orissaleads

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନରେ ମହଙ୍ଗା ମାଡ଼: ଟମାଟୋ କିଲୋ ୬୦୦, ଅଦା କିଲୋ ୭୫୦ ଟଙ୍କା

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ପାକିସ୍ତାନ ଉପରେ ଆଫ୍ଗାନିସ୍ତାନର ଆକ୍ରମଣ: ୫୮ ପାକ୍ ସୈନିକଙ୍କ ମୃତ୍ୟୁ ଦାବି କଲା ଆଫଗାନିସ୍ତାନ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଗାଜା ଷ୍ଟ୍ରିପରେ ଇସ୍ରାଏଲର ବିମାନ ଆକ୍ରମଣ, ମୃତ୍ୟୁ ମୁଖରେ ୪୦ ପାଲେଷ୍ଟାଇନ ନାଗରିକ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମନ୍ତ୍ରୀ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

ଟୁଟୁ ନାହିଁ ଭାରତ-ଆମେରିକା ବିବାଦ, ରୁଷରେ ପହଞ୍ଚିଲେ ଅଜିତ ଡୋଭାଲ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

୭ ମାସ ମଧ୍ୟରେ ୧୭ ଶହ ଭାରତୀୟଙ୍କୁ ବିଦା କରିଛି ଆମେରିକା, ପଞ୍ଜାବ ଓ ହରିୟାଣାରୁ ସର୍ବାଧିକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ପ୍ରୀତିରଞ୍ଜନଙ୍କ ଆଶୁ ଆରୋଗ୍ୟ କାମନା କଲେ ସମର୍ଥକ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ସୁନା ଝିଅଙ୍କୁ ସମ୍ବର୍ଦ୍ଧିତ କଲେ ହିମାଂଶୁ

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଅଶାନ୍ତ ମଧ୍ୟପ୍ରାଚ, ଇରାନର ତିନିଟି ପରମାଣୁ କେନ୍ଦ୍ରରେ ଆମେରିକାର ପ୍ରବଳ ବୋମା ମାଡ଼

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

ଆମେରିକାକୁ ହମାସର ଚେତାବନୀ, ଇରାନ ବିରୁଦ୍ଧରେ ସାମରିକ ହସ୍ତକ୍ଷେପ ବିଷୟରେ ଚିନ୍ତା କଲେ ପରିଣାମ ଭୟଙ୍କର ହେବ

Blog Post

orissaleads > Articles by: orissaleads@admin

୩୪ ରନ କଲେ କୋହଲି, ଧାୱନଙ୍କୁ ଟପିବେ ଶ୍ରେୟାସ

ଓଡ଼ିଶା ଲିଡ୍ସ(ବ୍ୟୁରୋ) : ଆଘାତ ସମସ୍ୟାରୁ ମୁକୁଳି ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିଥିବା ମଧ୍ୟକ୍ରମ ବ୍ୟାଟର ଶ୍ରେୟାସ ଆୟର ଆଉ ୩୪ ରନ ସଂଗ୍ରହ କରିଲେ କୋହଲି ଓ ଶିଖର ଧାୱନଙ୍କ ରେକର୍ଡ ଭାଙ୍ଗିବେ । ଶ୍ରେୟାସ ୬୮ଟି ଏକଦିବସୀୟ ପାଳିରୁ ୪୭.୮୩ ହାରରେ ୨୯୬୬ ରନ୍‌ କରିସାରିଛନ୍ତି । ନ୍ୟୁଜିଲାଣ୍ଡ ବିରୁଦ୍ଧ ପ୍ରଥମ ଦିନିକିଆରେ ୪୯ ରନ୍‌ର ପାଳି ଖେଳି ନିଜ ଫର୍ମର ପରିଚୟ ଦେଇଥିବା ଶ୍ରେୟାସ ଦ୍ୱିତୀୟ ଦିନିକିଆରେ ଏହି ରେକର୍ଡ ଛୁଇଁବେ ବୋଲି ତାଙ୍କ […]

Read More

ବୁଢ଼ା ପୋଲ ଛକ: ରାସ୍ତାରେ ହେଉଛି ବେପାର, ପୋଲିସ ନିରବ

ଓଡ଼ିଶା ଲିଡ୍ସ(ଯାଜପୁର): ଜିଲ୍ଲାର ଅନ୍ୟତମ ବ୍ୟସ୍ତ ବହୁଳ ରାସ୍ତା କୁଆଖିଆ-ବରୁଆଁ-ଯାଜପୁର ରାସ୍ତା । ଦୈନିକ ହଜାର ହଜାର ଗାଡି ସହିତ ବହୁ ସମୟରେ ଏହି ରାସ୍ତାରେ ଆମ୍ବୁଲାସ ଗତାଗତ କରୁଛି । ହେଲେ ଏହି ରାସ୍ତାର ବୁଢ଼ା ପୋଲ ଛକ ସବୁ ସମୟରେ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛି । ଏହି ଛକର ଉଭୟ କଡ଼ରେ ଦୋକାନ ମାନ ରହିଛି । ଦୋକାନ ଗୁଡିକ ମଧ୍ୟରୁ ଅଧିକ ସଂଖ୍ୟାରେ ପରିବା ଦୋକାନ ରହିଛି । ଏହି ପରିବା […]

Read More

ଆବାକସ ଗଣିତ ପ୍ରତିଯୋଗୀତା, ଭାଗନେଲେ ଶତାଧିକ ପ୍ରତିଯୋଗୀ

ଓଡ଼ିଶା ଲିଡ୍ସ(ଯାଜପୁର): ଡିୟୁ ପବ୍ଲିକ୍ ସ୍କୁଲ ପଡ଼ିଆରେ ଆବାକସ୍ ଗଣିତ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଯାଜପୁର ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ୧୭୦ରୁ ଅଧିକ ଛାତ୍ରଛାତ୍ରୀ ଉକ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଛାତ୍ରଛାତ୍ରୀ ମାନେ ଆବାକସ କୌଶଳ ମାଧ୍ୟମରେ ଗତି ଗଣନା, ସଠିକତା ଏବଂ ମାନସିକ ଗଣିତରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରିଥିଲେ। ଯୁବ ଶିକ୍ଷାର୍ଥୀଙ୍କ ମଧ୍ୟରେ ସଂଖ୍ୟାତ୍ମକ କ୍ଷମତା, ଏକାଗ୍ରତା ଏବଂ ଆତ୍ମବିଶ୍ୱାସ ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ଲକ୍ଷ ଥିଲା । ବିଚାରକମାନେ […]

Read More

ଜି.ସି କଲେଜରେ ଜାତୀୟ ଯୁବ ଦିବସ ଓ ବନ୍ଦେ ମାତରମର ୧୫୦ ତମ ବର୍ଷିକୀ ପାଳନ

ଓଡ଼ିଶା ଲିଡ୍ସ(ଯାଜପୁର): ବରୀ ବ୍ଲକ ରାମଚନ୍ଦ୍ରପୁର ସ୍ଥିତ ଗୋପବନ୍ଧୁ ଚୌଧୁରୀ ମହା ବିଦ୍ୟାଳୟରେ ଜାତୀୟ ଯୁବ ଦିବସ ଓ ବନ୍ଦେ ମାତରମର ୧୫୦ ତମ ବର୍ଷିକୀ ପାଳିତ ହୋଇ ଯାଇଛି । କଲେଜର ଅଧ୍ୟକ୍ଷ ପ୍ରଫେସର ପ୍ରବୋଧ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ପ୍ରାରମ୍ଭରେ ସମସ୍ତେ ବନ୍ଦେ ମାତରମ ଗାନ କରିଥିଲେ । ଏହା ପରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ଦେଶାତ୍ମକ […]

Read More

ମଣ୍ଡି ଅବ୍ୟବସ୍ଥା: ଧାନ ବିକ୍ରି ଚିନ୍ତାରେ ଚାଷୀ ପରିବାର

ଓଡ଼ିଶା ଲିଡ୍ସ(ଯାଜପୁର): ରାଜ୍ୟରେ ଧାନ ବିକ୍ରିକୁ ନେଇ ଚାଷୀ କ୍ଷୁବ୍ଧ ହୋଇ ପଡିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଛି । ସରକାର ଏ ନେଇ ଠୋସ ପଦକ୍ଷେପ ନ ନେବା ଚାଷୀଙ୍କୁ ଏକ ପ୍ରକାର ହତାଶ କରି ଦେଇଛି । ଖୋଦ ସମବାୟ ମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବି ଏହି ଅବ୍ୟବସ୍ଥା ଦେଖିବାକୁ ମିଳିଛି । ଆଜି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ସୁକିନ୍ଦାର ଏକ ଗ୍ରାମକୁ […]

Read More

ସମ୍ବଲପୁରରେ ଗଡିବ ୫୦ ଇ-ବସ:୨୫ଟି ନୂଆ ଇ-ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସମ୍ବଲପୁରରେ ଗମନା ଗମନକୁ ସୁ ବ୍ୟବସ୍ଥିତ କରିବାକୁ ସରକାର ଇ-ବସ ସେବା ଆରମ୍ଭ କରିଛନ୍ତି । ୫୦ ଟି ଇ-ବସ ସମ୍ବଲପୁରରେ ଚାଲିବାକୁ ଥିଲା ବେଳେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୫ ଟି ବସ ଚଳାଚଳର ଶୁଭାରମ୍ଭ କରିଛନ୍ତି । ଅନ୍ୟପକ୍ଷରେ ସମ୍ବଲପୁରରେ ବସ ଗୁଡ଼ିକର ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ ଅଇଁଠାପାଲି ଠାରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନସପୋର୍ଟର ଅତ୍ୟାଧୁନିକ ବସ୍ ଟର୍ମିନାଲ ମଧ୍ୟ ଆଜି ଉଦ୍‌ଘାଟନ କରାଯାଇଛି। ଏଥିସହିତ […]

Read More

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି , ଖୋଦ ସରକାରଙ୍କ ଦ୍ଵାରା ଚାଷୀ ପ୍ରତାରିତ, ଅସହାୟ ଓ ହତାଶ ହେଉଛନ୍ତି ବୋଲି କହିଛନ୍ତି ଵିରୋଧି ଦଳ ନେତା ନବୀନ ପଟ୍ଟନାୟକ । ଶ୍ରୀ ପଟ୍ଟନାୟକ ଆହୁରି କହିଛନ୍ତି, ଅସହ୍ୟ ଥଣ୍ଡା କାକର, ଶୀତରେ ଚାଷୀମାନେ ମଣ୍ଡିରେ ନିଜ ଅମଳ ଧାନକୁ ଜଗି ବସିଛନ୍ତି। ରାଜରାସ୍ତାରେ ଆନ୍ଦୋଳନ କରୁଛନ୍ତି। ସରକାର ଚାଷୀଙ୍କ ଧାନ କେବେ ଉଠାଇବେ? ଚାଷୀଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ବିଜେପିର […]

Read More

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଇରାନରେ ସରକାରଙ୍କ ବିରୁଦ୍ଧରେ ପ୍ରତିବାଦ ତୀବ୍ର ହେଉଥିଲା ବେଳେ ପ୍ରତିବାଦ କାରୀଙ୍କୁ ନିର୍ମମ ଭାବେ ଦମନ କରାଯାଉଛି । ସରକାରଙ୍କ ନିର୍ଦ୍ଦେଶରେ ସୁରକ୍ଷା ବାହିନୀ ଅନେକ ସ୍ଥାନରେ ପ୍ରତିବାଦ କାରୀଙ୍କ ଉପରେ ଗୁଳି ଚଳାଇଥିବା ରିପୋର୍ଟ ସାରା ବିଶ୍ୱକୁ ସ୍ତବ୍ଧ କରିଛି । ତେହେରାନର ଜଣେ ଡାକ୍ତର କହିଛନ୍ତି, ରାଜଧାନୀ ତେହେରାନର ଛଅଟି ହସ୍ପିଟାଲରେ ୨୧୭ ଜଣ ପ୍ରତିବାଦକାରୀଙ୍କ ମୃତ୍ୟୁ ହୋଇଛି । ଇରାନରେ ଇସଲାମିକ ଏକ ଛତ୍ରବାଦ ଶାସନ ବିରୋଧରେ ଚାଲିଥିବା ପ୍ରତିବାଦ […]

Read More

ରାଜ୍ୟରେ ପ୍ରବଳ ଶୀତ ଲହରୀ: ଘରୋଇ ବିଦ୍ୟାଳୟ ସମୟ ପରିବର୍ତ୍ତନ ଦାବି

ଓଡ଼ିଶା ଲିଡ୍ସ(ବ୍ୟୁରୋ): ରାଜ୍ୟରେ ପ୍ରବଳ ଶୀତ ଲହରୀ ଅନୁଭୂତ ହେଉଥିଲା ବେଳେ ଶୀତ ରାଜ୍ୟବାସୀଙ୍କୁ ନୟାନ୍ତ କରୁଛି । ସଞ୍ଜ ନଇଁଲେ ଶୀତ ମାଡି ଆସୁଥିଲା ବେଳେ ବିଭିନ୍ନ ସ୍ଥାନରେ ଶୀତ ରେକର୍ଡ ଭାଙ୍ଗୁଛି । ଶୀତରେ ବୟସ୍କ ମାନଙ୍କ ସହିତ ଛୋଟ ଛୋଟ ପିଲା ବେଶି ପ୍ରଭାବିତ ହେଉଛନ୍ତି । ରାଜ୍ୟର ବିଭିନ୍ନ ଘରୋଇ ବିଦ୍ୟାଳୟ ଗୁଡିକ ସକାଳୁ ସ୍କୁଲ ଖୋଲୁଛନ୍ତି । ଫଳରେ ଛୋଟ ଛୋଟ ପିଲାମାନେ ପ୍ରବଳ ଶୀତରେ ସ୍କୁଲ ଯିବାକୁ ବାଧ୍ୟ […]

Read More

ଶୀତରେ ଥରୁଛି ଓଡ଼ିଶା: ଶିମିଳିପାଳରେ ଶୂନ ଡିଗ୍ରି ତଳେ ପାରଦ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା । ପ୍ରବଳ ଶୀତ ଲହରୀ ରାଜ୍ୟବାସୀଙ୍କୁ କଲବଲ କରୁଛି । ମୟୁରଭଞ୍ଜ ଶିମିଳିପାଳରେ ଶୁନ୍ୟ ଡିଗ୍ରୀକୁ ଖସି ଯାଇଛି ପାରଦ। ରାଜଧାନୀ ଭୁବନେଶ୍ଵରରେ ବି ଶୀତ ରାଜଧାନୀବାସୀଙ୍କୁ କଲବଲ କରୁଛି । ସୁନ୍ଦରଗଡ ଜିଲ୍ଲା କୋଇଡା ଖଣି ଅଞ୍ଚଳରେ ତୁଷାରପାତ ଦେଖିବାକୁ ମିଳିଛି । ଆହୁରି ସପ୍ତାହେ ଯାଏଁ ଏଭଳି ଶୀତ ଲହରୀ ଜାରି ରହିବାର ଆକଳନ କରିଛି ପାଣିପାଗ ବିଭାଗ। ଶିମିଳିପାଳରେ ମାଇନସ ଡିଗ୍ରୀକୁ ଖସିଛି […]

Read More