
ଗଜାନନଙ୍କ ପୂଜା ଯୋଗୁଁ ଉତ୍ସବ ମୁଖର କୃଷ୍ଣପ୍ରସାଦ ଅଞ୍ଚଳ
ଓଡ଼ିଶା ଲିଡ୍ସ(କୃଷ୍ଣପ୍ରସାଦ): ଅଗ୍ରପୂଜ୍ୟ, ବିଘ୍ନ ବିନାଶକ ଗଜାନନଙ୍କ ପୂଜା ଉତ୍ସବ କୃଷ୍ଣପ୍ରସାଦ ବ୍ଳକ ଅଞ୍ଚଳରେ ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି । ବିଭିନ୍ନ ଅନୁଷ୍ଠାନ ଓ ଶିକ୍ଷା ଅନୁଷ୍ଠାନ ପରିସରରେ ପ୍ରଭୁ ଗଜାନନଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ପାଉଛନ୍ତି । ବିଭିନ୍ନ ପୂଜା ମଣ୍ଡପରେ ଗଜାନନଙ୍କ ମୃଣ୍ମୟ ମୂର୍ତ୍ତି ପୂଜା ପାଉଥିବା ବେଳେ ରଙ୍ଗୀନ ଆଲୋକ ମାଳାରେ ପୂଜା ମଣ୍ଡପ ଗୁଡିକ ଝଲସି ଉଠୁଛି । ବିଭିନ୍ନ ସ୍ଥାନରେ ଗଜାନନଙ୍କ ପୂଜା ଉତ୍ସବ ଯୋଗୁଁ କୃଷ୍ଣପ୍ରସାଦ […]



























