Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > Articles by: orissaleads@admin

ମଣିଷ ପଣିଆର ନିଆରା ଚିତ୍ର, ବିପଦ ବେଳର ବନ୍ଧୁ ଡ୍ୟାନି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ମଣିଷ ପଣିଆ ସମାଜରୁ ଦିନକୁ ଦିନ ହଜି ଯାଉଛି । ହେଲେ କିଛି ଲୋକଙ୍କ ନିକଟରେ ମଣିଷ ପଣିଆ ବଞ୍ଚି ରହିଛି । ବିପଦ ବେଳେ ପରିବାର ନିକଟରେ ପହଞ୍ଚି ପରିବାର ବର୍ଗଙ୍କୁ ସାନ୍ତ୍ୱନା ଦେବା କେବଳ ନୁହେଁ, ସେହି ପରିବାରର ଜଣେ ସଦସ୍ୟଙ୍କ ଭଳି ଜୁଇ ଜଳିବା ବେଳେ ଆଖିକୁ ଓଦା କରି ସେଠାରେ ମନସ୍ତାପରେ ଛିଡା ହୋଇଥିବା ଭଳି ଘଟଣା କୋଚିତ ରାଜନେତାଙ୍କ ନିକଟରେ ଦେଖିବାକୁ ମିଳୁଥିଲା ବେଳେ ସେମାନଙ୍କ ମଧ୍ୟରୁ […]

Read More

ସ୍ମଶାନ ଘାଟରେ ପହଞ୍ଚି ଶେଷ ଦର୍ଶନ କଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ଗତକାଲି ଏକ ସଡ଼କ ଦୁର୍ଘଟଣାରେ ରାଁସୋଳ ପଞ୍ଚାୟତର କାଦୁଅବନ୍ଦୀ ଗ୍ରାମର ବିଶ୍ଵନାଥ ମହାନ୍ତ (ବିଶୁ) ଏବଂ ମହୁଲଖାଲ ଗ୍ରାମର ସଂଜୟ କୁମାର ମହାନ୍ତ(ଗେଡୁ)ଙ୍କର ଶୋଚନୀୟ ମୃତ୍ୟୁ ହୋଇଥିଲା । ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ସମୟରେ କାରଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା । ଦୁର୍ଘଟଣାରେ ଦୁଇ ଯୁବକଙ୍କ ଦେହାନ୍ତ ହୋଇଥିବା ଖବର ପାଇ ଶ୍ମଶାନ ଘାଟରେ ପହଁଚି ଶେଷ ଦର୍ଶନ କରିଥିଲେ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ […]

Read More

ସଡକ ଦୁର୍ଘଟଣା, ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ସୁକିନ୍ଦା ନିର୍ବାଚନ ମଣ୍ଡଳୀ ରାଁସୋଳ ପଞ୍ଚାୟତ ମହୁଲଖାଲ ଗ୍ରାମ ସ୍କୁଲ ପାଖ ରାସ୍ତାରେ ଗତ କାଲି ରାତି ପ୍ରାୟ ୧୦ଟା ୩୦ରେ ଏକ କାର ଭାରସାମ୍ୟ ହରାଇ ଓଲଟି ପଡିବାରୁ ୨ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଉଛନ୍ତି ମହୁଲଖାଲ ଗ୍ରାମର ସଂଜୟ କୁମାର ମହାନ୍ତ(ଗେଡୁ) ଓ କାଦୁଅବନ୍ଦୀ ଗ୍ରାମର ବିଶ୍ଵନାଥ ମହାନ୍ତ (ବିଶୁ) । ଏହି ଦୁଃଖଦ ଘଟଣା ଖଣି ଅଞ୍ଚଳରେ ଶୋକାକୁଳ ପରିବେଶ […]

Read More

ବ୍ୟାସନଗରରେ ବଢୁଛି ଡାଇରିଆ ରୋଗୀଙ୍କ ସଂଖ୍ୟା, ରୋଗୀଙ୍କ ନିକଟରେ ପହଂଚିଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ଲିଡ୍ସ(ଯାଜପୁର): ବ୍ୟାସନଗର ଅଞ୍ଚଳରେ ଡାଇରିଆ ଆତଙ୍କ ଦେଖାଦେଇଛି । ଶତାଧିକ ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇ ଯାଜପୁର ରୋଡ଼ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ମଧ୍ୟରୁ କିଛି ରୋଗୀଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ପଠା ଯାଇଛି । ଏହି ଖବର ପାଇ ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ଯାଜପୁର ରୋଡ଼ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହିତ ଚିକିତ୍ସା ବ୍ୟବସ୍ଥା ବିଷୟରେ ଡାକ୍ତରଙ୍କ […]

Read More

ପୁରୀରେ ପ୍ରସିଦ୍ଧ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆସନ୍ତା କାଲି ପୁରୀରେ ଦେବସ୍ନାନ ପୂର୍ଣ୍ଣିମା । ସ୍ନାନମଣ୍ଡପରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରିବେ । ମହାପ୍ରଭୁ ଜଗନ୍ନାଥ, ବଡ଼ ଭାଇ ବଳଭଦ୍ର ଓ ଦେବୀ ଶୁଭଦ୍ରା । ଏହା ପରେ ହାତୀବେଶରେ ଉପସ୍ଥିତ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଥିଲା ବେଳେ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ସ୍ନାନବେଦୀକୁ ପହଣ୍ଡି […]

Read More

ନୂତନ ମହାବୀର ମନ୍ଦିର ପ୍ରତିଷ୍ଠା ଉତ୍ସବ

ଓଡ଼ିଶା ଲିଡ୍ସ(ଯାଜପୁର): ଧର୍ମଶାଳା ବ୍ଲକ କୁମାରୀ ଗ୍ରାମପଞ୍ଚାୟତ ଦେଉଳି ଭାଲୁଖାଇ ଠାରେ ମହାବୀରଙ୍କ ନୂତନ ମନ୍ଦିର ଏବଂ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଦୁଇଦିନ ଧରି ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ରୀତି ନୀତି ଅନୁଯାୟୀ ହୋମ, ଯଜ୍ଞ ଓ ମନ୍ଦିର ସହିତ ବିଗ୍ରହ ପ୍ରତିଷ୍ଠା ହୋଇଥିଲା । ପୂଜକଙ୍କ ମନ୍ତ୍ର ପାଠ ସହିତ ହନୁମାନ ଚାଳିଶା ପାଠ ସ୍ଥାନୀୟ ଅଞ୍ଚଳରେ ଭକ୍ତିମୟ ପରିବେଶ ସୃଷ୍ଟି କରିଥିଲା । ଦୈନିକ ଶହ […]

Read More

ଯାଜପୁର ମେଡ଼ିକାଲ କଲେଜ ସମ୍ମୁଖରେ ବନ୍ୟାର ଭ୍ରମ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ଯାଜପୁର ସହରରେ ମଧ୍ୟାହ୍ନରେ ପ୍ରବଳ ବର୍ଷା ହୋଇଥିଲା । ପ୍ରାୟ ଏକ ଘଣ୍ଟା ଧରି ବର୍ଷା ହୋଇଥିଲା । ବର୍ଷା ଫଳରେ ନୂତନ ଭାବେ ନିର୍ମାଣ ହୋଇଥିବା ମହାରାଜା ଯଯାତି କେଶରୀ ମେଡ଼ିକାଲ କଲେଜ ସମ୍ମୁଖ ରାସ୍ତାରେ ବିପୁଳ ପରିମାଣର ବର୍ଷା ଜଳ ଜମି ରହିଥିବା ଦେଖିବାକୁ ମିଳିଛି । ରାସ୍ତା କଡରେ ଡ୍ରେନ ନିର୍ମାଣ ହୋଇଥିଲେ ମଧ୍ୟ ବର୍ଷା ଜଳ ନିଷ୍କାସନରେ ସମସ୍ୟା ଦେଖା ଦେଇଛି । ବର୍ଷା ଜଳ ଜମିବା […]

Read More

ଗାଧେଇଲା ବେଳେ ବିଜୁଳି ମାରିବାରୁ ହେଲ୍ପର ମୃତ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ଜିଲାର ବିଭିନ୍ନ ସ୍ଥାନରେ ଘଡଘଡି ସହିତ ବିଜୁଳି ମାରି ପ୍ରବଳ ବର୍ଷା ମଧ୍ୟାହ୍ନରେ ହୋଇଥିଲା । ରଗଡି ଛକରେ ଏକ ହୋଟେଲ ନିକଟରେ ବିଜୁଳି ମାରିବାରୁ ଜଣେ ଟ୍ରକ ହେଲ୍ପରଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ମୃତ ହେଲ୍ପର ଜଣକ ହେଲେ ଅନୁଗୁଳ ଜିଲ୍ଲାର ଦିଲ୍ଲୀପ ନାୟକ । କେନ୍ଦୁଝର ଜିଲ୍ଲାରୁ ଏକ ଟ୍ରକ ମାଲ ନେଇ ଯାଜପୁର ଜିଲ୍ଲାକୁ ଆସିଥିଲା l ରଗଡି ଛକରେ ଟ୍ରକ ଡ୍ରାଇଭର ଗାଡି ରଖିଥିଲେ […]

Read More

ଦିନ ଯାକ ଅସହ୍ୟ ଗୁଳୁଗୁଳି, ଅପରାହ୍ନରେ ଘଡଘଡି, ବିଜୁଳି ସହିତ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ସକାଳୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଥିଲା । ଯାହାକୁ ନେଇ ଜନ ସାଧାରଣ ଅସ୍ତବ୍ୟସ୍ତ ହୋଇ ପଡ଼ିଥିଲେ । ଗୋଟିଏ ପଟେ ଅସହ୍ୟ ଗୁଳୁଗୁଳି ଓ ଅନ୍ୟପଟେ ବାରମ୍ବାର ବିଦ୍ୟୁତ କାଟ ଚିନ୍ତାର କାରଣ ସାଜିଥିଲା । ହେଲେ ଅପରାହ୍ନରେ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା । ଆକାଶ ମେଘାଛନ୍ନ ହେବା ସହିତ ସଂଧ୍ୟାର ଭ୍ରମ ସୃଷ୍ଟି ହୋଇଥିଲା । ଏହା ପରେ ପ୍ରବଳ ବିଜୁଳି, ଘଡଘଡି ମାରିବା ଆରମ୍ଭ କରିଥିଲା । […]

Read More