Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ ନିନ୍ଦନୀୟ ଓ ଅମାନବୀୟ- ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): କାଶ୍ମୀର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି । ଏହି ମୃତ ପର୍ଯ୍ୟଟକଙ୍କ ମଧ୍ୟରେ ଦୁଇ ବିଦେଶୀ ପର୍ଯ୍ୟଟକ ରହିଥିଲା ବେଳେ ଓଡ଼ିଶାର ଜଣେ ପର୍ଯ୍ୟଟକ ରହିଥିବା ଜଣା ଯାଇଛି । ଏଭଳି ଖବର ସାରା ଦେଶକୁ ସ୍ତବ୍ଧ କରିଥିଲା ବେଳେ ଏହାକୁ କଡା ନିନ୍ଦା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ। ଇଂ ଘଡାଇ କହିଛନ୍ତି ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଏହି ଆକ୍ରମଣ ନିନ୍ଦନୀୟ ଓ ଅମାନବୀୟ […]

Read More

ଖରା ବଢ଼ିଲେ ବନ୍ଦ ହେବ ଅଙ୍ଗନବାଡ଼ି, ପିଲାଙ୍କ ଖାଦ୍ୟ ଘରକୁ ପଠାଯିବ: ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଖରା ନିଜର ପ୍ରକୋପ ଦେଖାଇବା ଆରମ୍ଭ କରିଛି । ପ୍ରବଳ ଖରା ସାଙ୍ଗକୁ ରାଜ୍ୟରେ ପ୍ରବଳ ଗୁଳୁଗୁଳି ଅନୁଭୁତ ହେଉଛି । ଦିନ ୮ଟା ବେଳୁ ଟାଣ ଖରା ଯୋଗୁଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି । ପଶ୍ଚିମ ଓଡ଼ିଶାରେ ଦିନକୁ ଦିନ ସ୍ଥିତି ଗମ୍ଭୀର ହେଉଛି । ରାଜ୍ୟରେ ଏବେ ସକାଳୁଆ ସ୍କୁଲ ଚାଲିଥିବା ବେଳେ ପିଲାମାନେ ସାଢ଼େ ୧୦ଟାରେ ଘରକୁ ଫେରିବା ବେଳେ ନୟାନ୍ତ ହୋଇ ପଡୁଛନ୍ତି । ଅଭିଭାବକମାନେ ଛୋଟ […]

Read More

ମଙ୍ଗଳପୁରରେ ରଜ ରୂପସୀର ଅଡ଼ିସନ, ପ୍ରତିଯୋଗୀଙ୍କ ମଧ୍ୟରେ ଉତ୍ସାହ

ଓଡ଼ିଶା ଲିଡ୍ସ(ଯାଜପୁର): ଗତ ରବିବାର ଦିନ ଆର.ଏନ.ପି ସିନେ ପ୍ରଡକସନ ପକ୍ଷରୁ ଆୟୋଜିତ ହେଉଥିବା “ରଜ ରୂପସୀ”ର ଅଡିସନ ମଙ୍ଗଳପୁର ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଡିସନରେ ସ୍ଥାନୀୟ ଅଞ୍ଚଳର ପ୍ରତିଭା ମାନେ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ଏହି ଅଡିସନରେ ବିଚାରପତି ଭାବେ ସାର୍ଥକ, ନେହା ପାଣିଗ୍ରାହୀ, ନେହା ଝା ଓ ଶୁଭାଙ୍ଗି ଭାଗ ନେଇଥିଲେ । କାର୍ଯ୍ୟକ୍ରମରେ ଥଲୁକୁଡି ପଚାୟତର ସରପଞ୍ଚ ଗୀତାଞ୍ଜଳି ସେଠି […]

Read More

ହନୁମାନ ଜୟନ୍ତୀ ପାଳିତ

ଓଡ଼ିଶା ଲିଡ୍ସ(ଯାଜପୁର): ମହା ବିଷୁବ ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନବ ବର୍ଷ ପାଇଁ ସହର ଠାରୁ ନେଇ ପୁରପଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇଛି । ଆଜି ସକାଳୁ ସବୁ ଦେବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ବିଶେଷ କରି ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଶ୍ରଦ୍ଧାଳୁ ମାନେ ପୂଜାର୍ଚ୍ଚନା କରି ଆଶିର୍ବାଦ କାମନା କରିଥିଲେ । ଆଜି ବରୀ ମାଉଣ୍ଡ ସ୍ଥିତ ଶକ୍ତି ପୀଠରେ ଥିବା […]

Read More

ମାଓବାଦୀଙ୍କ ସ୍ଥିତି ନେଇ ସରକାର ସ୍ପଷ୍ଟୀକରଣ ରଖନ୍ତୁ- ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଗୋଟିଏ ସମୟରେ ଓଡ଼ିଶା ମାଓବାଦୀ ମୁକ୍ତ ରାଜ୍ୟ ଭାବେ ଘୋଷଣା ହୋଇଥିଲା । ହେଲେ ବିଜେପି ସରକାର କ୍ଷମତାକୁ ଆସିଲାର ମାତ୍ର ଦଶ ମାସ ମଧ୍ୟରେ ରାଜ୍ୟର ତିନିଟି ଜିଲ୍ଲା ଢେଙ୍କାନାଳ, କେନ୍ଦୁଝର ଓ ଯାଜପୁରରେ ମାଓବାଦୀଙ୍କ ଗତିବିଧି ବୃଦ୍ଧି ପାଇଥିବା ବିଭିନ୍ନ ଗଣ ମାଧ୍ୟମରେ ପ୍ରକାଶ ପାଇଛି । ହେଲେ ଏହାକୁ ରୋକିବା ପାଇଁ ସରକାର କୌଣସି ପଦକ୍ଷେପ ନେଉ ନଥିବା ଅଭିଯୋଗ କରି ସ୍ପଷ୍ଟୀକରଣ ଚାହିଁଛନ୍ତି ଦଳର ବରିଷ୍ଠ ନେତା ତଥା […]

Read More

ଯାଜପୁର କଂଗ୍ରେସର ମସାଲ ଶୋଭାଯାତ୍ରା ପାଇଁ ପ୍ରସ୍ତୁତି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ବ୍ଲକରେ ମସାଲ ଶୋଭାଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି ଅବସରରେ ଯାଜପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା କଂଗ୍ରେସ କାର୍ଯ୍ୟଳୟରେ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ମନୋଜ ରାଉତଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକରେ ଜିଲ୍ଲା କଂଗ୍ରେସ ପ୍ରଭାରୀ ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହୁରିଆଙ୍କ ସହିତ ଜିଲ୍ଲାର ସମସ୍ତ […]

Read More

ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ଓ୍ବାକଫ୍ ସଂଶୋଧନ ଆଇନ: ମମତା ବାନାର୍ଜୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପଶ୍ଚିମବଙ୍ଗରେ ଓ୍ବାକଫ ସଂଶୋଧନ ଆଇନ୍ ଲାଗୁ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି । ସେ କହିଛନ୍ତି ସଂଖ୍ୟାଲଘୁ ଲୋକମାନଙ୍କର ସମ୍ପତ୍ତିକୁ ସୁରକ୍ଷା ପ୍ରଦାନ କରାଯିବ । କେନ୍ଦ୍ର ସରକାରଙ୍କ ନେଇଥିବା ପଦକ୍ଷେପ ବିଷୟରେ ଆଲୋଚନା କରି ତାହାକୁ “ଡିଭାଇଡ୍ ଏଣ୍ଡ ରୁଲ” ବୋଲି କହିଛନ୍ତି ମମତା। ଗତକାଲି କୋଲକତାରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ରାଜ୍ୟରେ ଓ୍ବାକଫ ସଂଶୋଧନ ଆଇନ ଲାଗୁ ହେବ ନାହିଁ ବୋଲି ମମତା ସ୍ପଷ୍ଟ […]

Read More

ନବୀନଙ୍କ ସମ୍ମାନ କଣ ବିଜେଡି ପାଇଁ ଗୌଣ,ସୌମ୍ୟଙ୍କ ଚୁପ ସୈତାନ କାଟାକ୍ଷ ପରେ ବି ପାଟି ଖୋଲୁନାହାନ୍ତି ପ୍ରବକ୍ତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ୱକଫ ବିଲକୁ ନେଇ ବିଜେଡି ବସ୍ତୁତଃ ଦୁଇ ଭାଗରେ ବିଭକ୍ତ ହୋଇ ଯାଇଛି । ଦଳରେ ଏଭଳି ସ୍ଥିତି ଉପୁଜି ଏବେ ନବୀନ ନିବାସରେ ପାଣ୍ଡିଆନ ହଟାଅ, ବିଜେଡି ବଞ୍ଚାଅ ନାରା ଶୁଭିଛି । ପାଣ୍ଡିଆନଙ୍କ ବିରୁଦ୍ଧରେ ଉଠୁଥିବା ସ୍ୱର ଆଗକୁ ଅଧିକ ଉଗ୍ର ହେବାର ସମ୍ଭାବନାକୁ ଏଡାଇ ଦେଇ ହେବ ନାହିଁ । ଏପରି ସ୍ଥଳେ ଗତକାଲି ସଭାପତି ନବୀନ ପଟ୍ଟନାୟକ ପାଣ୍ଡିଆଙ୍କ ସପକ୍ଷରେ ମୁହଁ ଖୋଲିଛନ୍ତି । ରାଜନୀତିରୁ ସନ୍ୟାସ ନେଇଥିବା […]

Read More

ଆପଣ ମାନେ ଦଳର ଶକ୍ତି, ମୋ ପ୍ରେରଣାର ଉତ୍ସ-ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର):ଆପଣ ମାନେ ଦଳର ଶକ୍ତି ଓ ମୋ ପ୍ରେରଣାର ଉତ୍ସ । ଆପଣଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶିର୍ବାଦ ମତେ ବହୁତ କିଛି ଦେଇଛି । ଆପଣ ମାନଙ୍କ ନିକଟରେ ମୁଁ ଋଣୀ । ମା ମାନଙ୍କର ଆଶିର୍ବାଦ କଠିନ ସମୟରେ ରାସ୍ତା ଦେଖାଇଥାଏ । ଆଜିର ଏହି ସମାବେଶ ମୋ ପ୍ରତି ଓ ଦଳ ପ୍ରତି ଆପଣଙ୍କ ଅତୁଟ ବନ୍ଧନକୁ ପ୍ରକାଶ କରିଛି । ଏ ବନ୍ଦନ ସ୍ନେହ, ମମତାର ବନ୍ଧନ । କୌଣସି […]

Read More

ସୁକିନ୍ଦାରେ ଚାନ୍ଦା ଆତଙ୍କ, ଥାନାରେ ଅଭିଯୋଗ କଲା ଠିକା ସଂସ୍ଥା

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ନିର୍ବାଚନ ମଣ୍ଡଳୀରେ ଏବେ ଚାନ୍ଦା ଆତଙ୍କ ଦେଖାଦେଇଛି । ବିଭିନ୍ନ ଶିଳ୍ପ ସଂସ୍ଥା ସହିତ ଠିକା ସଂସ୍ଥାକୁ ବିପୁଳ ଚାନ୍ଦା ମଗା ଯାଉଥିବା ଅଭିଯୋଗ ହେଉଛି । ଏହାକୁ ନେଇ ପ୍ରମାଦ ଗଣିଲେଣି ଶିଳ୍ପ ସଂସ୍ଥା ଓ ଠିକା ସଂସ୍ଥା । ଏକ ଠିକା ସଂସ୍ଥାକୁ ଚାନ୍ଦା ପାଇଁ ଧମକ ଦେବାକୁ ନେଇ ଠିକା ସଂସ୍ଥା ପୋଲିସ ନିକଟରେ ଅଭିଯୋଗ କରିଛି । ସୁକିନ୍ଦାର ଜୀବନ ରେଖା କୁହା ଯାଉଥିବା ରେଙ୍ଗାଲି କେନାଲର […]

Read More