
ଏକ ଛତ୍ରବାଦ ଶାସନର ଜବାବ ଦେବେ ରାଜ୍ୟବାସୀ: ନରସିଂହ ମିଶ୍ର
ଓଡ଼ିଶା ଲିଡ୍ସ(ବ୍ୟୁରୋ): ଆଜି କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର । ଶ୍ରୀ ମିଶ୍ର କହିଛନ୍ତି ଆଇନ ଅନୁସାରେ ବିଧାନସଭା ଭିତରକୁ ଜଣେ ପୂର୍ବତନ ବିଧାୟକ ଯାଇପାରିବେ। ହେଲେ ପୋଲିସ ଏହାକୁ ବିରୋଧ କରୁଛି । ପୁଲିସ ବାଚସ୍ପତିଙ୍କ ବିନା ଅନୁମତିରେ ବିଧାନସଭା ଭିତରକୁ ଯାଇ ପାରିବେ ନାହିଁ ବୋଲି କହି ଆମକୁ ଭିତରକୁ ଛାଡ଼ିଲା ନାହିଁ।ବାଚସ୍ପତିଙ୍କ ସହ ଫୋନ ଯୋଗେ […]



























