
ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଉମେଶ ଜେନାଙ୍କ ଶୋକ
ଓଡ଼ିଶା ଲିଡ୍ସ(ଯାଜପୁର): ବିଜେପିର ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏବଂ ବର୍ତ୍ତମାନର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବରୀ ବିଜେପି ନେତା ଉମେଶ ଜେନା । ସେ ନିଜ ଶୋକ ବାର୍ତ୍ତାରେ କହିଛନ୍ତି ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ରାଜ୍ୟ ରାଜନୀତିରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ସେ କେନ୍ଦ୍ରମନ୍ତ୍ରୀ ସହିତ ଦଳର ବିଭିନ୍ନ ପଦ ପଦବୀରେ ରହି ବେଶ ନିଷ୍ଠା ଓ ସଫଳତାର […]



























