିଲ୍ଲା ପରିଷଦ ସଭ୍ୟା ବିଜେଡିରେ ସାମିଲ

ଓଡ଼ିଶା ଲିଡ୍ସ(ଯାଜପୁର): ଗତକାଲି ବିଜେପିରେ ସାମିଲ ହୋଇଥିବା ଦାନଗଦି ବ୍ଲକ୍ ୯ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟା ଟିନା ହାଇବୃଆଜି ବିଜେଡିକୁ ଫେରିଛନ୍ତି । ଦଳ ଛାଡି ବିଜେପିରେ ସାମିଲ ହେବାର ମାତ୍ର କେତେଘଣ୍ଟା ପରେ ତାଙ୍କର ମୋହଭଙ୍ଗ ହୋଇଛି । ସେ ପୁଣି ନିଜ ଘର ବିଜେଡିକୁ ଫେରିଛନ୍ତି। ତାଙ୍କୁ ପୁର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରୀତିରଞ୍ଜନ ଘଡାଇ ଦଳୀୟ ଉତ୍ତରୀୟ ଦେଇ ଦଳକୁ ସ୍ୱାଗତ କରିଛନ୍ତି। ଗତ […]

Read More