
ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୧ ତାରିଖ – Daily Horoscope
ମେଷ ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ପାରିବାରିକ ଏବଂ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଦୈହିକ ସୁସ୍ଥତା, ଅର୍ଥ ଲାଭ ସାଙ୍ଗକୁ ଯାତ୍ରା, ବାଣିଜ୍ୟ, କ୍ରୟବିକ୍ରୟ କ୍ଷେତ୍ରରୁ ଉପକୃତ ହେବେ। ସାହିତ୍ୟ , ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ସଭାକୁ ନିମନ୍ତ୍ରଣ ଏବଂ ସାମାଜିକ ସ୍ତରରେ ସମ୍ମାନିତ ହେବେ। ବୃଷ ମଙ୍ଗଳଙ୍କ ପ୍ରଭାବରେ ରୁକ୍ଷ ବ୍ୟବହାରଜନିତ ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡ଼ିଦେବ। ବୁଧଙ୍କ ଶୁଭତ୍ୱରୁ ଆଶା କରୁଥିବା ଦିଗରୁ […]




























