Skip to main content

orissaleads

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ଟ୍ୟାଙ୍କର ସହିତ ବସ ଧକ୍କା: ମକ୍କାରୁ ମଦିନା ଯାଉଥିବା ବସ ଯାତ୍ରୀଙ୍କ ମଧ୍ୟରୁ ୪୨ ଜଣ ଭାରତୀୟ ଜୀବନ୍ତ ଦଗ୍ଧ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବ୍ରହ୍ମଣୀରୁ ବାଲି ଲୁଟ, ପ୍ରଶାସନ ନିରବ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ବିଶୃଙ୍ଖଳାର ଅନ୍ୟନାମ ବରୀ ଥାନା: ରାଇଟରଙ୍କ ହେଲମେଟ ମାଡ଼ରେ କନେଷ୍ଟବଳ ବେହୋସ

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

ଚିନ୍ତାରେ ପାକିସ୍ତାନ, ପାଣି ବନ୍ଦ କରିବ ଆଫଗାନିସ୍ତାନ !

Blog Post

orissaleads > Articles by: orissaleads@admin

ପଶ୍ଚିମବଙ୍ଗ ଅଶାନ୍ତ:ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳିକରି ହତ୍ୟା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନିର୍ବାଚନ ପରେ ପଶ୍ଚିମବଙ୍ଗ ଅଶାନ୍ତ ହୋଇ ପଡିଛି । ବିଜେପି ବିଧାୟକ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଚନ୍ଦ୍ରନାଥ ରଥଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲ୍ଲାର ମଧ୍ୟଗ୍ରାମରେ ଗୁଳିମାଡ଼ ହୋଇଥିବା ସୂଚନା । ଶ ଚନ୍ଦ୍ରନାଥଙ୍କ ମୁଣ୍ଡକୁ ୪ ରାଉଣ୍ଡ ଗୁଳି ମାଡ ହୋଇଥିଲା । ଗୁଳିମାଡ଼ ସମୟରେ ଗାଡ଼ିରେ ଶୁଭେନ୍ଦୁ ଅଧିକାରୀ ନଥିଲେ ବୋଲି ଜଣାଯାଇଛି ।

Read More

ଖେଳୁଥିବା ଅବସ୍ଥାରେ ଛାତ୍ରଙ୍କ ମୃତ୍ୟୁ

ଓଡ଼ିଶା ଲିଡ୍ସ(ଯାଜପୁର): ଆଜି ପଡିଆରେ ସାଙ୍ଗ ମାନଙ୍କ ସହିତ ଖେଳୁଥିବା ଅବସ୍ଥାରେ ଜଣେ ଛାତ୍ରଙ୍କ ଅକାଳ ଦେହାନ୍ତ ହୋଇ ଯାଇଛି । ଅରୁଆଳ ସଂଖ୍ୟାଲଘୁ ବସ୍ତିର ଏସ.କେ.ଆୟାସୁଦ୍ଦିନଙ୍କ ପୁଅ ଏସ.କେ.ଆତେସାମ (୧୪) ଆଜି ସାଙ୍ଗ ମାନଙ୍କ ସହିତ ଗ୍ରାମ ନିକଟ ପଡ଼ିଆରେ ଖେଳୁଥିଲେ । ଖେଳୁଥିବା ସମୟରେ ହଠାତ ସେ ପଡିଯାଇ ଅଚେତ ହୋଇ ଯାଇଥିଲେ । ତାଙ୍କୁ ତୁରନ୍ତ ବରୀ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । […]

Read More

ରାଇରଙ୍ଗପୁରର ନୂତନ ଉପଜିଲ୍ଲାପାଳ ଭାବେ ଉଗ୍ରସେନ ଓରାମଙ୍କ ଯୋଗଦାନ

ଓଡ଼ିଶା ଲିଡ୍ସ(ରାଇରଙ୍ଗପୁର): ରାଇରଙ୍ଗପୁରର ନୂତନ ଉପଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଡିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଉଗ୍ରସେନ ଓରାମ । ଆଜି ଓରାମ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ଭେଟି ରାଇରଙ୍ଗପୁର ଆସି ଉପଜିଲ୍ଲାପାଳ ଭାବେ ତାଙ୍କ କାର୍ଯ୍ୟଭାର ଗ୍ରହଣ କରିଛନ୍ତି।ଏହି ଅବସରରେ ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ଲାକ୍ରା, ସହକାରୀ ଜିଲ୍ଲାପାଳ ସୁଧାକର ସେଠୀ, ଅନିତା ରାଣୀ ମହାନ୍ତ, ଅପର୍ଣ୍ଣା ଅପରାଜିତା, ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ବିକାଶ ରଞ୍ଜନ ମହାନ୍ତି ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଧିନସ୍ଥ […]

Read More

ବିଭିନ୍ନ ସ୍ଥାନରେ ଚଢ଼ାଉ, ୧୨ ଗ୍ୟାସ ଟାଙ୍କି ଜବତ

ଓଡ଼ିଶା ଲିଡ୍ସ(ସୁକିନ୍ଦା): ସୁକିନ୍ଦା ବ୍ଲକ ଡ଼ୁବୁରୀ ଠାରେ ଥିବା ବିଭିନ୍ନ ହୋଟେଲରେ ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଛି । ଚଢ଼ାଉ ସମୟରେ ଲିଜ଼ା ରାଣୀ ହୋଟେଲ ଏବଂ ହୋଟେଲ ପ୍ରଫୁଲରୁ ୧୨ ଗୋଟି ଘରୋଇ ଗ୍ୟାସ ଟାଙ୍କି ଜବତ କରାଯାଇଅଛି । ଏହି ଚଢ଼ାଉରେ ସୁକିନ୍ଦା ବିଡ଼ିଓ ପ୍ରଜ୍ଞା ପରମିତା ପୃଷ୍ଟି, ବ୍ଲକ ଯୋଗାଣ ଅଧିକାରୀ ସୌଭାଗିନୀ ରାୟ ସମେତ ପୋଲିସ କର୍ମଚାରୀ ସାମିଲ ଥିଲେ ।

Read More

ସରକାର ସହିତ ଭବାନୀପୁର ଆସନ ବଞ୍ଚାଇପାରିଲେନି ମମତା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି । ବିଜେପିକୁ ବିପୁଳ ଜନଦେଶ ମିଳିଛି । ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଲା ଭବାନୀପୁର ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପରାଜିତ ହୋଇଛନ୍ତି । ଏଠାରେ ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କ ନିକଟରୁ ପରାଜିତ ହୋଇଛନ୍ତି । ଭବାନୀପୁର ଆସନରୁ ମମତା ବାନାର୍ଜୀ ପୂର୍ବରୁ ୩ ଥର ବିଜୟୀ ହୋଇଥିଲେ। ହେଲେ ଚଳିତ ନିର୍ବାଚନରେ ତାଙ୍କୁ ପରାଜୟର […]

Read More

ଧୋନିଙ୍କୁ ନେଇ ପ୍ରଶଂସକଙ୍କ ଉତ୍କଣ୍ଠା ଜାରି, କେବେ ଓହ୍ଲାଇବେ ପଡ଼ିଆକୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିଶ୍ୱର ଅନ୍ୟତମ ଚର୍ଚ୍ଚିତ କ୍ରିକେଟର ମହେନ୍ଦ୍ର ସିଂ ଧୋନି। ଦୀର୍ଘ ବର୍ଷ ହେଲା ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ ମଧ୍ୟ ଆଇପିଏଲରେ ଖେଳ ଜାରି ରଖିଛନ୍ତି । ଏବେବି ତାଙ୍କୁ ନେଇ ଚର୍ଚ୍ଚା ଥମୁନାହିଁ । ଚେନ୍ନାଇ ସୁପର କିଙ୍ଗସର ସେ ଅବିଛେଦ୍ୟ ଅଙ୍ଗ ହୋଇ ରହିଛନ୍ତି । ପଡିଆରେ ତାଙ୍କର ଟିକିଏ ଝଲକ ପାଇବାକୁ ସମସ୍ତେ ବ୍ୟଗ୍ର । ହେଲେ ଚଳିତ ଆଇପିଏଲ୍‌ ଋତୁରେ ଅଧାରୁ ଅଧିକ ସମୟ ଅତିକ୍ରାନ୍ତ ହୋଇସାରିଥିଲେ ମଧ୍ୟ […]

Read More

ପଶ୍ଚିମବଙ୍ଗରେ ନୂଆ ଯୁଗର ଆରମ୍ଭ ହୋଇଛି: ମୋଦୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପଶ୍ଚିମବଙ୍ଗରେ ନୂଆ ଯୁଗର ଆରମ୍ଭ ହୋଇଛି । ପଶ୍ଚିମବଙ୍ଗରେ ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀସ୍ଥିତ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟାଳୟରୁ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରି ଏହା କହିଛନ୍ତି । ସେ କହିଛନ୍ତି ଏହି ଜନାଦେଶ କେବଳ କ୍ଷମତା ପରିବର୍ତ୍ତନ ନୁହେଁ, ବରଂ ଭୟମୁକ୍ତ ଏବଂ ବିକାଶ ଆଧାରିତ ପଶ୍ଚିମବଙ୍ଗ ଆଡ଼କୁ ବର୍ଦ୍ଧିତ ନିର୍ଣ୍ଣାୟକ ପଦକ୍ଷେପ। ମୋଦୀ ଡା. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ସ୍ବପ୍ନକୁ ମନେ ପକାଇ କହିଛନ୍ତି, ଆଜି ପଶ୍ଚିମବଙ୍ଗର ଜନତା […]

Read More

ବ୍ଲକ ଟପ୍ପରଙ୍କୁ ଶୁଭେଚ୍ଛା ଜଣାଇଲେ ଇଂ ପ୍ରୀତିରଞ୍ଜନ

ଓଡ଼ିଶା ଲିଡ୍ସ(ଯାଜପୁର): ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ସୁକିନ୍ଦା ବ୍ଲକରେ ଟପ୍ପର ହୋଇଛନ୍ତି ଦୁଧୁଯୋରୀ ପଞ୍ଚାୟତର କଞ୍ଚିଚୁଆ ଶିବମ ନାୟକ । ଆଜି ତାଙ୍କୁ ଭେଟି ଶୁଭେଚ୍ଛା ଓ ଅଭିନନ୍ଦନ ସହତାଙ୍କ ଭବିଷ୍ୟତର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ପୂର୍ବତନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ।

Read More

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ୫ ଜଣଙ୍କ ଶୋଚନୀୟ ମୃତ୍ୟୁ

ଶୋକ ପ୍ରକାଶ କଲେ ପୂର୍ବତନ ମନ୍ତ୍ରୀ ଓଡ଼ିଶା ଲିଡ୍ସ(ଯାଜପୁର): ୫୩ ନମ୍ବର ଜାତୀୟ ରାଜପଥ ବରଡା ଛକ ନିକଟରେ ଏକ ବରଯାତ୍ରୀ ବୋଲେରୋ ଛିଡା ହୋଇଥିବା ଟ୍ରକ ପଛକୁ ଧକ୍କା ଦେବାରୁ ବୋଲେରୋରେ ଥିବା ୫ ଜଣଙ୍କର ଶୋଚନୀୟ ମୃତ୍ୟୁ ହୋଇ ଯାଇଛି । ମୃତକ ମାନେ ବଡ଼ଚଣା ଅଞ୍ଚଳର ବୋଲି ଜଣାଯାଇଛି । ଗତକାଲି ରାତିରେ ବଡ଼ଚଣା ଥାନା ଶାସନପୁରୁଷୋତ୍ତମପୁର ଗ୍ରାମରୁ କେଉଁଝରକୁ ୭ରୁ ଉର୍ଦ୍ଧ୍ବ ବରଯାତ୍ରୀ ନେଇ ଯାଇଥିଲା ଏଇ ବୋଲେରୋ ଗାଡି। ଆଜି […]

Read More

ନଛିପୁରାରେ ବିଜେଡିର ସାଂଗଠନିକ ବୈଠକ:ସାଧାରଣ ଲୋକଙ୍କ ସମସ୍ୟା ସମାଧାନ ପାଇଁ ଯତ୍ନବାନ ହୁଅ

ଓଡ଼ିଶା ଲିଡ୍ସ(ଯାଜପୁର): ଦାନଗଦି ବ୍ଲକ୍ ଅନ୍ତର୍ଗତ ନଛିପୁରା ପଞ୍ଚାୟତରେ ବିଜେଡି ପକ୍ଷରୁ ସାଂଗଠନିକ ବୈଠକ ଆୟୋଜିତ ହୋଇ ଯାଇଛି । ଉକ୍ତ ବୈଠକରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଇଂ ପ୍ରତିରଞ୍ଜନ ଘଡ଼ାଇ ଯୋଗଦାନ କରିଥିଲେ । ବୈଠକରେ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ସହିତ ମୂଳ ଭିତ୍ତିକୁ ଶକ୍ତିଶାଳୀ କରିବା ଉପରେ ଗୁରୁତ୍ୱ ଦେଇଥିଲେ ।ଏହି ଅବସରରେ କର୍ମୀମାନଙ୍କ ସହ ଆଗାମୀ ରଣନୀତି ଉପରେ ଆଲୋଚନା କରିବା ସହିତ କର୍ମୀ ମାନେ […]

Read More