Skip to main content

orissaleads

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ମୁକୁଳା ପଡିଛି ଚନ୍ଦନପୁର ଘାଇ: ପଦକ୍ଷେପ ନେଉନାହିଁ ଜଳ ସମ୍ପଦ ବିଭାଗ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ସିଆଣ୍ଡି ପଞ୍ଚାୟତରେ ବିଜୁ ଜନତା ଦଳର ସାଂଗଠନିକ ବୈଠକ

ଫୁଟବଲ ରୁ ଅଵସର ନେଲେ ମେସି

ଫୁଟବଲ ରୁ ଅଵସର ନେଲେ ମେସି

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ନିର୍ମାଣରେ ତ୍ରୁଟି, ରାମ୍ପ ସମ୍ମୁଖରେ ବିଦ୍ୟୁତ ଖୁଣ୍ଟ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଇରାନୀ ସଂସଦର ମଞ୍ଜୁରୀ:ହର୍ମୁଜ୍ ପ୍ରଣାଳୀ ପାର ହେଉଥିବା ଜାହାଜରୁ ଟୋଲ୍ ଆଦାୟ କରିବ ଇରାନ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଆମେରିକା ଗୁଇନ୍ଦା ସଂସ୍ଥାର ଦାବି: ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ପରମାଣୁ ଯୁଦ୍ଧ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଋଷିଆରୁ ତେଲ କିଣିବାକୁ ଭାରତକୁ ଆମେରିକାର ୩୦ ଦିନ ମହଲତ: ଜବାବରେ ଭାରତ କହିଲା ରୁଷୀୟ ତୈଳ କ୍ରୟ ପାଇଁ କାହାର ଅନୁମତି ଦରକାର ନାହିଁ

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଯୁଦ୍ଧ ପ୍ରଭାବ: ତେଲ ଦରରେ ବୃଦ୍ଧି, ପେଟ୍ରୋଲ-ଡିଜେଲ୍ ପାଇଁ ଲମ୍ବା ଧାଡି

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

ଇରାନ ସ୍କୁଲ ଉପରେ ବୋମାମାଡ଼: ଆମେରିକା ସଶସ୍ତ୍ର ବାହିନୀକୁ ନେଇ ସନ୍ଦେହ

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

କତାରସ୍ଥିତ ଆମେରିକାର ୯ ହଜାର କୋଟିର ସୁପର-ରାଡାର ଧ୍ୱଂସ କଲା ଇରାନ, ଚିନ୍ତାରେ ଆମେରିକା

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଯୁଦ୍ଧ ଫଳରେ ବିଶ୍ବରେ ୧୮ ଶହରୁ ଅଧିକ ବିମାନ ଉଡ଼ାଣ ଠପ: ଫସି ରହିଛନ୍ତି ହଜାର ହଜାର ଯାତ୍ରୀ

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଇରାନର ଯୁଦ୍ଧ ପଡ଼ୋଶୀ ସହ ନୁହେଁ: ୟୁଏଇ ରାଷ୍ଟ୍ରପତି

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ଖୋମେନିଙ୍କ ମୃତ୍ୟୁ ପରେ ପାକିସ୍ତାନରେ ହିଂସା: ଦୂତାବାସରେ ନିଆଁ ଲଗାଇ ଆମେରିକା ସେନା ଗୁଳିରେ ୮ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା, ୨୧ ମୃତ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଧାନ ସଂଗ୍ରହରେ ଅବ୍ୟବସ୍ଥା, ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ଖାମେନିଙ୍କ ନିର୍ମମ ଦମନ: ୨୧୭ ପ୍ରତିବାଦକାରୀଙ୍କୁ ଗୁଳି କରି ହତ୍ୟା

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ବାଂଲାଦେଶରେ ଅସୁରକ୍ଷିତ ହିନ୍ଦୁ, ଦିନକୁ ଦିନ ବଢୁଛି ହିଂସା ଓ ଅତ୍ୟାଚାର

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

ଧର୍ମଶାଳା ଘଟଣାକୁ ନେଇ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ: ସରକାରଙ୍କ ନିଷ୍କ୍ରିୟତା ରାଜ୍ୟବାସୀଙ୍କୁ ମର୍ମାହତ କରିଛି

Winnerzin peliaulan osiot kertovat eri pelitavoista

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ: ଭାରତ-ପାକିସ୍ତାନ ସଂଘର୍ଷ ଅଟକାଇବାକୁ ମୋଦୀ ମତେ କଲ୍‌ କରିଥିଲେ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ମୃତ୍ୟୁଦଣ୍ଡ

Blog Post

orissaleads > Articles by: orissaleads@admin

ଚାମ୍ପିୟନ୍ସ ଟ୍ରଫି ବିଜୟୀ ଭାରତୀୟ ଦଳକୁ ବିପୁଳ ପୁରସ୍କାର ରାଶି ଘୋଷଣା

ଓଡ଼ିଶା ଲିଡ୍ସ(ବ୍ୟୁରୋ): ବିସିସିଆଇ ଚଳିତ ବର୍ଷ ଚାମ୍ପିୟନ୍ସ ଟ୍ରଫି ବିଜେତା ଟିମ ଇଣ୍ଡିଆ ପାଇଁ ବିପୁଳ ପୁରସ୍କାର ରାଶି ଘୋଷଣା କରିଛି । ବିସିସିଆଇ ୫୮ କୋଟି ଟଙ୍କାର ନଗଦ ପୁରସ୍କାର ରାଶି ଘୋଷଣା କରିଛି । ଏହି ପୁରସ୍କାର ଖେଳାଳି, କୋଚିଂ ଓ ସହଯୋଗୀ ଷ୍ଟାଫ ଓ ଚୟନ ସମିତି ସଦସ୍ୟଙ୍କୁ ମିଳିବ । ଭାରତୀୟ ଦଳ ନ୍ୟୁଜିଲାଣ୍ଡକୁ ଫାଇନାଲରେ ପରାଜିତ କରି ଚାମ୍ପିୟନ୍ସ ଟ୍ରଫି ବିଜୟୀ ହୋଇଥିଲା ।ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ […]

Read More

ବିଜେଡି ଠିକାଦାରଙ୍କୁ ନେଇ ଚିନ୍ତାରେ ବିଜେପି କର୍ମୀ, ବଢୁଛି ଅସନ୍ତୋଷ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ସରକାର ପରିବର୍ତ୍ତନ ହୋଇଛି । ବିଜେପିର ଡବଲ ଇଞ୍ଜିନ ସରକାର ଏବେ କେନ୍ଦ୍ର ସହିତ ରାଜ୍ୟରେ ଶାସନ ଭାର ଗ୍ରହଣ କରିଛି । ସରକାର ପରିବର୍ତ୍ତନ ବେଳେ ବିଜେପି କର୍ମୀଙ୍କ ମଧ୍ୟରେ ଯେଉଁ ଉତ୍ସାହ ଓ ଖୁସି ଥିଲା ତାହା ମଉଳି ମଉଳି ଯାଉଛି । ଆଉ ଏହା ପଛରେ ରହିଛି ଠିକାଦାରୀ । ଦୀର୍ଘ ୨୪ ବର୍ଷ ଧରି ବିଜେଡି ଶାସନ କ୍ଷମତାରେ ରହିବା ଦ୍ୱାରା ବିଜେଡିର କର୍ମୀ ଓ ନେତା ଠିକାଦାରୀ […]

Read More

ମୋଡ଼ ନେଉଛି ନବ ଦାସ ହତ୍ୟାକାଣ୍ଡ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପରିବାର ସଦସ୍ୟ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ଚର୍ଚ୍ଚିତ ନବ ଦାସ ହତ୍ୟାକାଣ୍ଡ ଭିନ୍ନ ମୋଡ଼ ନେଉଛି । କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ ଅସନ୍ତୁଷ୍ଟ ଥିବା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପରିବାର ସଦସ୍ୟ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ଦାବି କରିଛନ୍ତି । ଆଜି ନବ ଦାସଙ୍କ ପତ୍ନୀ ମିନତୀ ଦାସ, ଝିଅ ପୂର୍ବତନ ବିଧାୟିକା ଦୀପାଳୀ ଦାସ ଓ ପୁଅ ବିଶାଳ ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ସିବିଆଇ ତଦନ୍ତ ପାଇଁ […]

Read More

ଯାଜପୁର ଜଗନ୍ନାଥ ମନ୍ଦିରରେ ଭଙ୍ଗା ନୀଳଚକ୍ର, ତୁରନ୍ତ ବଦଳାଇବାକୁ ପଦକ୍ଷେପ ନେବାକୁ ଦାବି

ଓଡ଼ିଶା ଲିଡ୍ସ(ଯାଜପୁର): ଯାଜପୁର ବୈତରଣୀ ନଦୀ କୂଳରେ ଥିବା ପୁରାତନ ଜଗନ୍ନାଥ ମନ୍ଦିର ନୀଳଚକ୍ର ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି । ଯାହା ହଜାର ହଜାର ଜଗନ୍ନାଥ ଭକ୍ତଙ୍କୁ ମର୍ମାହତ କରିଛି । ହେଲେ ଏଥିପ୍ରତି ଦେବୋତ୍ତର ବିଭାଗ କିଭଳି ନଜର ଦେଇନାହିଁ ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ମନ୍ଦିରରେ ବାନା ପରିବର୍ତ୍ତନ ହେବା ସମୟରେ ଏହା କିଭଳି ସେବାୟତଙ୍କ ନଜରକୁ ଆସିନାହିଁ ତାହା ମଧ୍ୟ ସନ୍ଦେହ ସୃଷ୍ଟି କରିଛି । ଯଦି ସେବାୟତ […]

Read More

ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଛନ୍ତି ନବଙ୍କ ପତ୍ନୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ନବ ଦାସ ହତ୍ୟା ମାମଲା ନୂଆ ମୋଡ଼ ନେବାକୁ ଯାଉଛି। ନବଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ପରିବାର ଲୋକଙ୍କୁ ଲିଖିତ ଭାବେ ଦେବାକୁ ପଡ଼ିବ ବୋଲି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ନିକଟରେ ବିବୃତି ଦେଇଥିଲେ । ସମ୍ଭବତଃ ନବଙ୍କ ପରିବାର ଏ ସଂକ୍ରାନ୍ତରେ ମନ ସ୍ଥିର କରି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଗତ ୧୧ ତାରିଖରେ ସ୍ବର୍ଗତ ନବ ଦାସଙ୍କ ପତ୍ନୀ ମିନତି ଦାସ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]

Read More

ରାଜ୍ୟ ବ୍ୟକ୍ତିଗତ ସ୍ୱାର୍ଥ ଓ ସଂକୀର୍ଣ୍ଣତାରୁ ଉର୍ଦ୍ଧ୍ବରେ ଥିବା ନେତାଙ୍କୁ ହରାଇଲା-ଡ଼ଃ ଘଡାଇ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ଷୀୟାନ ରାଜନେତା ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ତାଙ୍କ ବ୍ୟକ୍ତିଗତ ବନ୍ଧୁ ତଥା ପୂର୍ବତନ ଅର୍ଥମନ୍ତ୍ରୀ ଡ଼ଃ ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ । ତାଙ୍କ ଶେଷ ଦର୍ଶନ କରିବା ପରେଡ଼ଃ ଘଡାଇ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ତାଙ୍କ ବିୟୋଗ ଫଳରେ ରାଜ୍ୟ ବ୍ୟକ୍ତିଗତ ସ୍ୱାର୍ଥ ଓ ସଂକୀର୍ଣ୍ଣତାରୁ ଉର୍ଦ୍ଧ୍ବରେ ଥିବା ଜଣେ ନେତାଙ୍କୁ ହରାଇଲା ସିନା, ମୁଁ କିନ୍ତୁ ମୋର ବନ୍ଧୁଙ୍କୁ ହରାଇଛି […]

Read More

ଲାଞ୍ଚ ନେବାବେଳେ ଧରାପଡ଼ିଲେ ରାଜକନିକା ବ୍ଲକ ମଣ୍ଡଳ ଶିକ୍ଷାଧିକାରୀ କାର୍ଯ୍ୟାଳୟର ହିସାବରକ୍ଷକ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି କେନ୍ଦ୍ରାପଡା ଜିଲ୍ଲା ରାଜକନିକା ବ୍ଲକ ଶିକ୍ଷାଧିକାରୀଙ୍କ ହିସାବ ରକ୍ଷକ । ବିଦ୍ଯାଳୟର ୧ ଲକ୍ଷ ୯୩ ହଜାର ଟଙ୍କା ଡ୍ରେସ ବିଲ ପାସ୍ କରାଇ ଦେବାକୁ କହି ୨୦ ହଜାର ଟଙ୍କା ନେଉଥିଲେ ହିସାବ ରକ୍ଷକ । ହିସାବରକ୍ଷକ ହେଲେ ମହମ୍ମଦ ଫିରୋଜ ଖାନ। ନହୁଣି ଗାଁଡ଼ର ବାବା ଦଧିବାମନ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ ପାଞ୍ଚଟି ବିଦ୍ୟାଳୟରେ ଏଲିମେଣ୍ଟାରୀ […]

Read More

ଠକେଇର ମାଧ୍ୟମ ସାଜିଛି ୟୁପିଆଇ ପେମେଣ୍ଟ, ଟଙ୍କା ପଠାଇବା ସମୟରେ ସତର୍କ ରୁହନ୍ତୁ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ୟୁପିଆଇ ଜରିଆରେ ଟଙ୍କା ନେଣ ଦେଣ କରୁଥିଲେ ବ୍ୟବହାରକାରୀ ସତର୍କ ହେବା ଜରୁରୀ । ୟୁପିଆଇ ପେମେଣ୍ଟ ନାଁରେ ବଡ଼ ଠକେଇ ଚାଲିଛି । ଟଙ୍କା ପଠାଇବା ସମୟରେ ଟିକିଏ ଭୁଲ କଲେ ଆପଣଙ୍କ ଏକାଉଣ୍ଟ ଖାଲି ହୋଇ ଯିବାର ସମ୍ଭାବନା ରହିଛି ।ଠକମାନେ ୟୁଜର୍ସଙ୍କୁ ନିଜ ଜାଲରେ ଫସାଇ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟ ଖାଲି କରିବାକୁ ନୂଆ ନୂଆ ଉପାୟ ଖୋଜୁଛନ୍ତି। କେତେବେଳେ ଡେଲିଭରି ନାମରେ ତ କେତେବେଳେ ପୁରସ୍କାର ରାଶି ନାମରେ […]

Read More

ଦେବେନ୍ଦ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦୀ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନଙ୍କୁ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ଖବର ପାଇଁ ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ତାଙ୍କ ପୁତ୍ର ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହିତ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଏହା ସହିତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ ପ୍ରଧାନମନ୍ତ୍ରୀ ।

Read More

ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମନୋହନ ସାମଲ

ଓଡ଼ିଶା ଲିଡ୍ସ(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟ ଭାରତୀୟ ଜନତା ପାର୍ଟି ସଭାପତି ମନମୋହନ ସାମଲ । ଶ୍ରୀ ସାମଲ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଭାରତୀୟ ଜନତା ପାର୍ଟି ଓଡିଶାର ପ୍ରତିଷ୍ଠାତା ସଦସ୍ୟ, ପୂର୍ବତନ ରାଜ୍ୟ ସଭାପତି, ଦେବଗଡ଼ ଲୋକସଭାର ଲୋକପ୍ରିୟ ଜନନେତା, ବିକାଶର ବାହକ, ପୂର୍ବତନ କେନ୍ଦ୍ର ପରିବହନ ମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ ମର୍ମାହତ […]

Read More