Skip to main content

orissaleads

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

Blog Post

orissaleads > Articles by: orissaleads@admin

ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ପ୍ରଫୁଲ୍ଲ ଘଡାଇ

ଓଡ଼ିଶା ଲିଡ୍ସ(ଯାଜପୁର): ତ୍ରିଜଙ୍ଗା ପଞ୍ଚାୟତର ତ୍ରିଜଙ୍ଗା କଲୋନୀର ହୁଡିସାହିର ମହିଳା ନେତ୍ରୀ ବନିତା ପାତ୍ରଙ୍କର ସ୍ୱାମୀ ମୁନା ପାତ୍ରଙ୍କର ଦେହାନ୍ତ ହୋଇଥିଲା । ଏହି ଖବର ପାଇ ପୂର୍ବତନ ଅର୍ଥମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ତାଙ୍କ ବାସଭବନରେ ପହଞ୍ଚି ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହିତ ସ୍ୱର୍ଗତ ଆତ୍ମାର ସଦଗତି କାମନା କରିଥିଲେ ।

Read More

ଅଗ୍ରୀମ କିସ୍ତିରେ ଓଡ଼ିଶାକୁ ମିଳିଲା ୪,୮୧୯ କୋଟି ଟଙ୍କା, ଅନ୍ୟରାଜ୍ୟ ତୁଳନାରେ କମ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆବଣ୍ଟନ ହେବାକୁ ଥିବା ପାଣ୍ଠିରୁ କେନ୍ଦ୍ର ସରକାର ଓଡ଼ିଶାକୁ ଅଗ୍ରୀମ ୪,୮୧୯ କୋଟି ଟଙ୍କା ପ୍ରଦାନ କରିଛନ୍ତି । କେନ୍ଦ୍ର ସରକାର ଦେଶର ୨୮ଟି ରାଜ୍ୟକୁ ଆଜି ଏହି ଅଗ୍ରିମ କିସ୍ତି ପ୍ରଦାନ କରିଛନ୍ତି। ଏବାବଦରେ ମୋଟ ୧,୦୯,୦୧୯ କୋଟି ଟଙ୍କା କେନ୍ଦ୍ର ସରକାର ପ୍ରଦାନକରିଛନ୍ତି। ସେଥିରୁ ଓଡ଼ିଶାକୁ ୪୮୧୯ କୋଟି ଟଙ୍କା ମିଳିଛି। ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତିକୁ ମଜଭୁତ କରିବା ଏବଂ ସେମାନଙ୍କ ପୁଞ୍ଜି ଓ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ କରିବା ଲାଗି […]

Read More

କମନ ୱେଲଥ ଗେମରେ ବକ୍ସିଂରେ ଭାରତକୁ ସ୍ବର୍ଣ୍ଣିମ ସଫଳତା, ଦେଶ ପାଇଁ ପ୍ରୀତି ପୱାର ଆଣିଲେ ସ୍ୱର୍ଣ୍ଣ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଭାରତର ପ୍ରୀତି ପାୱାର କମନ ୱେଲଥ ଗେମ୍ସ-୨୦୨୬ରେ ଦେଶ ପାଇଁ ସ୍ବର୍ଣ୍ଣିମ ସଫଳତା ହାସଲ କରିଛନ୍ତି । ପ୍ରୀତି ଚମତ୍କାର ପ୍ରଦର୍ଶନ କରି ମହିଳା ୫୪ କେଜି ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଫାଇନାଲ୍ ମୁକାବିଲାରେ ସେ କାନାଡାର ସ୍କାରଲେଟ୍ ସାଭାନା ଡେଲଗାଡୋଙ୍କୁ ପରାସ୍ତ କରିଛନ୍ତି । ତାଙ୍କ ସଫଳତା ପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।

Read More

ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି

ଓଡ଼ିଶା ଲିଡ୍ସ(ଯାଜପୁର): କିଛି ଖଳ ପ୍ରକୃତିର ଲୋକଙ୍କ ପାଇଁ ଏମଡିଆର-୧୪ ରୁ ରଜାପୁର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ଆଜକୁ ଦୀର୍ଘ ଦିନ ହେଲା ଅଧାରୁ ଅଧିକ ଅବରୋଧ ହୋଇଥିଲା । ଦୁଇଦିନ ତଳେ ବରୀ ବ୍ଲକରେ ବନ୍ୟା ହୋଇଥିଲା ବେଳେ ଏହି ରାସ୍ତାକୁ ବାଉଁଶ ବାନ୍ଧି ସମ୍ପୂର୍ଣ୍ଣ ଅବରୋଧ କରାଯାଇଥିଲା । ରାସ୍ତା ଅବରୋଧ ହେବା ଦ୍ୱାରା ୭ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଥିଲେ । ଗତ ୨୦ ତାରିଖ ଦିନ ଅରଙ୍ଗାବାଦ […]

Read More

ଖଣ୍ଡରା ପଞ୍ଚାୟତର ପୂର୍ବତନ ମହିଳା ସରପଞ୍ଚଙ୍କ ପରଲୋକ, ପଞ୍ଚାୟତରେ ଶୋକର ଛାୟା

ଓଡ଼ିଶା ଲିଡ୍ସ(ଦଶରଥପୁର): ଦଶରଥପୁର ବ୍ଲକ ଖଣ୍ଡରା ପଞ୍ଚାୟତର ପୂର୍ବତନ ମହିଳା ସରପଞ୍ଚ ସ୍ନେହଲତା ଦାସଙ୍କର ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ବୟସ ହୋଇଥିଲା । ଆଜି ପୂର୍ବାହ୍ନ ପ୍ରାୟ ୧୦ଘଟିକା ସମୟରେ ତାଙ୍କର ପରଲୋକ ହୋଇଛି। ଆଜି ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ଶ୍ରୀମତୀ ଦାସ ୧୯୯୭ ମସିହାରୁ ୨୦୦୨ ପର୍ଯ୍ୟନ୍ତ ଖଣ୍ଡରା ପଞ୍ଚାୟତର ସରପଞ୍ଚ ଭାବେ ଦାୟୀତ୍ୱରେ ଥିଲେ। ୧୯୯୯ ମସିହା ମହାବାତ୍ୟା ସମୟରେ […]

Read More

ଘାଇରେ ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ, ତିନିଦିନ ହେଲା ଅନ୍ଧାରରେ ୧୦୦ ପରିବାର

ଓଡ଼ିଶା ଲିଡ୍ସ(ଯାଜପୁର): ବ୍ରାହ୍ମଣୀ ନଦୀରେ ଆସିଥିବା ବନ୍ୟା ଫଳରେ ବରୀ ବ୍ଲକ ଅରୁଆଳ ଠାରେ ଏକ ଘାଇ ହୋଇଥିଲା । ୫୦ ଫୁଟରୁ ଅଧିକ ଏହି ଘାଇ ହେବା ଫଳରେ କିଛି ଗଛ ସହିତ ବିଦ୍ୟୁତ ଖୁଣ୍ଟ ମଧ୍ୟ ଉପୁଡି ପଡିଥିଲା । ଏହା ସହିତ ଏହି ଖୁଣ୍ଟରେ ସଂଯୋଗ ହୋଇଥିବା ବିଦ୍ୟୁତ କେବୁଲ ମଧ୍ୟ ଛିଣ୍ଡି ପଡିଥିଲା । ଏହା ଫଳରେ ଅରୁଆଳ ଗ୍ରାମକୁ ବିଦ୍ୟୁତ ସଂଯୋଗ ବ୍ୟାହତ ହୋଇଛି । ଫଳରେ ଗ୍ରାମର ଶହେରୁ […]

Read More

ଆସନ୍ତାକାଲି ଆକାଶମାର୍ଗରୁ ରାଜ୍ୟର ବନ୍ୟା ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଦିଲ୍ଲୀରୁ ଫେରି ଆସନ୍ତାକାଲି ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବାହ୍ନ ୧୦ଟାରେ ବାୟୁସେନା ହେଲିକପ୍ଟର ଯୋଗେ ବନ୍ୟାଞ୍ଚଳ ସର୍ଭେ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସଆରସି ମଧ୍ୟ ଉପସ୍ଥିତ ରହିବେ । ସର୍ଭେ ପରେ ପ୍ରଭାବିତ ଅଞ୍ଚଳରେ ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟକୁ ଆହୁରି ଜୋରଦାର […]

Read More

ଯାଜପୁର ଜିଲ୍ଲାବାସୀଙ୍କୁ ବିପଦ ମୁହଁକୁ ଠେଲି ଦେଇଛି ଜଳ ସଂପଦ ବିଭାଗ-ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବନ୍ୟାରେ ରାଜ୍ୟର ବିଭିନ୍ନ ଜିଲ୍ଲା ବିଶେଷ ଭାବେ ପ୍ରଭାବିତ ହୋଇଛି । ଲୋକମାନେ ନାହିଁ ନଥିବା ସମସ୍ୟା ଦେଇ ଗତି କରୁଛନ୍ତି । ଏଭଳି କଠିନ ସମୟରେ ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତ କରିବା ରାଜ୍ୟବାସୀଙ୍କୁ ମର୍ମାହତ କରିଛି । ଦିଲ୍ଲୀରେ ରହି ବନ୍ୟା ଉପରେ ମୁଁ ତୀକ୍ଷ୍ମ ନଜର ରଖିଛି କହିବା ରାଜ୍ୟବାସୀଙ୍କ ପ୍ରତି ଉପହାସ ହୋଇଛି । ଯାଜପୁର ଜିଲ୍ଲାର ବିଭିନ୍ନ ନଦୀରେ ପ୍ରବଳ ବନ୍ୟା ଆସି […]

Read More

ସରକାରଙ୍କୁ ସହଯୋଗ କରନ୍ତୁ, ବିପଦ ଟଳିଯିବ-ରାଜସ୍ୱମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସରକାରଙ୍କୁ ସହଯୋଗ କରନ୍ତୁ, ବିପଦ ଟଳିଯିବ ବୋଲି ବନ୍ୟା ସ୍ଥିତିର ସମୀକ୍ଷା କରି କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ମହାନଦୀରେ ବନ୍ୟା ପାଣି ବଢୁଛି । ମହାନଦୀକୁ ଛାଡ଼ିଦେଲେ ଓଡ଼ିଶାର ବାକି ସବୁ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । ଏବେ ମହାନଦୀରେ ୮ ଲକ୍ଷ ୬୫ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ବନ୍ୟା ପାଇଁ ପୁରୀ, ଜଗତସିଂହପୁର, […]

Read More

କମୁଛି ବ୍ରାହ୍ମଣୀ ଓ ଖରସ୍ରୋତାର ବନ୍ୟା, ଆସନ୍ତା କାଲି ମଧ୍ୟାହ୍ନରେ ଆସିବ ନୂଆ ପାଣି

ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ-ଜଳ ସଂପଦ ବିଭାଗ ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ବ୍ରାହ୍ମଣୀ ଓ ତାର ଶାଖା ନଦୀ ଖରସ୍ରୋତାରେ ଆସିଥିବା ବନ୍ୟା ବିଭିନ୍ନ ଅଞ୍ଚଳର ଲୋକଙ୍କୁ ବେଶ ଆତଙ୍କିତ କରିଥିଲା । ବ୍ରାହ୍ମଣୀ ନଦୀର ବିଭିନ୍ନ ସ୍ଥାନରେ ୪ରୁ ଉର୍ଦ୍ଧ୍ଵ ଘାଇ ହୋଇ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି । କିଛି ସ୍ଥାନରେ ଘର ମଧ୍ୟକୁ ପାଣି ପଶିଛି । ଏହା ସହିତ ବରୀର ପ୍ରମୁଖ ରାସ୍ତାର ବିଭିନ୍ନ ସ୍ଥାନରେ ବନ୍ୟା ସ୍ରୋତ ମଧ୍ୟ ପଡିଛି […]

Read More