
ବିଧାନସଭାରେ ଜୟ ନାରାୟଣ ତାତି
ଓଡ଼ିଶା ଲିଡ୍ସ(ବ୍ୟୁରୋ): ବନ୍ଦେ ଉତ୍କଳ ଜନନୀକୁ ବିରୋଧ କରି ଓଡ଼ିଶାରେ ମିଶିବା ଆମର ଐତିହାସିକ ଭୁଲ ବୋଲି ମନ୍ତବ୍ୟ ଦେଇଥିଲେ ବିଜେପିର ବରିଷ୍ଠ ବିଧାୟକ ଜୟ ନାରାୟଣ ମିଶ୍ର । ଯାହା ସାରା ରାଜ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି । ତାଙ୍କ ମନ୍ତବ୍ୟ ଵିଵାଦୀୟ ପରିସ୍ଥିତି ସୃଷ୍ଟି କରିଥିଲା ବେଳେ ବିଜେପି ଅଡୁଆରେ ପଡି ଯାଇଛି । ବିଭିନ୍ନ ସମୟରେ ବିଭିନ୍ନ ମନ୍ତବ୍ୟ ଦେଇ ଜୟ ନାରାୟଣ ଚର୍ଚ୍ଚାର ପରିଧି ମଧ୍ୟକୁ ଆସିବାର ବହୁ ନଜିର […]




























